୧୮ ଜିଲାରୁ ୧୪୧ ପଜିଟିଭ୍‌: ୧୧୦ କ୍ୱାରାଣ୍ଟାଇନ ସେଣ୍ଟରରୁ, ୩୧ ଲୋକାଲ କେସ୍‌; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୧ ନୂଆ କରୋନା ପଜିଟିଭ୍‌ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୨୭ ଆକ୍ରାନ୍ତ ରହିଛନ୍ତି। ସେହିପରି ଖୋର୍ଦ୍ଧରୁ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ୧୯, କେନ୍ଦ୍ରାପଡ଼ା ୧୩, ଯାଜପୁର ୧୦, ସୁନ୍ଦରଗଡ଼ ୮, ବଲାଙ୍ଗୀର ୭, କଟକ ୬, ପୁରୀ ୫, ଜଗତ୍‌ସିଂହପୁର-ଗଜପତି-କେନ୍ଦୁଝରରୁ ୪ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଏବଂ ଢେଙ୍କାନାଳରୁ ୨ଜଣ ଲେଖାଏ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼, ମୟୂରଭଞ୍ଜ, ଅନୁଗୋଳ, ସମ୍ବଲପୁରରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ତେବେ ନୂଆ ୧୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୩୧ ଲୋକାଲ କେସ୍‌ ରହିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୨୪୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୯୧ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୧୨୪୫ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାବଟିକା ଦେଇ ଡାକ୍ତରଙ୍କ ଶାରୀରିକ ସମ୍ପର୍କ

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ତାରିଖରେ ଏହି ଅଭିଯୋଗ...

ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ: ବଲାଙ୍ଗୀର ଉପଜିଲାପାଳ ନିଲମ୍ବିତ

ବଲାଙ୍ଗୀର ଅଫିସ, ୪ା୯-ବଲାଙ୍ଗୀର ଉପଜିଲାପାଳ ସଞ୍ଜୟ କୁମାର ମିଶ୍ରଙ୍କ ବିରୋଧରେ ତାଙ୍କ ଅଫିସ୍‌ର ଜଣେ ମହିଳା କର୍ମଚାରୀ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ଉପଜିଲାପାଳ ମିଶ୍ର ନିଜ...

କରୋନା ନେଲାଣି ୪୫ ପୋଲିସଙ୍କ ଜୀବନ

ମୁମ୍ବାଇ,୧୮।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍‌ବେଗଜନକ ରହିଛି। ମହାରାଷ୍ଟ୍ରରେ ଏବେ ସୁଦ୍ଧା ୪୫ ଜଣ...

ମାନସୀ ବଞ୍ଚାଇଲେ ୬ ହଜାର ଶ୍ରମିକଙ୍କ ଜୀବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା କଟକଣାରେ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ଫେରାଇ ଆଣିବା ଲାଗି ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି।...

ପୁଣି ସୁସ୍ଥ ହେଲେ ଏନ୍‌ଡିଆରଏଫ୍‌ର ୩୬ ଯବାନ

ନରାଜ,୨୦ା୬ (ଡି.ଏନ.ଏ.): କଟକ ମୁଣ୍ଡଳୀସ୍ଥିତ ତୃତୀୟ ବାଟାଲିୟନ ଏନ୍‌ଡିଆରଏଫ୍‌ର ୫୧ ଯବାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁବାର ୧୩ଜଣ ସୁସ୍ଥ ହୋଇ ଫେରିଥିବାବେଳେ...

ଭୋରରୁ ଚମ୍ପଟ, ଅପରାହ୍ନରେ ଗିରଫ

କଟକ ଅଫିସ,୧୨ା୧: ଶନିବାର ଭୋର ସମୟରେ ଏସ୍‌ସିବି ମେଡିକାଲର ସେଣ୍ଟ୍ରାଲ ଆଇସିୟୁରୁ ଚମ୍ପଟ ମାରିଥିଲେ ଅଭିଯୁକ୍ତ ଆଲୋକ ସାହୁ। କିନ୍ତୁ ମଙ୍ଗଳାବାଗ ପୋଲିସ ତାଙ୍କୁ ଅପରାହ୍ନରେ...

ଆବେଦନର ୩୦ ଦିନ ମଧ୍ୟରେ ୫୦ ହଜାର ଟଙ୍କା କରୋନା ମୃତ୍ୟୁ ସହାୟତାକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୪।୧୦: କରୋନା ମହାମାରୀ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାର ସଦସ୍ୟଙ୍କୁ ଆବେଦନ କରିବାର ୩୦ ଦିନ ମଧ୍ୟରେ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ...

୧୩ ହିଂସାକାଣ୍ଡରେ ଓ୍ବାଣ୍ଟେଡ୍‌ ଥିବା ୨ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

ରାୟଗଡ଼ା ଅଫିସ,୨୪ା୩: ରାୟଗଡ଼ା ପୋଲିସ ନିକଟରେ ୨ ଦୁର୍ଦ୍ଦାନ୍ତ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମଙ୍କୁ ଓୟାମ୍‌ ଓରଫ ଜୟରାମ ଏବଂ ଲାଛୁ...

Advertisement
Archives

Model This Week