୨ଜଣଙ୍କୁ ହାଣିଦେଲେ

ସମ୍ବଲପୁର/ପଡ଼ିଆବାହାଲ, ୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତ୍ରି ପ୍ରାୟ ୯ଟାରେ ଦୁଇଜଣ ବ୍ୟକ୍ତିଙ୍କୁ ବିଭତ୍ସ ଭାବରେ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଏହି ଦୁଇ ମୃତକ ହେଲେ ଗାଁର ଜିତୁ କୁମୁରା ଓ ଶକ୍ତି କୁମୁରା। ଅନ୍ୟପକ୍ଷେ ବିଭୁତି କୁମୁରା ଓ ନନ୍ଦଲାଲ୍‌ ଭୋଇ ନାମକ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ଏହି ଘଟଣା ଘଟାଇଥିବା ୭ରୁ ୮ଜଣ ଅଭିଯୁକ୍ତ ଗାଁରୁ ଫେରାର ହୋଇଯାଇଛନ୍ତି। ଖବର ପାଇ ପୋଲିସ୍‌ ଏସ୍‌୍‌ଡିପିଓ ହାଡିବନ୍ଧୁ ସ୍ବାଇଁ ସାଇଣ୍ଟିଫିକ୍‌ ଟିମ୍‌ ସହ ଦଳବଳ ଭଣ୍ଡାରିମାଲ୍‌ ଗାଁରେ ପହଞ୍ଚତ୍ ତଦନ୍ତ କରୁଛନ୍ତି। ଗାଁର ଜଣେ ଯୁବତୀଙ୍କୁ ଅଶାଳୀନ ବ୍ୟବହାର ନେଇ ମୀମାଂଶା ପାଇଁ ଉଦ୍ୟମ ଚାଲିଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୁଡୁକି ଦେଉଛି ପେଟକୁ ଦାନା

କାମାକ୍ଷାନଗର, ୧୬।୬(ଡି.ଏନ୍‌.ଏ.) – ଭଜନ ହେଉକି ଆଧୁନିକ ଗୀତ, ବେଶ୍‌ ମାନେ ତାଙ୍କ କଣ୍ଠକୁ। ଆଉ ସେଥିରେ ଯେବେ ମିଶିଯାଏ ଧୁଡୁକିର ମନଛୁଅଁା ରାଗ, ମତୁଆଲା...

ମଦମୁକ୍ତ ହେବ ପଞ୍ଚାୟତ ନିର୍ବାଚନ : ବଢ଼ିପାରେ ପ୍ରଚାର ଖର୍ଚ୍ଚ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିମୁକ୍ତ କରିବାକୁ ଶନିବାର ସର୍ବଦଳୀୟ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ୪ ପ୍ରସ୍ତାବ ଉପସ୍ଥାପନ ହୋଇଛି।...

ଭୁବନେଶ୍ୱରରୁ ଆଜି ପୁଣି ୭ ପଜିିଟିଭ୍‌ ଚିହ୍ନଟ: ୯ ସୁସ୍ଥ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ବିଜ୍ଞାନ ଲେଖକ ପ୍ରଫେସର ରମେଶ ଚନ୍ଦ୍ର ପରିଡ଼ାଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୧୦ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟର ‘ନ୍ୟାଶନାଲ କାଉନ୍‌ସିଲ ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି କମ୍ୟୁନିକେଶନ ବିଭାଗ ବିଜ୍ଞାନକୁ ଜନପ୍ରିୟ କରୁଥିବା ବ୍ୟକ୍ତି...

ବେଲପାହାଡ଼ରେ ବିଧାୟକଙ୍କ ସମୀକ୍ଷା ବୈଠକ

ବେଲପାହାଡ଼,୧୪ା୯ (ଡ଼ି.ଏନ୍‌.ଏ.) ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାର ସମାଧାନ ପାଇଁ ଶୁକ୍ରବାର ବ୍ରଜରାଜନଗର ବିଧାୟକ କିଶୋର କୁମାର...

ପିଲା, ଗର୍ଭବତୀଙ୍କୁ ଦିଆଯାଉଛି ଆଉଟ୍‌ଡେଟେଡ୍‌ ଖାଦ୍ୟ

ସାରସକଣା,୧୨।୮(ଡି.ଏନ୍‌.ଏ.): ସରକାର ଗର୍ଭବତୀ, ପ୍ରସୂତି ଓ ଶିଶୁମାନଙ୍କୁ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ଛତୁଆ, ଅଣ୍ଡା, ସୁଜି ଆଦି ପୁଷ୍ଟିସାର ଯୁକ୍ତ ଖାଦ୍ୟ ଯୋଗାଉଛନ୍ତି।...

ହାତୀ ଆକ୍ରମଣରେ ଦମ୍ପତି ଗୁରୁତର

ନିରାକାରପୁର,୧୦।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁରରେ ବୁଧବାର ହାତୀ ଆକ୍ରମଣରେ ଏକ ଦମ୍ପତି ଗୁରୁତର ହୋଇଛନ୍ତି। ସେମାନେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଲେଣ୍ଡୋ ପଞ୍ଚାୟତ...

ଗୁଣାତ୍ମକ ସାମଗ୍ରୀ ପାଇଁ ବ୍ୟବସାୟ ତିଷ୍ଠିରହେ

ପାରିବାରିକ ବ୍ୟବସାୟରୁ ପର୍ସନାଲ ବିଜ୍‌ନେସର ଯାତ୍ରା କିଭଳି ଜାରି ରହିଛି? ଭଦ୍ରକରେ ବାପାଙ୍କ ବ୍ୟବସାୟିକ ପ୍ରତିଷ୍ଠାନ ଥିଲା। ଉଚ୍ଚଶିକ୍ଷା ଶେଷ ପରେ ବାପାଙ୍କୁ ସହଯୋଗ କରିବା...

Advertisement
Archives

Model This Week