୧୯୫ ଦେଶରେ କରୋନା: ମୃତ୍ୟୁ ସଂଖ୍ୟା ୨୧ ହଜାର ୨୦୦

ଓ୍ବାଶିଂଟନ,୨୬।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଇତିମଧ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧ ହଜାର ୨୦୦ରେ ପହଞ୍ଚିଛି। ସେହିପରି ୪ ଲକ୍ଷ ୬୮ ହଜାର ୯୦୫ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଏକ ଲକ୍ଷ ୧୪ ହଜାର ୨୧୮ ସଂକ୍ରମିତ ସୁସ୍ଥ ହେବା ପରେ ଘରକୁ ଫେରିଛନ୍ତି। ଇଟାଲିରେ କରୋନା ସଂକ୍ରମଣ ଯୋଗୁ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ଦେଶରେ କରେନା ମୃତ୍ୟୁ ସଂଖ୍ୟା ୭ ହଜାର ୫୦୩ ଛୁଇଁଛି। ଏଠାରେ ଲକ୍‌ ଡାଉନ୍‌ ଜାରି ରହିଛି। ଫଳରେ ୬ କୋଟିରୁ ଅଧିକ ଲୋକ ଘରେ ବନ୍ଦ ରହିଛନ୍ତି। ସେହିପରି ଭାରତରେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଲକ୍‌ ଡାଉନ୍‌ ଯୋଗୁ ୧୩୦ କୋଟି ଲୋକ ଘରେ ରହିବାକୁ ବାଧ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri