Posted inଖେଳ

୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ୍‌କୁ ନେଇ କଳ୍ପନା ଜଳ୍ପନା

ନୂଆଦିଲ୍ଲୀ, ୨୬ା୩ (ପି.ଟି.)-କୋଭିଡ୍‌-୧୯ ଭୟ ଯୋଗୁ ଭାରତରେ ୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ୍‌ ଆୟୋଜନ ହୋଇ ପାରିବ କି ନା ସେ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ଭାରତରେ କରୋନା ଭାଇରସ୍‌ର ସଂକ୍ରମଣର ଅଗ୍ରଗତି ଉପରେ ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା (ଫିଫା) ନଜର ରଖିଛି। ଏପରିକି ବିକଳ୍ପ ସାମାଧାନର ପନ୍ଥା ଖୋଜିବାରେ ଲାଗିଛି। ଭାରତରେ ଆସନ୍ତା ନଭେମ୍ବରରେ ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଖବର ଅନୁସାରେ ବିଶ୍ୱବ୍ୟାପୀ ୪,୨୫,୦୦୦ରୁ ଊର୍ଦ୍ଧ୍ୱ ଲୋକ କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ଅଛନ୍ତି। ଏଥିରେ ୨୦, ୦୦୦ ଲୋକ ପ୍ରାଣ୍‌ ହରାଇ ସାରିଲେଣି। ଭାରତରେ ଏହାଦ୍ୱାରା ପ୍ରାୟ ୬୦୦ ଲୋକ ପ୍ରଭାବିତ ହୋଇ ସାରିଥିବାବେଳେ ୧୦ ଜଣ ମୃତ୍ୟୁ ବରଣ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଶ୍ୱିନଙ୍କଠାରୁ ଲିୟନ ଭଲ ଅଫ୍‌ ସ୍ପିନର: ବ୍ରାଡ ହଗ୍‌

ନୂଆଦିଲ୍ଲୀ,୧୧।୪ (ପି.ଟି.): ରବିଚନ୍ଦ୍ରନ ଅଶ୍ୱିନ ଜଣେ ଉଚ୍ଚକୋଟୀର ଅଫ୍‌ ସ୍ପିନର ଓ ତାଙ୍କର ପ୍ରଦର୍ଶନ ଦୃଷ୍ଟାନ୍ତମୂଳକ। ତେବେ ଅଶ୍ୱିନଙ୍କଠାରୁ ନିଜର ଦେଶର ନାଥନ ଲିୟନ ଅପେକ୍ଷାକୃତ...

ରୋହିତ-ରାହୁଲଙ୍କ ୪ର୍ଥ ଶତକୀୟ ଭାଗୀଦାରି

ବିଶାଖାପାଟଣା,୧୮।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଓପନର ଲୋକେଶ ରାହୁଲ ଓ ରୋହିତ ଶର୍ମାଙ୍କ ଓପନିଂ ଯୋଡ଼ି ୧୪୫ ରନ୍‌ର...

‘ମୁଁ ମରିଯାଇଛି ବୋଲି କହିଦେଲେ’ ସମାଲୋଚକ ମାନଙ୍କୁ କଟାକ୍ଷ କରି…

ଦୁବାଇ,୩୦।୮: ଟିମ୍‌ ଇଣ୍ଡିଆ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ବିରୋଧରେ ଅନେକ ଗୁଜବ ଶୁଣିବାକୁ ମିଳିଥାଏ। ତେବେ ସେ ଗୁଜବ ଉପରେ ଧ୍ୟାନ ଦିଅନ୍ତି ନାହିଁ ବୋଲି...

ଜାନୁୟାରୀ ୧୦ରୁ ମୁସ୍ତାକ ଅଲି ଟି୨୦

ନୂଆଦିଲ୍ଲୀ, ୧୩।୧୨- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବହୁ ବିଳମ୍ବରେ ଆୟୋଜନ କରିବାକୁ ଯାଉଛି ଘରୋଇ ସିଜନର ସୟଦ ମୁସ୍ତାକ ଅଲି ଟ୍ରଫି। ଏହି...

କ୍ରସ୍‌ ଓଭର କ’ଣ

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି):ଚଳିତ ହକି ବିଶ୍ୱକପ୍‌ର ଗ୍ରୁପ୍‌ ‘ସି’ ଓ ‘ଡି’ର ଲିଗ୍‌ ପର୍ଯ୍ୟାୟ ଗୁରୁବାର ଶେଷ ହୋଇଛି। ଏହି ଦୁଇ ଗ୍ରୁପ୍‌ରେ ଶୀର୍ଷସ୍ଥାନ ଅଧିକାର...

‘କୋଚ୍‌ ନୁହେଁ ଖେଳାଳିଙ୍କ ପରାମର୍ଶଦାତା ପାଲଟିଛିି’

ନୂଆଦିଲ୍ଲୀ, ୧୦ା୫ (ପି.ଟି.): ଲକ୍‌ଡାଉନ୍‌ ଯୋଗୁ ଭାରତର ଜୁନିୟର ବ୍ୟାଡ୍‌ମିଣ୍ଟନ ଖେଳାଳିମାନଙ୍କୁ ଘରେ ରହିବାକୁ ପଡ଼ୁଛି। ଏହି କାରଣରୁ ସେମାନଙ୍କ ମନରେ ବିରକ୍ତି ଓ ନୈରାଶ୍ୟ...

ଆଇସିସି ଟି୨୦ ର଼୍ୟାଙ୍କିଂ: ଦୁଇ ମାସରେ ୨୬ ସ୍ଥାନରୁ ସିଧା ଟପ୍‌-୧୦ରେ କୋହଲିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୨୬।୧୦: ଆଇସିସି ପକ୍ଷରୁ ବୁଧବାର ନୂତନ ଟି୨୦ ର଼୍ୟାଙ୍କିଙ୍ଗ ଜାରି କରାଯାଇଛି। ଏଥିରେ ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ୬ ସ୍ଥାନ ଉପରକୁ...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ,୩୦।୫(ଏଏଫ୍‌ପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଲଣ୍ଡନର କେନିଂଟନ ଓଭାଲ ଗ୍ରାଉଣ୍ଡରେ ଆୟୋଜକ ତଥା ଫେଭରାଇଟ...

Advertisement
Archives

Model This Week