Posted inଜାତୀୟ

୧୯ ବର୍ଷରେ ମଲେଣି ୨ ହଜାର ବାଘ

ନାଗପୁର, ୨୩ା୮(ପି.ଟି.):ଭାରତରେ ସର୍ବାଧିକ ବାଘ ୨୨୨୬ ରହିଛନ୍ତି, ଯାହାକି ବିଶ୍ୱର ୫୬ ଭାଗରୁ ଅଧିକ। ବିଗତ ୧୯ ବର୍ଷ ମଧ୍ୟରେ ପ୍ରାୟ ୨ ହଜାର ବାଘ ବିଶ୍ୱରେ ଶିକାର କରାଯାଇଥିବା ବ୍ରିଟେନର କେମ୍ବ୍ରିଜସ୍ଥିତ ଟ୍ରାଫିକ୍‌ ଇଣ୍ଟରନ୍ୟାଶନାଲ ନାମକ ଏକ ବିଶ୍ୱସ୍ତରୀୟ ଏନ୍‌ଜିଓ ସଂସ୍ଥାର ରିପୋର୍ଟରୁ ଜଣାପଡିଛି। ସବୁଠାରୁ ଅଧିକ ବାଘ ଥିବା ଭାରତରେ ଏହି ସମୟ ମଧ୍ୟରେ ୬୨୬ ବାଘ କୌଣସି କାରଣରୁ ମୃତ୍ୟୁବରଣ କରିଥିବାବେଳେ ୪୬୩ଙ୍କ ମୃତଦେହ ଜବତ କରାଯାଇଛି। ଥାଇଲାଣ୍ଡରେ ୩୬୯ ବାଘ ମୃତ୍ୟୁବରଣ କରିଥିବାବେଳେ ୪୯ଙ୍କ ମୃତଦେହ ଜବତ କରାଯାଇଛି। ଇଣ୍ଡୋନେସିଆରେ ୨୬୬ ବାଘ ମରି ଥିବାବେଳେ ୧୧୯ଙ୍କ ମୃତଦେହ ଜବତ କରାଯାଇଛି। ଚାଇନାରେ ୨୪୬ ବାଘଙ୍କ ଜୀବନ ଯାଇଥିବାବେଳେ ୧୨୬ଙ୍କ ମୃତଦେହ ଜବତ କରାଯାଇଛି। ଭିଏତ୍‌ନାମରେ ୨୧୬ ବାଘ ମୃତ୍ୟୁବରଣ କରିଥିବାବେଳେ ୮୯ଙ୍କ ମୃତଦେହ ଜବତ କରାଯାଇଛି। ସେହିଭଳି ନେପାଳ, ମାଲେସିଆ, ରୁଷିଆ, ଲାଓସ୍‌, ବାଂଲାଦେଶରେ ବହୁ ବାଘ ମରିଥିବା ରିପୋର୍ଟରେ ଦର୍ଶାଯାଇଛି। ପ୍ରତିବର୍ଷ ୧୨୪ ବାଘଙ୍କ ମୃତଦେହ ଜବତ କରାଯାଉଥିବା ଜଣାପଡ଼ିଛି। ବାଘ ଚମଡ଼ା ଓ ହାଡ଼ ଲାଗି ଏମାନଙ୍କୁ ଶିକାର କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?