Posted inଫୁରସତ

୧ ହଜାର କିମି ପଦଯାତ୍ରା ଆରମ୍ଭ କଲେ ଦମ୍ପତି, ଜାଣନ୍ତୁ କାରଣ

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ବିଚାରଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ତାମିଲନାଡୁ ମଦୁରାଇର ଏକ ଦମ୍ପତି ୧ ହଜାର କିମି ପଦଯାତ୍ରା ଆରମ୍ଭ କରିଛନ୍ତି। ଏମ. କରୁପାହ୍ୟା(୪୯) ଗୋଟିଏ ସାଇକେଲ ଏବଂ ତାଙ୍କ ସ୍ତ୍ରୀ କେ. ଚିତ୍ରା(୫୧) ହାତରେ ତ୍ରିରଙ୍ଗା ଧରି ସେଣ୍ଡାମ୍ପାଲାୟମରୁ ପଦଯାତ୍ରା ଆରମ୍ଭ କରିଛନ୍ତି। ପଦଯାତ୍ରା କରି ମାର୍ଚ୍ଚ ୧୨ରେ ହାଇଦ୍ରାବାଦରେ ପହଞ୍ଚିବାର ଲକ୍ଷ୍ୟ ରଖିଛନ୍ତି ଏହି ଦମ୍ପତି। କରୁପାହ୍ୟାଙ୍କୁ ଜିନିଷ ରଖିବା ପାଇଁ ଏକ ସାଇକେଲ ଉପହାର ସଦୃଶ ମିଳିଛି। ଗାନ୍ଧୀଙ୍କ ଏକତା, ଆତଙ୍କମୁକ୍ତ ବିଶ୍ୱ, ଧାର୍ମିକ ସଦ୍‌ଭାବ, ନାରୀ ସଶକ୍ତୀକରଣ, ନଦୀ ବଞ୍ଚାଓ ଭଳି ବିଚାରଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଉଛନ୍ତି ସମ୍ପୃକ୍ତ ଦମ୍ପତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri