Posted inଜାତୀୟ

୧୭ତମ ଲୋକ ସଭା ନିର୍ବାଚନ ସବୁଠାରୁ ମହଙ୍ଗା: ଖର୍ଚ୍ଚ ହୋଇଛି ୭୦ ହଜାର କୋଟି ଟଙ୍କା

ନୂଆଦିଲ୍ଲୀ,୪।୬: ଏପର୍ଯ୍ୟନ୍ତ ଯେତେ ଥର ଲୋକ ସଭା ନିର୍ବାଚନ ହୋଇଛି ସେଥିମଧ୍ୟରୁ ୧୭ ତମ ଲୋକ ସଭା ନିର୍ବାଚନ ସବୁଠାରୁ ମହଙ୍ଗା ବୋଲି କୁହାଯାଉଛି। କାରଣ ଏହି ନିର୍ବାଚନରେ ପାଖାପାଖି ୭୦ ହଜାର କୋଟି ଟଙ୍କ ଖର୍ଚ୍ଚ ହୋଇଛି ବୋଲି ଆକଳନ କରାଯାଇଛି। ସେଣ୍ଟର ଫର୍‌ ମିଡିଆ ଷ୍ଟଡିଜ୍‌(ସିଏମ୍‌ଏସ୍‌)ର ଏକ ରିପୋର୍ଟରେ ଏହା ଦର୍ଶାଯାଇଛି। ଏହି ରିପୋର୍ଟ ଅନୁଯାୟୀ ୧୭ତମ ଲୋକ ସଭା ନିର୍ବାଚନରେ ପ୍ରାର୍ଥିମାନେ ପ୍ରାୟ ୬୦ ହଜାର କୋଟି ଟଙ୍କା ଖର୍ଚ୍ଚ କରିଥବା ବେଳେ ନିର୍ବାଚନ ଆୟୋଗ ଆହୁରି ୧୫-୨୦ ହଜାର କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାଧୀ ବିକାଶ ଦୁବେଙ୍କ ସୂଚନା ଦେଲେ ମିଳିବ ୫ ଲକ୍ଷ ଟଙ୍କା: ଉତ୍ତରପ୍ରଦେଶ ପୋଲିସ

କାନପୁର,୮।୭: ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କ ଯିଏ ସୂଚନା ଦେବ ତାଙ୍କୁ ୫ଲକ୍ଷ ଟଙ୍କା ପୁରସ୍କାର ରାଶି ଦିଆଯିବ। ଏଭଳି ଘୋଷଣା କରିଛି ଉତ୍ତରପ୍ରଦେଶ ପୋଲିସ।...

ଷ୍ଟେଶନ ମାଷ୍ଟରଙ୍କୁ ପଣବନ୍ଦୀ ରଖିଲେ ମାଓବାଦୀ

ପାଟନା, ୧।୮: ସଶସ୍ତ୍ର ମାଓବାଦୀମାନଙ୍କର ଏକ ଗୋଷ୍ଠୀ ଶନିବାର ସକାଳେ ପାଟନା-କୋଲକାତା ରୁଟ୍‌ର ଏକ ରେଳଷ୍ଟେଶନ ଉପରେ ଆକ୍ରମଣ କରିବା ସହ ଷ୍ଟେଶନ ମାଷ୍ଟରଙ୍କୁ ଅଧଘଣ୍ଟା...

କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ

ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି...

କରୋନା ହାହାକାର : ମୃତ୍ୟୁ ସଂଖ୍ୟା ୫ ହଜାର ଟପିଲା

ନୂଆଦିଲ୍ଲୀ,୧୪।୪: ଦେଶରେ ଏପ୍ରିଲ୍‌ ୭ ଠାରୁ ୧୩ ମଧ୍ୟରେ ମୋଟ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୨ ହଜାର ୫୫୦ରେ ପହଞ୍ଚିଛି। ପ୍ରତିଦିନ ଲକ୍ଷେରୁ...

ବାୟୁ ପ୍ରଦୂଷଣ ରୋକିବାରେ ସରକାର ବିଫଳ: କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୭ା୧୧(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଉତ୍କଟ ବାୟୁ ପ୍ରଦୂଷଣ ରୋକିବାରେ କର୍ତ୍ତୃପକ୍ଷ ବିଫଳ ହୋଇଥିବାରୁ ସୁପ୍ରିମକୋର୍ଟ ବୁଧବାର ଭର୍ତ୍ସନା କରିଛନ୍ତି। ନଡ଼ା ନ ପୋଡିବା...

ଜମ୍ମୁ-କଶ୍ମୀର ଏନ୍‌କାଉଣ୍ଟର: ଜଣେ ପାକିସ୍ତାନି ସମେତ ଜୈଶର ୨ ଆତଙ୍କବାଦୀ ନିହତ

ଜମ୍ମୁ,୧୨ ।୩: ଜମ୍ମୁ-କଶ୍ମୀରର ଗନ୍ଦରବଲ ଅଞ୍ଚଳରେ ଶନିବାର ସକାଳେ ଆତଙ୍କବାଦୀ ଓ ସୁରକ୍ଷା କର୍ମୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ଆଉ ଜଣେ ଆତଙ୍କବାଦୀ ନିହତ...

‘ତ୍ରିପୁରା ସରକାରଙ୍କ ବିରୋଧରେ ଅଦାଲତଙ୍କ ଦ୍ୱାରସ୍ଥ ହେବି’

କୋଲକାତା,୨୨।୧୧: ନୂଆଦିଲ୍ଲୀ ଗସ୍ତରେ ଯାଉଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଏସ୍‌ଏଫ୍‌ର କାର୍ଯ୍ୟ ପରିସର ବୃଦ୍ଧି ପ୍ରସଙ୍ଗରେ ତାଙ୍କ ଦୃଷ୍ଟି...

ଜୁନ୍‌ରେ ୨୨ ଲକ୍ଷରୁ ଅଧିକ ଭାରତୀୟଙ୍କ ହ୍ବାଟସଆପ୍‌ ଆକାଉଣ୍ଟ୍‌ ନିଷିଦ୍ଧ…

ନୂଆଦିଲ୍ଲୀ, ୨।୮ : ଜୁନ ୨୦୨୨ରେ ହ୍ଟାଟସ୍‌ଆପ୍‌ ୨୨ ଲକ୍ଷରୁ ଅଧିକ ଭାରତୀୟଙ୍କ ଆକାଉଣ୍ଟକୁ ନିଷିଦ୍ଧ କରିଛି। ବ୍ୟବହାରକାରୀଙ୍କଠାରୁ ଆସିଥିବା ଅଭିଯୋଗ ଆଧାରରେ ଏବଂ ନୀତିକୁ...

Advertisement
Archives

Model This Week