୧୯ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

କଟକରୋଡ଼,୧୪।୬(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀ ପଡ଼ିଆ ବସ୍ତରେ କମିଶନରେଟ ପୋଲିସ କୁଇକ ଆକ୍ସନ ଟିମ୍‌ (କ୍ୟୁଏଟି) ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଚଢ଼ାଉକରି ଜଣେ ମହିଳାଙ୍କୁ ଗିରଫ କରିଛି। ସେ ହେଲେ ସେହି ବସ୍ତିରେ ରହୁଥିବା କୁନି ସେଠୀ। ତାଙ୍କ ନିକଟରୁ ୧୯ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଜବତ ବ୍ରାଉନ୍‌ସୁଗାରର ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। କୁନିଙ୍କୁ ଧରିବା ପରେ ଲକ୍ଷ୍ମୀସାଗର ଥାନା ପୋଲିସକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଟିକସ ଛାଡ଼ ନେଇ ବିଚାର ଚାଲିଛି: ମନ୍ତ୍ରୀ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନରୁ ଦୀର୍ଘ ୧୬ ମାସ ହେବ ଗାଡିମଟର ଚଳାଚଳ ବନ୍ଦ ହୋଇ ରହିଛି। ଫଳରେ ବସ୍‌ ମାଲିକମାନେ ସର୍ବାଧିକ କ୍ଷତି ସହିଛନ୍ତି।...

ବ୍ୟାଙ୍କ୍‌ କର୍ମଚାରୀଙ୍କଠାରୁ ୩୫ଲକ୍ଷ ଲୁଟ୍‌ ଘଟଣା : ୩ ଟିମ୍‌ର ଖୋଳତାଡ଼, ମିଳିଛି ସୁରାକ

ଭୁବନେଶ୍ୱର,୧୭ା୬(ବ୍ୟୁରୋ) : ନିଆଳିସ୍ଥିତ ଇଣ୍ଡିିଆନ୍‌ ବ୍ୟାଙ୍କ୍‌ କର୍ମଚାରୀଙ୍କଠାରୁ ବନ୍ଧୁକ ଦେଖାଇ ୩୫ ଲକ୍ଷ ଟଙ୍କା ଲୁଟ୍‌ ଘଟଣାରେ ଅତିରିକ୍ତ ପୋଲିସ କମିଶନରଙ୍କ ନେତୃତ୍ୱରେ ୩ଟି ଟିମ୍‌...

ସାର୍ବଜନୀନ ହେଉନି ଜଷ୍ଟିସ୍‌ ସି.ଆର. ପାଲ୍‌ କମିଶନ ରିପୋର୍ଟ: ହାଇକୋର୍ଟରେ ମାମଲା, ସରକାରଙ୍କୁ ନୋଟିସ

କଟକ ଅଫିସ,୨୧।୧ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆନ୍ଦୋଳନ ହୋଇଥିଲା। ଉପରୋକ୍ତ ଅଞ୍ଚଳରେ ବେଞ୍ଚ ପ୍ରତିଷ୍ଠା ସ୍ଥିତି ସମ୍ପର୍କରେ ଅନୁଧ୍ୟାନ...

ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୩୫ ଲକ୍ଷ ଲୁଟ୍‌

ବାଲିଅନ୍ତା,୧୫ା୬(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ପାହଳ ଫାଣ୍ଡି ଅଧୀନ ଫୁଲନଖରା-ନିଆଳୀ ମାଧବ ରାସ୍ତାର ନଖରାସ୍ଥିତ ଖାରବେଳ ଇଷ୍ଟେଟର ଏକ ନିଛାଟିଆ ସ୍ଥାନରୁ ଶୁକ୍ରବାର ଅପରାହ୍ନରେ ବଡଧରଣର ଡକାୟତି...

ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସାରା ରାଜ୍ୟରେ ପବିତ୍ର ଅକ୍ଷୟ ତୃତୀୟା ପାଳନ କରାଯାଉଛି। ଆଜି ଚଷା ପୁଅ ଅକ୍ଷିମୁଠି ଅନୁକୂଳ କରିଛି। ଜମିରେ ବିହନ ବୁଣି ଚାଷୀ ଚାଷ...

ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲାର ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରଶାନ୍ତ କୁମାର ଜଗଦେବ ୩ଶହ ୯୯ଭୋଟରେ...

ଅନ୍ଧାରରେ ୯୫ କର୍ମଚାରୀଙ୍କ ଭବିଷ୍ୟତ

କଟକ ଅଫିସ,୨୩ା୮: ଅସ୍ଥାୟୀ ଭାବେ କାର୍ଯ୍ୟ କରୁଥିବା ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ୯୫ଜଣ କର୍ମଚାରୀଙ୍କୁ ନେଇ ଏବେ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଏମାନେ ହେଲେ ଦୈନିକ...

ରାଜ୍ୟରେ ସୁସ୍ଥ ହେଲେ ୩୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୬୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୩୬, ଖୋର୍ଦ୍ଧାରୁ...

Advertisement


Archives

Model This Week