Posted inଜାତୀୟ

୧୭ ଦିନର ଶିଶୁକନ୍ୟାଙ୍କୁ ନଦୀ ବାଲିରେ ପୋତିଲେ ପିତା

ଚେନ୍ନାଇ,୬।୧୧: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପିତା ତାଙ୍କର ୧୭ ଦିନର ଶିଶୁକନ୍ୟାଙ୍କୁ ନଦୀ ବାଲିରେ ପୋତି ଦେଇଛନ୍ତି। ଭାଦାମାରୁଥୁର୍‌ ଗାଁର ୨୯ ବର୍ଷ ବୟସ୍କ ଡି. ଭର୍ଦାରଞ୍ଜନଙ୍କ ସ୍ତ୍ରୀ ସୁନ୍ଧାରୟା ଜିପ୍‌ମର ହସ୍ପିଟାଲରେ ଏକ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଥିଲେ। ଶିଶୁକନ୍ୟା ଜନ୍ମ ପରେ ଭର୍ଦାରଞ୍ଜନଙ୍କ ମନ ଦୁଃଖ ହୋଇଥିଲା। ଶିଶୁକନ୍ୟାଙ୍କୁ  ୩ ଦିନ ହୋଇଥିବାବେଳେ ସେ ତାକୁ ହତ୍ୟା କରିବାର ଉଦ୍ୟମ କରିଥିଲେ। ତେବେ ବନ୍ଧୁବାନ୍ଧବ ତାଙ୍କୁ ଏପରି କରିବାକୁ ବାରଣ କରିଥିଲେ। ସେ ମଙ୍ଗଳବାର ଅପରାହ୍ନରେ ଶିଶୁକନ୍ୟାଙ୍କୁ ନେଇ ଥେନପେନ୍ନାଇ ନଦୀ ବାଲିରେ ପୋତି ଦେଇଥିଲେ। ଘର ଲୋକ ଖୋଜାଖୋଜି କରିବାରୁ ଭର୍ଦାରଞ୍ଜନ ଶିଶୁକନ୍ୟାଙ୍କୁ ହତ୍ୟା କରିଥିବା ସ୍ବୀକାର କରିଥିଲେ। ଖବର ପାଇ ପୋଲିସ ନଦୀବାଲିରୁ ଶିଶୁକନ୍ୟାଙ୍କ ମୃତଦେହ ଉଦ୍ଧାର କରିବା ସହିତ ଭର୍ଦାରଞ୍ଜନଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା: ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଥିରୁଭାନନ୍ତପୁରମ୍‌,୫।୮: କେରଳରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଏଥିପାଇଁ ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଗୁରୁବାର ଆଠଟି ଜିଲାରେ ରେଡ୍‌ ଓ୍ବାର୍ନିଂ...

ବିଚାର ବିଭାଗୀୟ ତଦନ୍ତ ଦାବିକଲା ଗୁପ୍‌କାର ମେଣ୍ଟ

ଶ୍ରୀନଗର, ୨୦।୧୧: ହାଇଦରପୋରା ଏନ୍‌କାଉଣ୍ଟରର ବିଚାର ବିଭାଗୀୟ ତଦନ୍ତ ଲାଗି ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲାଙ୍କ ନେତୃତ୍ୱରେ ୬ ଦଳୀୟ ଗୁଫ୍‌କାର ମେଣ୍ଟ...

ଲୋକତନ୍ତ୍ର ଉପରେ ଆସ୍ଥା ରଖି ଭାରତ ଅଗ୍ରସର ହେଉଛି…

ନୂଆଦିଲ୍ଲୀ, ୩୧।୧ : ପାର୍ଲାମେଣ୍ଟର ବଜେଟ ଅଧିବେଶନ ସୋମବାର ଠାରୁ ଆରମ୍ଭ ହୋଇଛି। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ପାର୍ଲାମେଣ୍ଟର ଉଭୟ ଗୃହକୁ ସମ୍ବୋଧିତ କରି...

ଧାରଣା ଦେଇଥିବା ନେତାଙ୍କ ପାଇଁ ବିଭିନ୍ନ ପ୍ରକାର ସୁସ୍ବାଦୁ ଖାଦ୍ୟ, ରାତିରେ ମଶା ଉପଦ୍ରବ…

ନୂଆଦିଲ୍ଲୀ,୨୮।୭ : ବିରୋଧୀ ଦଳମାନେ ସଂସଦ ପରିସରରେ ପ୍ରାୟ ୫୦ ଘଣ୍ଟା ଧରି ଧାରଣାରେ ବସିଥିବା ସେମାନଙ୍କର ଖାଦ୍ୟ ଇତ୍ୟାଦିର ବ୍ୟବସ୍ଥା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା...

ନାଥୁରାମଙ୍କୁ ‘ଦେଶଭକ୍ତ’ କହିଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ‘ଦେଶଭକ୍ତ’ କହିଛନ୍ତି। ଲୋକ ସଭାରେ ତାଙ୍କର ଏଭଳି ମନ୍ତବ୍ୟକୁ ବିରୋଧୀ...

ଅଦରକାରୀ ପାର୍ଟସ୍‌ରେ ଦିବ୍ୟାଙ୍ଗ ତିଆରି କଲେ ଇ-ବାଇକ୍‌

ସୁରଟ୍‌: ଦୃଢ଼ ଇଚ୍ଛାଶକ୍ତି ଆଗକୁ ବାଟ କଢାଇନିଏ ଯାହା ହୋଇଛି ବିଷ୍ଣୁ ପଟେଲଙ୍କ କ୍ଷେତ୍ରରେ। ଗୁଜରାଟର ସୁରଟ୍‌ ନିବାସୀ ବିଷ୍ଣୁ ଜଣେ ଦିବ୍ୟାଙ୍ଗ। ବୟସ ୬୦...

ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ହେମକୁଣ୍ଡ ସାହିବ ଗୁରୁଦ୍ୱାର

ଡେରାଡୁନ,୧।୬: ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଥିବା ହେମକୁଣ୍ଡ ସାହିବ ଗୁରୁଦ୍ୱାରକୁ ଶନିବାର ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଖୋଲି ଦିଆଯାଇଛି। ଦୀର୍ଘ ୬ ମାସ ହେବ ଶୀତ ପାଇଁ...

ହରଡ଼ଘଣାରେ ସଚିନ୍‌: କାହାକୁ ରଖିବେ କାହାକୁ ଛାଡିବେ ?

ଜୟପୁର,୨୯।୫: ଲୋକ ସଭା ନିର୍ବାଚନରେ ବିଫଳତା ପରେ ରାଜସ୍ଥାନ ଉପମୁଖ୍ୟନ୍ତ୍ରୀ ତଥା ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ସଚିନ ପାଇଲଟ ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କୁ ଏହି ୨ଟି...

Advertisement
Archives

Model This Week