Posted inଜାତୀୟ

୧୭ତମ ଲୋକ ସଭାର ସୁନ୍ଦରୀ ଏମ୍‌ପି

ନୂଆଦିଲ୍ଲୀ,୨୭।୫: ଦେଶର ୧୭ତମ ଲୋକ ସଭାକୁ ନବନିର୍ବାଚିତ ହୋଇ ଆସିଛନ୍ତି ପଶ୍ଚିମବଙ୍ଗର ମିମି ଚକ୍ରବର୍ତ୍ତୀ। ୩୦ ବର୍ଷ ବୟସ୍କା ମିମି ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଭାବେ ଯାଦବପୁର ଲୋକ ସଭା ଆସନରୁ ନିର୍ବାଚିତ ହୋଇଛନ୍ତି। ୨୦୦୮ରେ ସେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ। ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ମିମିଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି। ମିମିଙ୍କ କେତେକ ଫଟୋ ମଧ୍ୟ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସେ ୨୦୧୯ରେ ତୃଣମୂଳ କଂଗ୍ରେସରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଇପାରୁ ନାହାନ୍ତି ୩୨କୋଟି ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୬।୫: କରୋନା ଭାଇରସ୍‌ ଯୋଗୁ ସାରା ବିଶ୍ୱ ପ୍ରଭାବିତ ହୋଇଥିବାବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ଲକ୍‌ଡାଉନ ଯୋଗୁ ଦେଶର ଅର୍ଥନୀତିଠାରୁ ଆରମ୍ଭ କରି...

ଦୀପାବଳିରେ ଘର ସଜାନ୍ତୁ ରଙ୍ଗୋଲିରେ

ଦୀପାବଳିକୁ ଆଲୋକର ପର୍ବ କୁହାଯାଉଥିଲେ ସୁଦ୍ଧା ଏହି ଦିନକୁ ଘରକୁ ରଙ୍ଗୋଲି ବା ମୁରୁଜରେ ଅନେକ ଲୋକ ସଜାଇବାକୁ ପସନ୍ଦ କରିଥାଆନ୍ତି। ରଙ୍ଗୋଲି ସଂସ୍କୃତ ଶବ୍ଦ...

୨୦୨୧ରେ ବିଭିନ୍ନ ରାଜ୍ୟର ବିଧାନସଭାରେ ହାରାହାରି ୨୧ ଦିନର କାର୍ଯ୍ୟ ଦିବସ, ୫୦୦ରୁ ଅଧିକ ବିଧେୟକ ହୋଇଛି ପାରିତ…

ନୂଆଦିଲ୍ଲୀ,୧।୮ : ଦେଶର ବିଭିନ୍ନ ରାଜ୍ୟର ବିଧାନସଭାରେ ୨୦୨୧ରେହାରାହାର କେବଳ ୨୧ ଦିନର କାର୍ଯ୍ୟ ଦିବସ ରହିଥିଲା। ଏହି ସମୟ ମଧ୍ୟରେ ୫୦୦ରୁ ଅଧିକ ବିଧେୟକ...

ହୋଲି ପୂର୍ବରୁ ହାପୁଡ଼ରେ ଧାରା ୧୪୪ ଲାଗୁ

ହାପୁଡ଼,୨୬।୨: ପର୍ବପର୍ବାଣି ଋତୁରେ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଉତ୍ତରପ୍ରଦେଶ ହାପୁଡ଼ରେ ଧାରା ୧୪୪ ଲାଗୁ କରାଯାଇଛି। ବୁଧବାର ଇଣ୍ଡିଆନ ପେନାଲ କୋଡ୍‌ (ଆଇପିସି)...

ଅଫିସରଙ୍କୁ ପ୍ରଧାନମନ୍ତ୍ରୀ କହିଲେ, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ କହିବ, ମୁଁ ବଞ୍ଚିକି ଫେରିଛି

ଚଣ୍ଡିଗଡ,୫।୧: ପଞ୍ଜାବର ଫିରୋଜପୁରରେ ରାଲି କରିବାକୁ ଆସୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଏକ ବଡ଼ ଧରଣର ଢିଲା ଦେଖିବାକୁ ମିଳିଛି। ଏହି ଘଟଣା...

ଓମାନ ସୁଲତାନଙ୍କ ସମ୍ମାନରେ ଗୋଟିଏ ଦିନ ରାଷ୍ଟ୍ରୀୟ ଶୋକ ପାଳନ କରିବ ଭାରତ

ନୂଆଦିଲ୍ଲୀ,୧୨।୧: ଓମାନ ସୁଲତାନଙ୍କ ସମ୍ମାନରେ ଭାରତ ଗୋଟିଏ ଦିନ ଅର୍ଥାତ୍‌ ଜାନୁୟାରୀ ୧୩ରେ ରାଷ୍ଟ୍ରୀୟ ଶୋକ ପାଳନ କରିବ ବୋଲି ସରକାର ଘୋଷଣା କରିଛନ୍ତି। ଏଥିପାଇଁ...

ନୂଆବର୍ଷରେ ଖୁସି ଖବର: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧ା୧: ନୂଆବର୍ଷରେ ଉପଭୋକ୍ତାଙ୍କ ପାଇଁ ଖୁସି ଖବର। ରାଷ୍ଟ୍ରୀୟ ତୈଳ ବିପଣନକାରୀ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ଓଜନର ବ୍ୟବସାୟିକ ସିଲିଣ୍ଡର ପିଛା ମୂଲ୍ୟ ୧୦୨ ଟଙ୍କା...

ନାଗରିକ ସ୍ବତନ୍ତ୍ରତା: ଭାରତର ରେଟିଂ କମିଲା

ନୂଆଦିଲ୍ଲୀ,୪।୩: ଭାରତରେ ନାଗରିକଙ୍କ ସ୍ବତନ୍ତ୍ରତା ଗତ ବର୍ଷ ତୁଳନାରେ ଚଳିତ ବର୍ଷ କମିଛି। ଆମେରିକା ସଂସ୍ଥା ଫ୍ରିଡ଼ମ୍‌ ହାଉସ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା...

Advertisement
Archives

Model This Week