Posted inଜାତୀୟ

୧୯୬୫ ଏବଂ ୧୯୭୧ ଯୁଦ୍ଧ ଯବାନଙ୍କୁ ମିଳୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌: ସେନାର ପ୍ରସ୍ତାବ

ନୂଆଦିଲ୍ଲୀ,୧୪।୧: ଶତ୍ରୁ ବିପକ୍ଷରେ ୫୫ ବର୍ଷ ତଳେ ଯୁଦ୍ଧ ଲଢ଼ିଥିବା ଯବାନଙ୍କୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌ ମିଳିବ। ଏନେଇ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ସଶସ୍ତ୍ର ବଳ ଭୂତପୂର୍ବ ସୈନିକ ଦିବସ ଅବସରରେ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ପାଖକୁ ଏନେଇ ଏକ ପ୍ରସ୍ତାବ ପଠାଯାଇଥିବା ସେ କହିଛନ୍ତି। ୧୯୬୫ ଏବଂ ୧୯୭୧ ଯୁଦ୍ଧ ଯବାନଙ୍କୁ ଏହି ସୁବିଧା ମିଳିବ। ୨୦୧୯ରେ ସେନା ପକ୍ଷରୁ ଅବସର ଗ୍ରହଣ କରିଥିବା ୨୪୬ ଅଧିକାରୀ ଏବଂ ୧୧ ହଜାର ୫ଶହ ଜେସିଓଙ୍କୁ ନୂତନ ନିଯୁକ୍ତି ସୁଯୋଗ ଉପଲବ୍ଧ କରାଇଛନ୍ତି। ଏହା ସହିତ ସେନାରେ ୧୭ ଶହ ମହିଳା ପୋଲିସଙ୍କୁ ସାମିଲ୍‌ କରାଯିବ ବୋଲି ସେ କହି କହିଛନ୍ତି। ଚଳିତ ବର୍ଷ ଜାନୁୟାରୀ ୬ଠାରୁ ୧୦୧ ଜଣ ମହିଳାଙ୍କ ପ୍ରଶିକ୍ଷଣ ଆରମ୍ଭ ହୋଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri