୧୭ ତାଲିବାନ ଆତଙ୍କବାଦୀ ମୃତ

ସରୋଜାଇ,୧୯।୬: ଆଫଗାନିସ୍ତାନର ସରୋଜାଇ ଜିଲାର ପକତିଆ ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଆଫଗାନ ସେନା ଆକ୍ରମଣରେ ୧୭ ତାଲିବାନ ଆତଙ୍କବାଦିଙ୍କ ମୃତ୍ୟୁ ହେବା ସହ ୨୦ ଆହତ ହୋଇଥିବା ସୂଚନା ମିଳିଛି। ଆଫଗାନିସ୍ତାନର ପ୍ରତିରକ୍ଷାମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ଦେଇଥିବା ଏହି ସୂଚନାକୁ ଟୋଲୋ ନ୍ୟୁଜ ଜରିଆରେ ପ୍ରସାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri