୧ ଲକ୍ଷ ଦସ୍ତଖତ ଲାଗି ଅଭିଯାନ ଆରମ୍ଭ: ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବାକୁ ପ୍ରୟାସ

ଭୁବନେଶ୍ୱର, ୧୦ା୮(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ବାର୍ଷିକ ଅବସରରେ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନୀତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ରଖିଛନ୍ତି। ଏହି ପ୍ରସ୍ତାବକୁ ସମର୍ଥନ କରି ରାଜ୍ୟ ସ୍ବାଧୀନତା ସଂଗ୍ରାମ ସମିତି ଓ ବିଭିନ୍ନ ଗାନ୍ଧୀବାଦୀ ସଙ୍ଗଠନ ପକ୍ଷରୁ ଅହିଂସା ଲାଗି ୧ ଲକ୍ଷ ଦସ୍ତଖତ ଅଭିଯାନର ଶୁଭାରମ୍ଭ କରାଯାଇଛି। ଶୁକ୍ରବାର କ୍ରାନ୍ତିଦିବସଠାରୁ ଏହା ଆରମ୍ଭ ହୋଇଥିବା ବେଳେ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ଏହା ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ହାତରେ ଦିଆଯିବ। ରାଜ୍ୟ ସଂଗ୍ରହାଳୟ ସମ୍ମୁଖ ଶହୀଦ ସ୍ମୃତିସ୍ତମ୍ଭ ନିକଟରେ ଆୟୋଜିତ ସମାରୋହରେ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ପ୍ରଥମେ ଦସ୍ତଖତ କରି ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମନ୍ତ୍ରୀ ଅଶୋକ ପଣ୍ଡା, ଏମ୍‌ପି ଭର୍ତ୍ତୃହରି ମହତାବ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ପ୍ରଦୀପ କୁମାର ଅମାତ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁରେଶ କୁମାର ରାଉତରାୟ, ଦେବୀ ପ୍ରସାଦ ମିଶ୍ର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ, ବିଜେଡି ଭୁବନେଶ୍ୱର ଜିଲା ସଭାପତି ଅମରେଶ ଜେନା ପ୍ରମୁଖ ଏହି ଅଭିଯାନରେ ସାମିଲ ହୋଇ ନିଜର ଦସ୍ତଖତ ପ୍ରଦାନ କରିଛନ୍ତି। ରାଜ୍ୟର ସବୁ ଅଞ୍ଚଳରୁ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନୀତ କରିବା ଲାଗି ଏହି ଦସ୍ତଖତ ଅଭିଯାନକୁ ଆରମ୍ଭ କରାଯାଇଛି ବୋଲି ଆବାହକ ଉପେନ୍ଦ୍ର ପାଢୀ ଓ ବିରୂପାକ୍ଷ ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri