୧୮ ଭାରତୀୟ ନାବିକଙ୍କୁ ଅପହରଣ କଲେ ଜଳଦସ୍ୟୁ

ଅବୁଜା,୫।୧୨: ନାଇଜେରିଆର ବୋନି ଅଫ୍‌ଶୋର୍‌ ଟର୍ମିନାଲ୍‌ରୁ ଏକ କଞ୍ଚାମାଲ ବୋଝେଇ ଜାହାଜରୁ ଜଳଦସ୍ୟୁମାନେ ୧୮ ଭାରତୀୟ ନାବିକଙ୍କୁ ଅପହୃତ କରିଛନ୍ତି। ସେମାନେ ଗତ ମଙ୍ଗଳବାର ରାତିରେ ଜାହାଜରୁ ୧୯ ଜଣଙ୍କୁ ଅପହରଣ କରି ନେଇଛନ୍ତି। ଅପହୃତଙ୍କ ମଧ୍ୟରେ ଜଣେ ତୁର୍କୀ ନାଗରିକ ଅଛନ୍ତି। ଜାହାଜରେ ୨୬ ଜଣ କର୍ମଚାରୀ ଥିଲେ। ଏବେ ଅବଶିଷ୍ଟ ୭ ଜଣ ଜାହାଜରେ ରହିଛନ୍ତି। ସେମାନଙ୍କୁ ଅପହରଣ କରି ଜଳଦସ୍ୟୁମାନେ କେଉଁଠି ରଖିଛନ୍ତି ତାହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ-ୟୁକ୍ରେନ୍ ଯୁଦ୍ଧର ଚତୁର୍ଥ ଦିନ: ଖାର୍କିଭ ଗ୍ୟାସ ପାଇପ ଲାଇନକୁ ଉଡାଇଲେ ରୁଷିଆ ସେନା

ମସ୍କୋ,୨୭ ।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଚତୁର୍ଥ ଦିନରେ ବି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରି ଚାଲିଛି । ବେଳକୁ ବେଳ ୟୁକ୍ରେନର...

ଜାତିସଂଘ ଅର୍ଥନୀତି ବିଶେଷଜ୍ଞଙ୍କ ପ୍ରଶଂସା

ଜାତିସଂଘ,୧୫।୫(ପି.ଟି.): କରୋନା ମହାମାରୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଅର୍ଥନୀତିକୁ ସଜାଡିବା ଲାଗି ଭାରତ ସରକାର ଆଣିଥିବା ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜକୁ ଜାତିସଂଘର...

ଟୁଇଟରରେ ଛଟେଇ ଆରମ୍ଭ

ନୂଆଦିଲ୍ଲୀ/ଓ୍ବାଶିଂଟନ,୫ା୧୧: କାଲିଫର୍ନିଆସ୍ଥିତ ସାନ୍‌ଫ୍ରାନ୍ସିସ୍କୋରେ ମୁଖ୍ୟାଳୟ ଥିବା ଆମେରିକୀୟ ଟେଲିକମ୍ୟୁନିକେଶନ କମ୍ପାନୀ ଟୁଇଟରକୁ ବିଶ୍ୱର ସବୁଠୁ ଧନୀ ତଥା ଇଲେକ୍ଟ୍ରୋନିକ୍‌ କାର୍‌ ଟେସ୍‌ଲା ନିର୍ମାତା ଏଲନ୍‌ ମସ୍କ...

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦଖଲ କଲେ ବିକ୍ଷୋଭକାରୀ

କଲମ୍ବୋ,୧୩।୭: ଶ୍ରୀଲଙ୍କାରେ ସଙ୍କଟ ଜାରି ରହିଛି। ସମଗ୍ର ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯାଇଛି। ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଦେଶ ଛାଡି ପଳାଇବା ପରେ ଶ୍ରୀଲଙ୍କା...

ନାରୀ ଶିକ୍ଷା ଉପରେ ଏବେ ଗୁରୁତ୍ୱ ଦେବ ତାଲିବାନ

କାବୁଲ,୧୬ ।୧୦: ତାଳିବାନ ଶାସନ କାଳରେ ମହିଳା ଓ କନ୍ୟା ସନ୍ତାନଙ୍କୁ ସେମାନଙ୍କ ସୁରକ୍ଷା ଓ ଅଧିକାରକୁ ନେଇ ସବୁଠାରୁ ଧିକ ଚିନ୍ତା ଘାରିଛି ।...

୬୨୦୦ ଫୁଟ ଉଚ୍ଚରେ ଚେତାଶୂନ୍ୟ ହୋଇପଡ଼ିଲେ ଟ୍ରେନର: ପ୍ରଥମ ଥର ବିମାନ ଅବତରଣ କଲେ ଛାତ୍ର

କାନବେରା,୩।୯: ଅଷ୍ଟ୍ରେଲିଆରେ ବିମାନ ଉଡାଣର ପ୍ରଶିକ୍ଷଣ ଦିଆଯାଉଥିବା ସମୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ମଝି ଆକାଶରେ ଜଣେ ଛାତ୍ରଙ୍କୁ ଏକ ବଡ଼ ସମସ୍ୟାର...

ବିବାହର ଗୋଟିଏ ଦିନ ପରେ ଛାଡପତ୍ର ନେଲେ ସ୍ତ୍ରୀ-ସ୍ବାମୀ

ଆବୁଧାବି,୪।୨: ବିବାହ ସାତ ଜନ୍ମର ବନ୍ଧନ ଭାବରେ ବିବେଚନା କରାଯାଏ, କିନ୍ତୁ ବେଳେବେଳେ ଏହି ବନ୍ଧନ ଏତେ ଶୀଘ୍ର ଭାଙ୍ଗିଯାଏ ଯେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଆନ୍ତି।...

ଆମେରିକାକୁ ଚାଇନା ଦେଖାଇଲା ନାଲି ଆଖି

ବେଜିଂ,୨।୬: ତାଇଓ୍ବାନ ସମ୍ପର୍କରେ ଆମେରିକା ଦେଇଥିବା ମନ୍ତବ୍ୟ ନେଇ ଚାଇନା ନାଲି ଆଖି ଦେଖାଇଛି। ଏଭଳି ମନ୍ତବ୍ୟ ଯୋଗୁ ଚାଇନା ଆମେରିକା ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ...

Advertisement
Archives

Model This Week