୧୬ ଦୋକାନୀଙ୍କୁ ନୋଟିସ

ଅନୁଗୋଳ ଅଫିସ, ୬।୫ – ଲକ୍‌ଡାଉନ କଟକଣା କୋହଳ ହେବା ପରେ ଅନୁଗୋଳ ଜିଲା ଓ ସହରର ଦୋକାନ ବଜାର ଖୋଲିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଏଥିରେ ସାମାଜିକ ଦୂରତ୍ୱ ନିୟମ ମାନିବାକୁ ସର୍ତ୍ତ ରଖାଯାଇଥିଲା। କିନ୍ତୁ ସହରର ୧୬ଜଣ ଦୋକାନୀ ଏହି ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ଆସିବା ପରେ ଅନୁଗୋଳ ପୌରପାଳିକା ପକ୍ଷରୁ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ଏପରି କି ପୋଲିସ ସହଯୋଗରେ ଦୋକାନଗୁଡିକୁ ମଧ୍ୟ ବନ୍ଦ କରାଯାଇଥିବା ସୂଚନା ମିଳିଛି। ପୂର୍ବାହ୍ନ ୧୧ଟାରେ ଉକ୍ତ ଦୋକାନଗୁଡ଼ିକୁ ବନ୍ଦ କରାଯିବା ଅଭିଯାନ ଆରମ୍ଭ ହୋଇଥିଲା। ପୌର ନିର୍ବାହୀ ଅଧିକାରୀ ବିନୋନ୍ଦ ଚନ୍ଦ୍ର ପଣ୍ଡାଙ୍କ ସହ ଟିଡି ବିଭୂତି ଭୂଷଣ ମହାରଣା, ନିର୍ମଳ ବେହେରା, ଅନୁଗୋଳ ଥାନା ଏଏସ୍‌ଆଇ ଜେ. ସିଂହ ଓ ଅନ୍ୟ ପୋଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ପୀଠ ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ: ବିଧାୟକଙ୍କ ହସ୍ତକ୍ଷେପ ପରେ ତଦନ୍ତ, ଶ୍ରାବଣ ସୁଦ୍ଧା…

ଗଞ୍ଜାମ, ୯।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପ୍ରସିଦ୍ଧ ଶୈବପୀଠ ବଟେଶ୍ୱର ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବକୁ ନେଇ ଶେଷରେ ପ୍ରଶାସନ ଓ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ଚାର ଫଳ ଗୋଟାଇବାକୁ ଜଙ୍ଗଲକୁ ଯାଇଥିଲେ, ଭାଲୁର ଅତର୍କିତ ଆକ୍ରମଣରେ ଗୁରୁତର… 

ବଲାଙ୍ଗୀର,୯।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଡିଘାଟ ପଞ୍ଚାୟତର କୁଟୁନିଝରନ ଗାଁରେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ…

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା

ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ …

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ…

ଘାଇରେ ଭାସୁଛି ମୃତଦେହ: ଚନ୍ଦ୍ରଗିରିରେ ଚାଞ୍ଚଲ୍ୟ

ମୋହନା,୯।୫( ମନ୍ମଥ ମିଶ୍ର ): ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri