Posted inଖେଳ

୧୯ ବର୍ଷରୁ କମ୍‌ ଫୁଟ୍‌ବଲ: ଉଜ୍‌ବେକିସ୍ତାନଠାରୁ ହାରିଲା ଭାରତ

ଅଲ୍‌ ଖୋବାର (ସୌଦି ଆରବ), ୭ା୧୧ (ପି.ଟି.)- ୧୯ ବର୍ଷରୁ କମ୍‌ ଏଏଫ୍‌ସି ଚାମ୍ପିୟନଶିପ୍‌ ୨୦୨୦ ଯୋଗ୍ୟତାପର୍ଯ୍ୟାୟ ଟୁର୍ନାମେଣ୍ଟରେ ଭାରତର ଆରମ୍ଭ ନୈରାଶ୍ୟଜନକ ରହିଛି। ବୁଧବାର ଉଜ୍‌ବେକିସ୍ତାନଠାରୁ ଦଳ ୨-୦ ଗୋଲରେ ହାରିଯାଇଛି। ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟ ରହିଥିଲା। ଉଜ୍‌ବେକିସ୍ତାନ ଦ୍ୱିତୀୟାର୍ଦ୍ଧରେ ଦୁଇଟି ଗୋଲ ସ୍କୋର କରିଥିଲା। ଏହି ବିଜୟ ସହ ଦଳ ୩ପଏଣ୍ଟ ଅର୍ଜନ କରିପାରିଛି। ଗୋଲକିପର ପ୍ରଭସୁଖାନ ଗିଲ୍‌ ଭାରତୀୟ ଦଳର ଅଧିନାୟକତ୍ୱ କରିଥିଲେ। ଭାରତ ମ୍ୟାଚ୍‌ରେ କେତୋଟି ଗୋଲ ଦେବାର ସୁଯୋଗ ସୃଷ୍ଟି କରିଥିଲା। ଫିନଶିଂ ଅଭାବ ପରିଲକ୍ଷିତ ହୋଇଥିଲା। ଶୁକ୍ରବାର ଭାରତ ଏହାର ପରବର୍ତ୍ତୀ ମ୍ୟାଚ ସୌଦିଆରବ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆସେସ: ସମ୍ଭାବ୍ୟ ୩ ପ୍ରମୁଖ ଲଢ଼େଇ

ଲଣ୍ଡନ,୧।୮(ଏଏଫପି)- ଆସେସ ମୁକାବିଲା ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ବିଶ୍ୱଚାମ୍ପିୟନ ଇଂଲଣ୍ଡ ପୁଣି ଥରେ ଏହି ହାଇ ପ୍ରୋଫାଇଲ ସିରିଜରେ ବିଜୟୀ ହେବାକୁ ଲକ୍ଷ୍ୟ...

ସଚିନଙ୍କ ଟ୍ରାଉଜର୍‌ ପିନ୍ଧି ପଡିଆକୁ ଖେଳିବାକୁ ଓହ୍ଲାଇଥିଲେ ଏହି ମହାନ କ୍ରିକେଟର୍‌: ଆଉ ତା’ପରେ..

ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ହେମାଙ୍ଗ ବାଦନି ଭାରତୀୟ ଦଳର ସଦସ୍ୟ ଥିବା ସମୟର ଏକ କୌତୁହଳ ବିଷୟ ଉପରୁ ପର୍ଦ୍ଦାଫାଶ କରିଥିଲେ। ଯେ କହିଥିଲେ ଯେ...

ଟେନିସ କୋର୍ଟକୁ ଫେରିବେ ସାନିଆ

ମୁମ୍ବାଇ,୨୮।୧୧- ଭାରତୀୟ ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଆସନ୍ତା ବର୍ଷ ୨୦୨୦ ଜାନୁୟାରୀରେ ହବାର୍ଟ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତାରେ କୋର୍ଟକୁ ଫେରିବେ। ଏ ନେଇ...

ଅଟୋଗ୍ରାଫ୍‌ ମାଗିଥିବା ଯୁବତୀଙ୍କ ପ୍ରେମରେ ପଡ଼ିଯାଇଥିଲେ ଗାଭାସ୍କର; ଏମିତି କରିଥିଲେ ନିଜର

ନୂଆଦିଲ୍ଲୀ, ୧୦।୭: ୧୯୪୯ ମସିହା ଆଜିର ଦିନରେ ବମ୍ବେରେ ଜନ୍ମଗ୍ରହଣ କରିଥିଲେ ଲିଟିିଲ୍‌ ମାଷ୍ଟର ସୁନିଲ ଗାଭାସ୍କର। ଆଜି ବି ସେ କ୍ରିକେଟ ଜଗତରେ ସକ୍ରିୟ...

ବିଶ୍ୱକପ ଶୁଭାରମ୍ଭ କଲେ ପ୍ରୀନ୍ସ ହ୍ୟାରି

ଲଣ୍ଡନ,୩୧।୫(ପି.ଟି.)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାର ଆରମ୍ଭ ହୋଇଛି। ବ୍ରିଟେନ ପ୍ରିନ୍ସ ହ୍ୟାରୀ ଆନୁଷ୍ଠାନିକ ଭାବେ ଟୁର୍ନାମେଣ୍ଟ ଶୁଭାରମ୍ଭ ହେଲା...

ଡେବ୍ୟୁ ମ୍ୟାଚ୍‌ ପୂର୍ବରୁ ପାଖରେ ଏହି ଜିନିଷ ସବୁ ରଖିଥିଲେ କ୍ରୁନାଲ ପାଣ୍ଡ୍ୟା

ପୁଣେ,୨୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ଡେବ୍ୟୁ କରିଛନ୍ତି ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା। ଏହି ମ୍ୟାଚ୍‌ରେ ସେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ...

ସର୍ବାଧିକ ଦିନିକିଆ ମ୍ୟାଚ୍‌ ପରିଚାଳନାରେ ଦାର୍‌ଙ୍କ ରେକର୍ଡ

ରାଓ୍ବଲପିଣ୍ଡି : ପାକିସ୍ତାନ ଅମ୍ପାୟର ଆଲିମ ଦାର ଆଉ ଏକ ରେକର୍ଡ କରିଛନ୍ତି। ଜଣେ ଅନ୍‌ଫିଲ୍ଡ ଅମ୍ପାୟର ଭାବେ ସେ ସର୍ବାଧିକ ଦିନିକିଆ ମ୍ୟାଚ୍‌ ପରିଚାଳନା...

ଏହି ଘଟଣା ପରେ ୧୪ ଦିନ ଭୟରେ ଘରୁ ବାହାରି ନ ଥିଲେ, ଏବେ ଭାରତୀୟ କ୍ରିକେଟ ଦଳ ପାଇଁ ସାଜିଛନ୍ତି ସଙ୍କଟମୋଚକ

ଭାରତୀୟ କ୍ରିକେଟ ଦଳରେ ଏବେ ସଙ୍କଟମୋଚକ ସାଜିଛନ୍ତି ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌. ରାହୁଲ। ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜରେ ସେ ଦଳ ପାଇଁ କେବଳ ଓପନିଂ କରୁନାହାନ୍ତି,...

Advertisement
Archives

Model This Week