୨ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ: ଏସ୍‌ଟିଏଫ୍‌, ଖୋର୍ଦ୍ଧା ଏସ୍‌ପିଙ୍କ ସମେତ ୫ ଜଣଙ୍କ ନାଁରେ ସର୍ଚ୍ଚ ୱାରେଣ୍ଟ

ଖୋର୍ଦ୍ଧା ଅଫିସ,୨୧।୭: ଖୋର୍ଦ୍ଧା ଜବଦସ୍ତପାଟଣାର ୨ ଜଣଙ୍କୁ ଅଟକ ପରେ କୋର୍ଟ ଚାଲାଣରେ ବିଳମ୍ବ, ମହିଳାଙ୍କୁ ମାଡ ମାରିବା ପରି ଅଭିଯୋଗ ଏସଟିଏଫ୍‌ ଓ ପୋଲିସ ନଁାରେ ରହିଛି। ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଏସ୍‌ପି ପିି.ଆର. ରାହୁଲ, ଇନ୍ସପେକ୍ଟର ଆଲୋକ ଜେନା ଓ ପ୍ରଜ୍ଞାପରମିତା ଦାସ, ଖୋର୍ଦ୍ଧା ଏସ୍‌ପି ଅମୂଲ୍ୟ ଦାସ ଓ ଆଇଆଇସି ଉମାଶଙ୍କର ସିଂ ପ୍ରମୁଖଙ୍କ ନଁାରେ ସର୍ଚ୍ଚ ୱାରଣ୍ଟ କୋର୍ଟ ପକ୍ଷରୁ ଜାରି ହୋଇଛି। ଆଇନଜୀବୀ ପ୍ରଭାତ ଦାଶଙ୍କ ସୂଚନା ଅନୁସାରେ, ଖୋର୍ଦ୍ଧା ଜବରଦସ୍ତପୁରର ରମେଶ ପୃଷ୍ଟି ଓ ଜ୍ୱାଇଁ ତପନ ସାହୁଙ୍କୁ ଏସ୍‌ଟିଏଫ୍‌ ଅଟକ ରଖିଛି। ତେବେ ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ବିତି ଯାଇଥିଲେ ମଧ୍ୟ କୋର୍ଟ ଚାଲାଣ କରୁନାହିଁ। ଯାହାକି ନିମୟର ବରୋଧାଚରଣ କରୁଛି। ଅନ୍ୟପକ୍ଷେ ଧରପଗଡ ବେଳେ ଏସ୍‌ଟିଏଫ୍‌ ଓ ପୋଲିସ ରମେଶଙ୍କ ସ୍ତ୍ରୀଙ୍କୁ ମାଡ ମାରିବା ସହ ଗର୍ଭବତୀ ଝିଅଙ୍କ ପେଟକୁ ଗୋଇଠା ମାରିଛ୍ରି। ଏ ନେଇ କୋର୍ଟରେ ନଂ. ୬/୨୦୧୯ରେ ମିସ୍‌ କେସ ଦାଖଲ ହୋଇଛି। ସୋମବାର ସର୍ଚ୍ଚ ୱାରେଣ୍ଟର କାରଣ ନ ଦର୍ଶାଇଲେ ଅଦାଲତ ପରବର୍ତ୍ତୀ ପଦକ୍ଷେପ ନେବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?