୧୯ ଘଣ୍ଟିଆ ସଟ ଡାଉନ ଘୋଷଣା ପରେ ଗଞ୍ଜାମ ଖୋର୍ଦ୍ଧା ସୀମା ସିଲ

ବେଗୁନିଆପଡା, ୫ା୪- ଦିନକୁ ଦିନ କରୋନା ପଜିଟିଭ୍ ସଂଖ୍ୟା ଓଡିଶା ରେ ବଢିବା ରେ ଲାଗିଛି ଏହାର ଭୟାଭୟ କୁ ଆଖି ଆଗରେ ରଖି ଗତକାଲି ରାତି ରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ୧୯ ଘଣ୍ଟିଆ ସଟ ଡାଉନ ଘୋଷଣା ପରେ ଗଞ୍ଜାମ ଖୋର୍ଦ୍ଧା ସୀମା ରେଖା ସିଲ୍ କରାଯାଇଛି । ସେଠାରେ ପୋଲିସ ବାହିନୀ ପକ୍ଷରୁ କଡା ପ୍ରହରା ଦିଆଯାଉଛି । କୋଦଳ। ତହସିଲଦାର ପ୍ରଭାତ କୁମାର ପରିଡ଼ା, ବିଡ଼ିଓ ବେଦ ବର ପ୍ରଧାନ, ଥାନା ଅଧିକାରୀ ଦେବାଶିଷ ମହାନ୍ତି, ବେଗୁନିଆପଡା ଫାଣ୍ଡି ଅଧିକାରୀ ଦିପ୍ତୀ ରଂଜନ ବେହେରା ଙ୍କ ସମେତ ପୋଲିସ ବାହିନୀ ଅଙ୍ଗାରଗାଁ ଶାଳୀଆ ମଧ୍ୟରେ ଥିବା ଡାହିକି ଛକ ନିକଟରେ ସିଲ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନ ଦେଲେ ମିଳୁନି କାର୍ଯ୍ୟାଦେଶ

ପରଜଙ୍ଗ, ୨୧।୧୦(ଡି.ଏନ.ଏ.) ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅର୍ଥ କାରବାର ହେଉଥିବା ଅଭିଯୋଗ ହୋଇଛି। ଟଙ୍କା ନ ଦେଲେ କାର୍ଯ୍ୟାଦେଶ ଦିଆଯାଉନାହିଁ। ଏ...

ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ

ସୋରଡା,୭ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୨୦୮ ଜଣ ସୁରଟ ଫେରନ୍ତା ରହିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୁଷ ୨୦୪୦, ମହିଳା ୯୬ ଓ ୭...

ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ପୂର୍ବରୁ ବିଜେପୁରରେ ଧାରଣା ଦେଲେ ଚିନିକଳ କର୍ମଚାରୀ

ବିଜେପୁର, ୧୬।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବିଜେପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ...

ଝିଙ୍କ ଶିକାରକୁ ଯାଇ ଜଣେ ମୃତ, ଜଣେ ଗୁରୁତର:ଖବରକୁ ଅସ୍ବୀକାର କଲେ ଗ୍ରାମବାସୀ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)- ମାଲକାନଗିରିର ଜିଲା ସଦର ବ୍ଲକ ଅନ୍ତର୍ଗତ ଝରାପାଲି ଗ୍ରାମର ୫ଜଣ ବ୍ୟକ୍ତି ଶନିବାର ନିକଟସ୍ଥ ଜଙ୍ଗଲର ଏକ ଗୁମ୍ଫାକୁ ଝିଙ୍କ ଶିକାର କରିବାକୁ ଯାଇ...

ସ୍ବେଚ୍ଛାସେବୀଙ୍କୁ ପୋଲିସର ଦୁର୍ବ୍ୟବହାର, ଜିଲାପାଳ, ଏସ୍‌ପିଙ୍କୁ ଫେରାଦ

ବରଗଡ଼ ଅପିସ୍‌, ୧ା୫ – କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ଏଭଳିସ୍ଥଳେ ଗରୀବ, ଅସହାୟଙ୍କ ଜୀବନଯାପନ ଦୁର୍ବିସହ...

ବ୍ଲକ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀଙ୍କୁ କରୋନା

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପୁଣି ଜଣେ କରୋନା ଯୋଦ୍ଧା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲାପାଳ ଡ.ବୃନ୍ଦା ଡି. ଟୁଇଟ...

କେନ୍ଦୁଝରରେ ମୂଷଳ ଧାରାରେ ବର୍ଷା:ସାରା ସହର ଜଳାର୍ଣ୍ଣବ, ଲୋକଙ୍କ ଘରେ ପଶିଲା ପାଣି

କେନ୍ଦୁଝର ୧୫ା୯ (ସ୍ବ.ପ୍ର.)-କେନ୍ଦୁଝର ସହରରେ ରବିବାର ଅପରାହ୍ନରେ ମୂଷଳ ଧାରାରେ ବର୍ଷା ହେବା ଯୋଗୁ ସାରା ସହର ଜଳାର୍ଣ୍ଣବ ହୋଇପଡିଛି। ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ...

୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା

ବନ୍ତଳା,୩।୧(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *