Posted inଖେଳ

୧୯ ବର୍ଷରୁ କମ୍‌ ଫୁଟ୍‌ବଲ: ଉଜ୍‌ବେକିସ୍ତାନଠାରୁ ହାରିଲା ଭାରତ

ଅଲ୍‌ ଖୋବାର (ସୌଦି ଆରବ), ୭ା୧୧ (ପି.ଟି.)- ୧୯ ବର୍ଷରୁ କମ୍‌ ଏଏଫ୍‌ସି ଚାମ୍ପିୟନଶିପ୍‌ ୨୦୨୦ ଯୋଗ୍ୟତାପର୍ଯ୍ୟାୟ ଟୁର୍ନାମେଣ୍ଟରେ ଭାରତର ଆରମ୍ଭ ନୈରାଶ୍ୟଜନକ ରହିଛି। ବୁଧବାର ଉଜ୍‌ବେକିସ୍ତାନଠାରୁ ଦଳ ୨-୦ ଗୋଲରେ ହାରିଯାଇଛି। ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟ ରହିଥିଲା। ଉଜ୍‌ବେକିସ୍ତାନ ଦ୍ୱିତୀୟାର୍ଦ୍ଧରେ ଦୁଇଟି ଗୋଲ ସ୍କୋର କରିଥିଲା। ଏହି ବିଜୟ ସହ ଦଳ ୩ପଏଣ୍ଟ ଅର୍ଜନ କରିପାରିଛି। ଗୋଲକିପର ପ୍ରଭସୁଖାନ ଗିଲ୍‌ ଭାରତୀୟ ଦଳର ଅଧିନାୟକତ୍ୱ କରିଥିଲେ। ଭାରତ ମ୍ୟାଚ୍‌ରେ କେତୋଟି ଗୋଲ ଦେବାର ସୁଯୋଗ ସୃଷ୍ଟି କରିଥିଲା। ଫିନଶିଂ ଅଭାବ ପରିଲକ୍ଷିତ ହୋଇଥିଲା। ଶୁକ୍ରବାର ଭାରତ ଏହାର ପରବର୍ତ୍ତୀ ମ୍ୟାଚ ସୌଦିଆରବ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡିସି ପାଇଁ ବିଜୟ ଲକ୍ଷ୍ୟ ୧୭୫ ରନ…

ବେଙ୍ଗାଲୁରୁ,୧୫।୪ : ଆଇପିଏଲ ସିରିଜ ୧୬ର ୨୦ତମ ମ୍ୟାଚ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ୍‌....

କାର୍ତ୍ତିକଙ୍କୁ ଟ୍ରୋଲ କଲେ ଅଷ୍ଟ୍ରେଲିଆନ୍‌ ଖେଳାଳି

ନୂଆଦିଲ୍ଲୀ,୧୧।୫ : କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଉଇକେଟକିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ମଙ୍ଗଳବାର କୋଭିଡ୍‌-୧୯ ଟିକା ନେଇଛନ୍ତି। ଟୁଇଟରରେ ଫଟୋ ଶେୟାର କରି ଏହାର...

ଅନୁଷ୍କା ମା’ ହେବା କଥା ଜାଣି ଦେଡଶୂର କହିଲେ ଏମିତି କଥା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ସସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ୨ରୁ ୩ ହେବାକୁ ଯାଉଛନ୍ତି। ୨୦୨୧ ଜାନୁୟାରୀ...

ମହିଳା ଆଇପିଏଲ୍‌ ଟିମ୍‌ ଘୋଷଣା କଲା ବିସିସିଆଇ: ଆଦାନୀ ଟିମ୍‌ ସବୁଠୁ ମହଙ୍ଗା

ନୂଆଦିଲ୍ଲୀ,୨୫।୧: ମହିଳା ଆଇପିଏଲ୍‌ ପ୍ରଥମ ସିଜନ ଲାଗି ବିସିସିଆଇ ବୁଧବାର ୫ ଦଳ ଘୋଷଣା କରିଛି। ଏହି ୫ ଦଳ ଅହମ୍ମଦାବାଦ, ମୁମ୍ବାଇ, ବେଙ୍ଗାଲୁରୁ, ଦିଲ୍ଲୀ...

ଆରମ୍ଭ ହେଲା ଓସିଏ ନିର୍ବାଚନ ପ୍ରକ୍ରିୟା: ଦାୟିତ୍ୱ ଗ୍ରହଣ କଲେ ମାଖନଲାଲ

କଟକ ଅଫିସ,୨୭ା୮- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନିର୍ବାଚନ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ବିହାରର ପୂର୍ବତନ ନିର୍ବାଚନ କମିଶନର ମାଖନଲାଲ ମଜୁମଦାର। ମାଖନଲାଲଙ୍କୁ...

ଧମକ ଦେଲେ ପାକିସ୍ତାନ କ୍ରିକେଟ୍‌ର: କହିଲେ, ଆମେ ଛାଡିବୁ ନାହିଁ

ଇସଲାମାବାଦ,୨୨।୯: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ନ୍ୟୁଜିଲାଣ୍ଡ କ୍ରିକେଟ ଦଳକୁ ଧମକ ଦେଇଛନ୍ତି। ପାକିସ୍ତାନ ଟୁରରୁ ହଠାତ୍‌ ପ୍ରତ୍ୟାହାର କରିବା ପରେ ରାଗରେ...

ଗୋଟିଏ ସର୍ତ୍ତରେ ଅଧିନାୟକ ପଦ ଛାଡ଼ିବାକୁ ରାଜି ଟିମ୍‌ ପେନ୍‌; ଅଷ୍ଟ୍ରେଲିଆର ଆଗାମୀ ଅଧିନାୟକ ଭାବେ…

ମେଲବର୍ନ,୧୩।୫: ଅଷ୍ଟ୍ରେଲିଆ ଟେଷ୍ଟ ଅଧିନାୟକ ଟିମ୍‌ ପେନ ଦାୟିତ୍ୱରୁ ହଟିବାକୁ ନେଇ ସଙ୍କେତ ଦେଇଛନ୍ତି। ଆସେସ୍‌ କ୍ରିକେଟ ସିରିଜରେ ଇଂଲଣ୍ଡକୁ ଯଦି ତାଙ୍କ ଦଳ ପରାସ୍ତ...

ଜାଣନ୍ତୁ ଆଇପିଲ୍‌ରେ କାହାକୁ ମିଳିଲା କେତେ ପୁରସ୍କାର ରାଶି

ଦୁବାଇ, ୧୧।୧୧:ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ଲଗାତର ଦ୍ୱିତୀୟଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିଅନ୍‌ ହୋଇଛି। ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ...

Advertisement
Archives

Model This Week