୧୭୦ କିମି ଚାଲି ଗାଁକୁ ଫେରିଲେ ୫ ଦାଦନ ଶ୍ରମିକ

ନନ୍ଦପୁର,୪।୪(ଡି.ଏନ୍.ଏ.): ଲକ୍ ଡାଉନ ଯୋଗୁ ଦାଦନ ଶ୍ରମିକଙ୍କ ଦୁଃଖ ବଢ଼ିଯାଇଛି। ବାହାର ରାଜ୍ୟରେ କେଉଁଠି ଫସିରହିଛନ୍ତି ତ ଅନ୍ୟ କେଉଁଠୁ ଚାଲିଚାଲି ଗାଁକୁ ଫେରୁଛନ୍ତି। ଶନିବାର ୫ ଜଣ ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଦୀର୍ଘ ୧୭୦ କି.ମି. ଚାଲି ଚାଲି କୋରାପୁଟ ଜିଲା ନନ୍ଦପୁରରେ ପହଞ୍ଚିଛନ୍ତି। ସେମାନଙ୍କ ଘର ନବରଙ୍ଗପୁର ଜିଲା ସର୍ଗିଗୁଡ଼ା ଗ୍ରାମରେ ବୋଲି ଶ୍ରମିକମାନେ ପ୍ରକାଶ କରିଛନ୍ତି। ସେମାନଙ୍କୁ ନନ୍ଦପୁରସ୍ଥିତ କ୍ଵାରାଣ୍ଟାଇନ ସେଣ୍ଟରରେ ରଖାଯିବା ସହ ଫ୍ରି କିଚେନ ଵ୍ୟଵସ୍ଥା କରାଯାଇଛି। ନନ୍ଦପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ହୋଇଛି। କିନ୍ତୁ ଅପରାହ୍ନରେ ସେମାନେ ଏକ ଚାଉଳ ବୋଝେଇ ଟ୍ରକରେ ଚଢ଼ି ନିଜ ଗାଁକୁ ଚାଲିଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାସେବୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ଆସିକା,୩୧ା୩ (ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଲାଗି ଆସିକା ଏନ୍‌ଏସିରେ ନିରାଶ୍ରୟଙ୍କୁ ଦୈନିକ ରନ୍ଧାଖାଦ୍ୟ ଦିଆଯାଉଛି। ମଙ୍ଗଳବାରଠାରୁ ଆସିକା ବ୍ଲକର ବିଭିନ୍ନ ପଞ୍ଚାୟତରେ ମଧ୍ୟ ନିରାଶ୍ରୟଙ୍କୁ ଅଙ୍ଗନଓ୍ବାଡି କର୍ମୀଙ୍କ...

ମାଗୁରା ନୌକାବିହାର ପରିଦର୍ଶନ କଲେ ପର୍ଯ୍ୟଟନ ମନ୍ତ୍ରୀ

ଚୌଦ୍ୱାର,୨୭।୫(ଡି.ଏନ.ଏ)-ଚୌଦ୍ୱାର ବିରୂପା ନିକଟରେ ନିର୍ମାଣ ଚାଲିଥିବା ମାଗୁରା ନୌକାବିହାର କମ୍ପ୍ଲେକ୍ସକୁ ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପରିଦର୍ଶନ କରିଛନ୍ତି। ଏଥିସହିତ ଏହି କମ୍ପ୍ଲେକ୍ସର ଉନ୍ନୟନମୂଳକ...

ସହରରେ ବଢ଼ିଚାଲିଛି ଅପରାଧ

ବାଲେଶ୍ୱର ଅଫିସ, ୮।୬ – ବାଲେଶ୍ୱର ସହରରେ ଦିନକୁ ଦିନ ଅପରାଧ ବଢିବାରେ ଲାଗିଛି। ହତ୍ୟା, ଲୁଟ୍‌ତରାଜ ଭଳି ଅପରାଧ ଘଟିଚାଲିଥିଲେ ମଧ୍ୟ ପୋଲିସ ଏହାକୁ...

ନିର୍ମାଣ ଅପେକ୍ଷାରେ ଗଲାଣି ୨ ବର୍ଷ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ...

୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପରଜଙ୍ଗ, ୬।୨(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆଖୁଆପାଳ ପଞ୍ଚାୟତ ଅଧୀନ ୩ନଂ. କଲୋନୀ ଦଳିତ ବସ୍ତି ନିକଟରେ ଥିବା ଏକ କରଡ଼ା ଗଛରୁ...

କାଳେ ସଙ୍ଗଠିତ ହୋଇଯିବେ

ଯାଜପୁର ଅଫିସ, ୮।୧୨: କଳିଙ୍ଗନଗର ଶିଳ୍ପାଞ୍ଚଳରେ ପ୍ରାୟତଃ ବାହାର ଜିଲା ଓ ରାଜ୍ୟର ଶ୍ରମିକଙ୍କୁ ଠିକାଦାରଙ୍କ ଅଧୀନରେ ନିଯୁକ୍ତି ଦିଆଯାଉଛି। ବାହାର ଅଞ୍ଚଳର ପ୍ରାୟ ୩୦୦...

ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦।୭: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ।...

ଉପରମୁହାଁ କରୋନା ସଂକ୍ରମଣ: ୫୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ...

Advertisement
Archives

Model This Week