Posted inଜାତୀୟ

୧୯୪୭ ସ୍ମୃତି ଉଜ୍ଜୀବିତ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ବାଟ ଫିଟାଇଛି ଗଣତନ୍ତ୍ରର ମନ୍ଦିର ପାର୍ଲାମେଣ୍ଟ। ଏହାକୁ ନେଇ ଦଙ୍ଗା ଘଟି ବ୍ୟାପକ ଜଳାପୋଡ଼ା, ଭଙ୍ଗାରୁଜା ଘଟିବାର ଆଶଙ୍କା ଥିବାରୁ ହଜାର ହଜାର ସୁରକ୍ଷା ଯବାନଙ୍କୁ ମୁତୟନ କରାଯାଇଛି ଉପତ୍ୟକାରେ। ୫ ତାରିଖରୁ ସବୁଠି ଲାଗିରହିଛି ଅଘୋଷିତ କର୍ଫ୍ୟୁ। ଅନ୍ୟାଦେଶ ପର୍ଯ୍ୟନ୍ତ ସିଆର୍‌ପିସି ଧାରା ୧୪୪ ଜାରି କରିଛି ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ନେତୃତ୍ୱାଧୀନ ଜମ୍ମୁ-କଶ୍ମୀର ପ୍ରଶାସନ। ରାସ୍ତାଘାଟ ଶୂନଶାନ, ମୋବାଇଲ୍‌ ଇଣ୍ଟରନେଟ୍‌ ସେବା ବାତିଲ, ଶିକ୍ଷାନୁଷ୍ଠାନ ବନ୍ଦ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଝୁଲୁଛି ତାଲା। ଉପତ୍ୟକାବାସୀଙ୍କ ପଥ ଅବରୋଧ କରିଛି ସେନାର ବ୍ୟାରିକେଡ୍‌। ଏହି ଦୃଶ୍ୟ ୧୯୪୭ ସ୍ବାଧୀନତା ପର ବିଭାଜନର ସ୍ମୃତି ଉଜ୍ଜୀବିତ କରିଛି ଅନେକ ବୟୋବୃଦ୍ଧଙ୍କ ମନରେ। ଅଚଳାବସ୍ଥା କେବେ ଦୂରହେବ ଓ ସ୍ବାଭାବିକ ସ୍ଥିତି ଫେରିଆସିବ ତାକୁ ଅପେକ୍ଷାରତ ଜମ୍ମୁ-କଶ୍ମୀରର ଜନତା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri