୧୯୫ ଦେଶରେ କରୋନା: ମୃତ୍ୟୁ ସଂଖ୍ୟା ୨୧ ହଜାର ୨୦୦

ଓ୍ବାଶିଂଟନ,୨୬।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଇତିମଧ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧ ହଜାର ୨୦୦ରେ ପହଞ୍ଚିଛି। ସେହିପରି ୪ ଲକ୍ଷ ୬୮ ହଜାର ୯୦୫ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଏକ ଲକ୍ଷ ୧୪ ହଜାର ୨୧୮ ସଂକ୍ରମିତ ସୁସ୍ଥ ହେବା ପରେ ଘରକୁ ଫେରିଛନ୍ତି। ଇଟାଲିରେ କରୋନା ସଂକ୍ରମଣ ଯୋଗୁ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ଦେଶରେ କରେନା ମୃତ୍ୟୁ ସଂଖ୍ୟା ୭ ହଜାର ୫୦୩ ଛୁଇଁଛି। ଏଠାରେ ଲକ୍‌ ଡାଉନ୍‌ ଜାରି ରହିଛି। ଫଳରେ ୬ କୋଟିରୁ ଅଧିକ ଲୋକ ଘରେ ବନ୍ଦ ରହିଛନ୍ତି। ସେହିପରି ଭାରତରେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଲକ୍‌ ଡାଉନ୍‌ ଯୋଗୁ ୧୩୦ କୋଟି ଲୋକ ଘରେ ରହିବାକୁ ବାଧ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri