୧୯ ରାଉଣ୍ଡ: ୬୨ ହଜାର ଭୋଟରେ ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତିର ୧୯ରାଉଣ୍ଡ ଫଳାଫଳ ଆସିଯାଇଛି। ଭାଜପା ଓ କଂଗ୍ରେସକୁ ପଛରେ ପକାଇ ବିଜେଡି ଆଗୁଆ ମାଡ଼ି ଚାଲିଛି। ୧୯ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କଠାରୁ ୬୨ ହଜାର ୮ ଶହ ୫୪ ଖଣ୍ଡ ଭୋଟରେ ଆଗରେ ରହିଛନ୍ତି। କଂଗ୍ରେସ ୩ୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri