୧୮୦ ଲିଟର ଦେଶୀ ମଦ ସହ ପୋଚ ଜବତ, ୪ ଗିରଫ

ବ୍ରହ୍ମପୁର ଅଫିସ,୬।୫- କୁକୁଡାଖଣ୍ଡି ବ୍ଲକ ଉପର କୁମ୍ଭଝରି, ସୁକୁଣ୍ଡା ଛକ ଓ ଗୋକର୍ଣ୍ଣପୁର ଗ୍ରାମରେ ଚାଲିଥିବା ବେଆଇନ ମଦ ଭାଟି ଉପରେ ବୁଧବାର ବ୍ରହ୍ମପୁର ଅବକାରୀ ଓ ଗୋଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇ ୧୮୦ ଲିଟର ଦେଶୀ ମଦ, ୫ ହଜାର ୩୦୦ କେଜି ଗୁଡା ମିଶ୍ରିତ ପୋଚ, ପ୍ଲାଷ୍ଟିକ ଡ୍ରମ ଓ ମଦ ପ୍ରସ୍ତୁତି ସରଞ୍ଜାମ ଜବତ କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ସେହିପରି ମଦ ଚାଲାଣରେ ବ୍ୟବହୃତ ୨ ଟି ବାଇକ ମଧ୍ୟ ଜବତ ହୋଇଛି। ଚଢାଉରେ ଅବକାରୀ ଇନ୍ସପେକ୍ଟର ରୋଶନ ଇସୁ ହଂସଦା, ବାଳକୃଷ୍ଣ ବିଶି ଓ ତାଙ୍କ ଟିମ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଅସଦାଚରଣ ଅଭିଯୋଗ : ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଧମକ ଓ ଅସଦାଚରଣ କରିବା ଅଭିଯୋଗରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ରବିବାର ପୋଲିସ ଗିରଫ କରିଛି। ସେ ହେଲେ ରାମ...

ପାଞ୍ଚଶହରୁ ଉର୍ଦ୍ଧ୍ୱ ଶବଦାହ କରି ଚର୍ଚ୍ଚାରେ ଶିବରାମ

ଗଞ୍ଜାମ,୧୯।୯(ଡି.ଏନ.ଏ.): ପେସାରେ ଜଣେ ବ୍ୟବସାୟୀ। ହେଲେ ସମସ୍ତେ ତାଙ୍କୁ ମଶାଣି ସାଥୀ ଭାବେ ଜାଣନ୍ତି l ଶବଦାହ ପାଇଁ କେହି ଡାକନ୍ତୁ ବା ନ ଡାକନ୍ତୁ...

କାମ ଯୋଗାଇବାରେ ଛତ୍ରପୁର ବ୍ଲକ ବିଫଳ: ପୁଣି ବିରକ୍ତି ହେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୦।୭(ଡି.ଏନ୍‌.ଏ.): କରୋନା ସମୟରେ ଜୀବନ ଜୀବିକା ଉପରେ ରାଜ୍ୟ ସରକାର ଓ ଗଞ୍ଜାମ ଜିଲାପ୍ରଶାସନ ଗୁରୁତ୍ୱ ଦେଇ ଆସୁଛନ୍ତି। ବିଶେଷକରି ଏମ୍‌ଜିଏନ୍‌ଆରଜିଏସ୍‌ରେ ଗ୍ରାମାଞ୍ଚଳ ଲୋକଙ୍କୁ ପ୍ରତି...

କୀର୍ତ୍ତିି ଭାସନ ଭି.ହେଲେ ଡିଆର୍‌ଡିଏ ପିଡି

ଛତ୍ରପୁର,୧୯ ।୬(ଡି.ଏନ.ଏ.)- ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ର ନୂତନ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଭି.କୀର୍ତ୍ତୀ ଭାସନ ଶନିବାର ଅପରାହ୍ନରେ କାର୍ଯ୍ୟରେ ଯୋଗ...

ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୪ା୭-ଫୁଲବାଣୀ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର...

ଗାଁ ମଝିରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ଗଞ୍ଜାମ,୧୩।୯(ଡି.ଏନ.ଏ.) ଗାଁ ମଝିରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ। ଉକ୍ତ ଖୁଣ୍ଟକୁ ଲାଗି ରହିଛି ଏକ ବିରାଟ ଉଚ୍ଚତା ସମ୍ପନ୍ନ ହାଇମାକ୍ସ ଲାଇଟ ପୋଲ। ତାହା...

ବାଇକ ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ଥାନା ଜାନିବିଲିଠାରେ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜାନିବିଲି ଗ୍ରାମର ଦେବରାଜ ଗୌଡ଼...

ଜେଲ ଗଲେ ମୁଜାଗଡ଼ ସରପଞ୍ଚ

ଭଞ୍ଜନଗର,୯।୩(ଡି.ଏନ.ଏ) ଭଞ୍ଜନଗର ବ୍ଲକ ମୁଜାଗଡ଼ ପଞ୍ଚାୟତରେ ସରକାରୀ ଚାଉଳ ଓ ଗହମ ହେରଫେର ନେଇ ଶନିବାର ରାତିରେ ବିଡ଼ିଓ ଅନିଲ କୁମାର ସେଠୀ ଥାନାରେ ଅଭିଯୋଗ କରିଥିଲେ।...

Advertisement
Archives

Model This Week