୧୭୬ ଦେଶରେ କରୋନା: ସଂକ୍ରମଣରେ ୮,୯୬୯ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୩: କରୋନା ସଂକ୍ରମଣ ଧୀରେଧୀରେ ପୃଥିବୀର ଗୋଟିଏ ପରେ ଗୋଟିଏ ଦେଶରେ ପହଞ୍ଚିବାରେ ଲାଗିଛି ଇତିମଧ୍ୟରେ ଏହା ୧୭୬ଟି ଦେଶରେ ଆତଙ୍କ ସୃଷ୍ଟି କରିଛି। ଗୋଟିଏ ଦିନ ତଳେ ସଂକ୍ରମିତ ଦେଶ ସଂଖ୍ୟା ୧୬୫ ଥିବାବେଳେ ଏବେ ଏଥିରେ ୧୧ଟି ନୂଆ ଦେଶ ଯୋଡ଼ି ହୋଇଛନ୍ତି। କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ଗୁରୁବାର ସୁଦ୍ଧା ୮,୯୬୯ ଛୁଇଁଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୧୯ ହଜାର ୯୫୨ ହୋଇଛି। ଅପରପକ୍ଷରେ ସଂକ୍ରମିତଙ୍କ ମଧ୍ୟରୁ ୮୫,୭୪୫ ଜଣ ସୁସ୍ଥ ହୋଇସାରିଛନ୍ତି। ସ୍ଥିତିକୁ ଦୃଷ୍ଟିରେ ଜାତିସଂଘ ପକ୍ଷରୁ ମିଳିତ ଭାବେ କରୋନା ମହାମାରୀର ମୁକାବିଲା କରିବା ଲାଗି ସମସ୍ତ ଦେଶକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ଟ୍ବିଶା ମାମଲାରେ ହାଇକୋର୍ଟଙ୍କ ପ୍ରମୁଖ ରାୟ: ପୁଣିଥରେ ପୋଷ୍ଟମର୍ଟମ କରିବେ AIIMS ଦିଲ୍ଲୀ ଟିମ୍‌

ଜବଲପୁର,୨୨।୫: ଭୋପାଳରେ ହୋଇଥିବା ବହୁଚର୍ଚ୍ଚିତ ଟ୍ବିଶା ମୃତ୍ୟୁ ମାମଲା ସମ୍ପର୍କରେ ହାଇକୋର୍ଟଙ୍କ ଶୁଣାଣି ସମୟରେ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଶୁଣାଣି ସମୟରେ, ସମର୍ଥ ସିଂହଙ୍କ ପ୍ରତିନିଧିତ୍ୱ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri