Posted inଜାତୀୟ

୧୭ ପେଶାଦାରଙ୍କ ସହାୟତାରେ ନିଜର ପ୍ରଚାର କରିବ ରେଲଓ୍ବେ: ପ୍ରତି ଜୋନ୍‌ ପିଛା ବାର୍ଷିକ ଖର୍ଚ୍ଚ ହେବ ୨ କୋଟି

ନୂଆଦିଲ୍ଲୀ,୧୬।୬: ଭାରତୀୟ ରେଲଓ୍ବେ ନିଜର ପ୍ରଚାର ପାଇଁ ଅଣ୍ଟାଭିଡ଼ିଛି। ଏଥିରେ ୧୭ ପେଶାଦାର ମଙ୍ଗ ଧରିବେ। ପେଶାଦାରମାନେ ଫେସ୍‌ବୁକ୍‌, ଟୁଇଟର, ଇନଷ୍ଟାଗ୍ରାମ୍‌ ଆଦି ପ୍ଲାଟଫର୍ମରେ ପ୍ରଚାର ଅଭିଯାନ କରିବେ। ସେମାନେ ନିଜ ନି ଜୋନ୍‌ ଲୋକସମ୍ପର୍କ ଅଧିକାରୀଙ୍କୁ ପ୍ରଚାର ଅଭିଯାନ ରିପୋର୍ଟ ପ୍ରଦାନ କରିବେ। ପ୍ରତି ଜୋନ୍‌ରେ ଏକେ ଟିମ୍‌ ଗଠନ କରାଯିବ। ଟିମ୍‌ରେ ଟିମ୍‌ ଲିଡରଙ୍କ ସହିତ ସୋସିଆଲ୍‌ ମିଡ଼ିଆ ମ୍ୟାନେଜର, କଣ୍ଟେଟ୍‌ ଆନାଲିଷ୍ଟ୍‌, କଣ୍ଟେଟ୍‌ ରାଇଟର ଏବଂ ଭିଡ଼ିଓ ଏଡିଟର ଆଦି କର୍ମଚାରୀ ରହିବେ। ପ୍ରତି ଜୋନ୍‌ରେ ଏଥି ପାଇଁ ବାର୍ର୍ଷିକ ୨ କୋଟି ଟଙ୍କା ଖର୍ଚ୍ଚ ହେବାର ବ୍ୟୟ ଅଟକଳ କରାଯାଇଛି। ସମ୍ପ୍ରତି ୧୮ଟି ଜୋନ୍‌ରେ ପ୍ରଚାର ଅଭିଯାନରେ ୮୦ ଜଣ ଅଧିକାରୀ କାର୍ଯ୍ୟ କରୁଛନ୍ତି। ରେଲଓ୍ବେର ମୁଖ୍ୟ ପ୍ରଚାର ଅଧିକାରୀ ଏସବୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଜାରି କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri