Posted inଜାତୀୟ

୧୮ କୁକୁରଙ୍କୁ ଜହର ଦେଇ ହତ୍ୟା, ସାଧାରଣରେ ଉତ୍ତେଜନା ବୃଦ୍ଧି…

ହାଇଦ୍ରାବାଦ,୧୭।୧୦ : ଆନ୍ଧ୍ରପ୍ରଦେଶର ଏଲୁରୁ ଜିଲାରେ ଏକାସାଙ୍ଗରେ ୧୮ କୁକୁରଙ୍କୁ ଜହର ଦେଇ ହତ୍ୟା କରାଯାଇଛି। ଏହା ପରେ ପୋଲିସ ଅଭିଯୁକ୍ତ ବୀରବାବୁଙ୍କ ବିରୋଧରେ ମାମଲା ରୁଜୁ କରିଛି।

ପୋଲିସ କହିଛି, ପଚରାଉଚରା ବେଳେ ବୀରବାବୁ କହିଛନ୍ତି ଯେ ତାଙ୍କୁ ଏପରି କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଯେତେବେଳେ ଏହି ଆଦେଶ ବିଷୟରେ ପଚରାଗଲା, ସେ କହିଥିଲେ ଯେ ଚେବରୋଲ ଗାଁର ସରପଞ୍ଚ ତଥା ସଚିବ ତାଙ୍କୁ ବିଷାକ୍ତ ଇଞ୍ଜେକ୍ସନ ଦେଇ ଏହି କୁକୁରମାନଙ୍କୁ ମାରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅପରପକ୍ଷରେ ଏକକାଳୀନ ବହୁ ସଂଖ୍ୟକ କୁକୁରର ମୃତ୍ୟୁ ପରେ କୁକୁର ପ୍ରେମୀ ସଂଗଠନ ପକ୍ଷରୁ ଗାଁ ମୁଖିଆ ଏବଂ ସଚିବଙ୍କ ବିରୋଧରେ ଶୀଘ୍ର ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ସାଧାରଣରେ ଉତ୍ତେଜନା ବୃଦ୍ଧି ପାଇଛି।

ଚଳିତ ବର୍ଷ ଆରମ୍ଭରେ ତେଲେଙ୍ଗାନାରେ ମଧ୍ୟ ଏଭଳି ମାମଲା ସାମ୍ନାକୁ ଆସିଥିଲା। ସେଠାରେ ୧୦୦ ବୁଲା କୁକୁରଙ୍କର ମୃତ୍ୟୁ ହୋଇଥିଲା। ସେମାନଙ୍କ ମୃତଦେହ ଏକ ଗର୍ତ୍ତରେ ପଡ଼ିଥିବାର ଦେଖିବାକୁ ମିଳିଥିଲା। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୫ ଟ୍ରିଲିୟନ୍‌ ୟେନ୍‌ ନିବେଶ କରିବ ଜାପାନ

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡାଙ୍କୁ ଭେଟିଛନ୍ତି। ଏ ନେଇ ସୋମବାର ସକାଳେ ଫୁମିଓ ଦିଲ୍ଲୀ ବିମାନବନ୍ଦରରେ...

ନମ୍ବି ଇଫେକ୍ଟ: ପୋଲିସ ଭୂମିକାର ସିବିଆଇ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬ା୪: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ପୂର୍ବତନ ବୈଜ୍ଞାନିକ ଏସ୍‌. ନମ୍ବି ନାରାୟଣନ୍‌ଙ୍କ ବିରୋଧରେ ଗୁପ୍ତଚରଗିରି ମାମଲାରେ ପୋଲିସ ଭୂମିକାକୁ ନେଇ କେନ୍ଦ୍ରୀୟ ତଦନ୍ତ...

ମଣିଷଖିଆ ବାଘକୁ ହତ୍ୟା କଲା ବନ ବିଭାଗ

ଡେରାଡୁନ, ୩୦।୯: ଉତ୍ତରାଖଣ୍ଡ ପିଥୋରଗଡ଼ ଜିଲାରେ ବୁଧବାର ସକାଳେ ବନ ବିଭାଗ ନିଯୁକ୍ତ ଜଣେ ଶିକାରୀ ଦ୍ୱାରା ଏକ ଚିତା ବାଘକୁ ଗୁଳି କରି ହତ୍ୟା...

ହାପି ବାର୍ଥ ଡେ ଭାମିକା, ବର୍ଷକର ହେଲେ ବିରୁଷ୍କାଙ୍କ ଝିଅ

ମୁମ୍ବାଇ,୧୧ ।୧: ବଲିଉଡ୍ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲିଙ୍କ ଝିଅ ଭାମିକା କୋହଲି ବର୍ଷକର ହୋଇଛନ୍ତି ।...

ପୁଣି ବିବାଦରେ ଦିଦି

କୋଲକତା,୨୪।୩: ପଶ୍ଚିମବଙ୍ଗର ବୀରଭୂମରେ ହୋଇଥିବା ହିଂସାକୁ ନେଇ ରାଜନୀତି ଏବେ ତୀବ୍ର ହୋଇଛି। ଭାଜପା, କଂଗ୍ରେସ ସମେତ ଅନେକ ବିରୋଧୀଦଳ ନେତା ଟିଏମସି ସରକାର ବିରୋଧରେ...

ପରୀକ୍ଷା ମୂଳକ ଉଡ଼ାଣ ବେଳେ ଡିଆର୍‌ଡିଓର ରୁସ୍ତମ୍‌-୨ୟୁଏବି ଦୁର୍ଘଟଣାଗ୍ରସ୍ତ

ବେଙ୍ଗାଲୁରୁ,୧୭।୯: କର୍ନାଟକରେ ମଙ୍ଗଳବାର ସକାଳ ୬ଟା ସମୟରେ ଡିଆର୍‌ଡିଓର ରୁସ୍ତମ୍‌-୨ ୟୁଏବି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମାନବ ବିହୀନ ବିମାନର ପରୀକ୍ଷାମୂଳକ ଉଡ଼ାଣ କରାଯାଉଥିବା ବେଳେ...

ପୋଲିସ ଏସ୍‌ଆଇଙ୍କ ସିଙ୍ଘମ୍‌ ଷ୍ଟାଇଲ୍‌ ପଡ଼ିଲା ମହଙ୍ଗା: ଗଣିଲେ ୫,୦୦୦ ଜରିମାନା

ଭୋପାଳ,୧୨।୫: ମଧ୍ୟପ୍ରଦେଶ ଦମୋହ ଜିଲାରେ ଜଣେ ପୋଲିସ ଏସ୍‌ଆଇଙ୍କୁ ସିଙ୍ଘମ୍‌ ଷ୍ଟାଇଲ୍‌ରେ ଭିଡ଼ଓ ଶୁଟିଂ କରିବା ମହଙ୍ଗା ପଡ଼ିଛି। ଏଥିପାଇଁ ପୋଲିସ ବିଭାଗ ପକ୍ଷରୁ ସମ୍ପୃକ୍ତ...

ସ୍ତ୍ରୀ’ର କଟାମୁଣ୍ଡ ଧରି ଥାନାରେ ସ୍ବାମୀ

ଲକ୍ଷ୍ନୌ, ୯।୧୦- ପଡ଼ୋଶୀ ସହିତ ପରକୀୟା ପ୍ରୀତିକୁ ନେଇ ଚିନ୍ନର ଯାଦବ ନାମକ ଜଣେ ଯୁବକ ତାଙ୍କ ସ୍ତ୍ରୀ ବିମଳାଙ୍କୁ ହତ୍ୟା କରିଛନ୍ତି। ଏହାପରେ କଟାମୁଣ୍ଡ...

Advertisement
Archives

Model This Week