୧୬, ୧୭ରେ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଆଲୋଚନା

ନୂଆଦିଲ୍ଲୀ, ୧୩ା୬: ଭାରତରେ ଉଗ୍ରରୂପ ଧାରଣ କରିଛି ମହାମାରୀ କରୋନା। ବିଶ୍ୱରେ ବ୍ରିଟେନକୁ ଟପି ଚଚୁର୍ଥ ସ୍ଥାନରେ ପହଞ୍ଚିଥିବା ଭାରତରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ଟପିଛି। ସ୍ଥିତି ସୁଧାରିବା ଲାଗି ପ୍ରୟାସ ଜାରି ରହିଥିବା ବେଳେ ଆଗାମୀ ୧୬ ଓ ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଲକ୍‌ଡାଉନ୍‌ ଉଠିବା ଓ ପ୍ରବାସୀଙ୍କ ଆଗମନ ପରେ ନୂଆ ମାମଲା ବଢ଼ି ବଢ଼ି ଚାଲିଛି। ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଟପିଥିବା ବେଳେ ତାମିଲନାଡ଼ୁ ଓ ଦିଲ୍ଲୀରେ ଭୟଙ୍କର ପରିସ୍ଥିତି ଦେଖାଦେଇଛି। କରୋନାର ସଫଳ ମୁକାବିଲା ଲାଗି ମୋଦି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ବିବାଦ ମଧ୍ୟରେ ଅକ୍ଟୋବରରୁ ଏହି ରାଜ୍ୟରେ ଖୋଲିବ କଲେଜ

ବେଙ୍ଗାଲୁରୁ,୨୬।୮: ସମଗ୍ର ଦେଶରେ ଏନ୍‌ଇଇଟି ଓ ଜେଇଇ ପରୀକ୍ଷାକୁ ନେଇ ବିବାଦ ଜାରି ରହିଥିବା ବେଳେ ବର୍ତ୍ତମାନ କର୍ନାଟକ ସରକାର ରାଜ୍ୟରେ କଲେଜ ଖୋଲିବାକୁ ନିଷ୍ପତ୍ତି...

ଦିଲ୍ଲୀରେ ଏସ୍‌ଆଇ ପରିବାର କରୋନା ସଂକ୍ରମିତ: ପୋଲିସ କଲୋନୀର ୩ ବ୍ଲକ ସିଲ୍‌

ନୂଆଦିଲ୍ଲୀ,୧୬।୪: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ କାୟା ବିସ୍ତାର କରି ଚାଲିଛି। କରୋନା ବିରୋଧରେ ଲଢ଼େଇରେ ଜାରି ରଖିଥିବା ଯୋଦ୍ଧା ଏଥିରୁ ବର୍ତ୍ତି ପାରୁ...

ଉପଯୁକ୍ତ ଝିଅ ମିଳିଲେ ବାହାହେବି: ରାହୁଲ

ନୂଆଦିଲ୍ଲୀ,୨୪।୧: ଉପଯୁକ୍ତ ଝିଅ ମିଳିଲେ ବିବାହ କରିବେ ବୋଲି କଂଗ୍ରେସ ନେତା ତଥା ଅନେକଙ୍କ ଦୃଷ୍ଟିରେ ଭାରତର ସବୁଠୁ ଯୋଗ୍ୟ ଅବିବାହିତ ରାହୁଲ ଗାନ୍ଧୀ କହିଛନ୍ତି।...

ଏଫ୍‌ବିୟୁ ଦୁର୍ନୀତି ମାମଲା: ମନୀଷ ସିସୋଡିଆଙ୍କ ବିରୋଧରେ ମାମଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ,୧୬।୩: ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ମନ୍ତ୍ରୀ ମନୀଷ ସିସୋଡିଆଙ୍କ ପାଇଁ ପୁଣି ଅଡୁଆ ବଢିଲା। ଦିଲ୍ଲୀ ସରକାରଙ୍କ ଫିଡ୍‌ବ୍ୟାକ୍‌...

ଏବେ ଆଉ କାମ ଦେବନି ଚାଇନାର ଚତୁରତା: ଭାରତ ଦେବ କଡ଼ା ଜବାବ

ନୂଆଦିଲ୍ଲୀ,୨ା୧୦: ଚାଇନାକୁ ଉପଯୁକ୍ତ ତଥା କଡ଼ା ଜବାବ ଦେବା ପାଇଁ ସୀମାରେ ଭାରତର କେ-୯ ବଜ୍ର ପ୍ରସ୍ତୁତ ରହିଛି। ଏବେ ଆଉ ଚାଇନାର କୌଣସି ଚତୁରତା...

ପଞ୍ଜାବରେ ଦମ୍‌ଦାର ପ୍ରଦର୍ଶନ ପରେ ଏଏପିର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୧୪।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ନଜର ଏବେ ପଶ୍ଚିମବଙ୍ଗରେ। ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ହେବାକୁ...

ବିହାରରେ ମାଗଣା କରୋନା ଭ୍ୟାକ୍ସିନକୁ ନେଇ ଶିବସେନା କହିଲା ବାକି ରାଜ୍ୟ କ’ଣ ପାକିସ୍ତାନରେ

ମୁମ୍ବାଇ,୨୪ ।୧୦: ବିହାର ବିଧାନସଭା ନିର୍ବାଚନ ଅବସରରେ ଭାରତୀୟ ଜନତା ପାର୍ଟି(ଭାଜପା) ଭୋଟରଙ୍କୁ ଆକର୍ଷିତ କରିବାକୁ କହିଛି କରୋନା ଟିକା ଆସିଯିବା ପରେ ସମ୍ପୂର୍ଣ୍ଣ ରାଜ୍ୟରେ...

ସୁଧୁରୁଛି ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥା

ନୂଆଦିଲ୍ଲୀ,୮।୭: ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଥିବା ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସୁଛି। ପୂର୍ବ ଅପେକ୍ଷା ଏବେ ତାଙ୍କ ଦେହ ଭଲ ଅଛି।...

Advertisement
Archives

Model This Week