୧୭ରେ ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ: ସାବିତ୍ରୀଙ୍କ ପାଇଁ କରିବେ ପ୍ରଚାର, ରୋଡ୍‌ ଶୋ’

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆସନ୍ତା ୨୦ରେ ବହୁ ପ୍ରତିକ୍ଷିତ ପାଟକୁରା ନିର୍ବାଚନ। ଏହାକୁ ମାତ୍ର ଦଶ ଦିନ ଥିବାବେଳେ ରାଜ୍ୟରେ ଶାସନ କ୍ଷମତାରେ ଥିବା ବିଜେଡି, ବିରୋଧୀ ଭାଜପା ଏବଂ କଂଗ୍ରେସ ଏବେଠୁ ଅଣ୍ଟା ଭିଡିସାରିଲେଣି। କିଏ ଏହି ସିଟ୍‌କୁ ସ୍ବାଭିମାନ ଭାବେ ନେଇଥିବା ବେଳେ ଆଉ କେହି ଏଠାରେ ଜିତ୍‌ ସୁନିଶ୍ଚିତ ବୋଲି ମତ ରଖିଛନ୍ତି। ଏପରିସ୍ଥଳେ ପାଟକୁରାକୁ ହାତେଇବା ଲାଗି ବିଭିନ୍ନ ଦଳର ହେଭିଓ୍ବେଟ୍‌ ପ୍ରଚାର ମଙ୍ଗ ଧରୁଛନ୍ତି। ଏହି କ୍ରମରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୭ରେ ପାଟକୁରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ଲାଗି ପ୍ରଚାର ମଙ୍ଗ ଧରିବେ। ଏପରିକି ସେଠାରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ’ କରିବେ ବୋଲି ବୁଧବାର ମନ୍ତ୍ରୀ ସୁଶାନ୍ତ ସିଂ ସୂଚନା ଦେଇଛନ୍ତି। ତେବେ ଦଳ ପାଟକୁରାରେ ନିଶ୍ଚିତ ଜିତିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ଆଘାତରେ ନିର୍ମାଣ ଶ୍ରମିକ ମୃତ

ଭୁବନେଶ୍ୱର,୧୩ା୨(ବ୍ୟୁରେ): ଆବାସ ଯୋଜନାରେ ଘର ର୍ନିମାଣ ଚାଲିଥିବାବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଶହୀଦନଗର ଥାନା ଶାନ୍ତିପଲ୍ଲୀ ବସ୍ତିରେ ବୁଧବାର...

ଭୁବନେଶ୍ୱରରେ ଶୁଟିଂ ହେବ ନନ୍ଦିତାଙ୍କ ଚଳଚ୍ଚିତ୍ର

ଭୁବନେଶ୍ୱର,୧୮।୨(ବ୍ୟୁରୋ): ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ଆଗାମୀ ଚଳଚ୍ଚିତ୍ର ଭୁବନେଶ୍ୱରରେ ଶୁଟିଂ ହେବ। ଏଥିରେ କମେଡିଆନ କପିଲ ଶର୍ମା ଓ ଶାହାନା ଗୋସ୍ବାମୀ ଅଭିନୟ କରିବେ। ଚଳିତ...

ଭୁବନେଶ୍ୱରକୁ ନୂଆ ଅନ୍ତର୍ଜାତୀୟ ବିମାନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ): ପ୍ରଥମେ ଏୟାର ଇଣ୍ଡିଆ ଓ ପରେ ଏୟାର ଏସିଆ ଭୁବନେଶ୍ୱର ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ସେବା ପ୍ରତ୍ୟାହାର କରିସାରିଲେଣି। ହେଲେ ଏବେ...

ଟିପଚିହ୍ନ ଦେଉଛନ୍ତି ପାଠୁଆ ଭୋଟର

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୩ଟି ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ନିର୍ବାଚନରେ ପ୍ରାୟ ୭୮ ପ୍ରତିଶତ ମତଦାନ ହେଉଥିବା ରାଜ୍ୟ ନିର୍ବାଚନ କମିଶନର...

ଖେଳୁଥିବା ବେଳେ ୪ ଶିଶୁ ପୋଡ଼ିଯିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୩ ଶିଶୁ

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ନିଆଁରେ ପୋଡ଼ିଯାଇ ଗୁରୁତର ହୋଇଥିବା...

ଭାଜପା ନେତ୍ରୀଙ୍କୁ ଅପମାନିତ କରୁଛି ବିଜେଡି: ଭାଜପା

ଭୁବନେଶ୍ୱର, ୮।୭(ବ୍ୟୁରୋ): ବିଜେଡି ଶାସନରେ ରାଜ୍ୟର ମହିଳାମାନେ ଆଦୌ ସୁରକ୍ଷିତ ନୁହନ୍ତି। ସୋସିଆଲ ମିଡିଆର ଅପବ୍ୟବହାର କରି ବର୍ତ୍ତମାନ ନୂତନ କୌଶଳ ଆପଣାଇ ନାରୀମାନଙ୍କୁ ଅସମ୍ମାନ...

ରାଜ୍ୟରେ ସୁସ୍ଥ ହେଲେ ୧୪୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୨୮, କେନ୍ଦ୍ରାପଡାରୁ ୧୦୪,...

ରାତ୍ରି କର୍ଫ୍ୟୁ, ସଟ୍‌ଡାଉନ ସମୟରେ ଖୋଲା ରହିବ ରାସ୍ତା କଡ ଢାବା

ଭୁବନେଶ୍ୱର,୧୨।୬(ବ୍ୟୁରୋ):ସଟଡାଉନ ଏବଂ ଲକ୍‌ଡାଉନର କର୍ଫ୍ୟୁ ସମୟରେ ଢାବାସବୁ ଖୋଲା ରହିବ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଲକ୍‌ଡାଉନ କଟକଣା କିନ୍ତୁ ଧିରେଧିରେ...

Advertisement
Archives

Model This Week