Posted inଜାତୀୟ

‘୨ରୁ ଅଧିକ ପିଲା ଥିବା ଦମ୍ପତିଙ୍କୁ ମତାଧିକାରରୁ ବଞ୍ଚିତ କରାଯାଉ’

ପାଟନା,୧୨।୭(ପି.ଟି.):ଜନସଂଖ୍ୟା ବୃ୍‌ଦ୍ଧିକୁ ନେଇ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଗୁରୁବାର ଉଦ୍‌ବେଗ ପ୍ରକାଶ କରିବା ସହ ଯେଉଁମାନଙ୍କର ୨ରୁ ଅଧିକ ପିଲା ଅଛନ୍ତି ସେମାନଙ୍କୁ ମତାଧିକାରରୁ ବଞ୍ଚିତ କରିବା ସପକ୍ଷରେ ମତ ଦେଇଛନ୍ତି। ବିବାଦୀୟ ମନ୍ତବ୍ୟ ପାଇଁ ଜଣାଶୁଣା ଏହି ଭାଜପା ନେତା ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ଟୁଇଟରରେ ଏକ ଗ୍ରାଫିକ୍‌ ଶେୟାର କରିଛନ୍ତି। ଭାରତର ଜନସଂଖ୍ୟା ୧୯୪୭ରୁ ୨୦୧୯ ମଧ୍ୟରେ ୩୬୬% ବୃଦ୍ଧି ପାଇଥିବା ଏଥିରେ ଦର୍ଶାଯାଇଛି। ଜନସଂଖ୍ୟା ଅତ୍ୟଧିକ ବୃଦ୍ଧି ଯୋଗୁ ଭାରତର ଅର୍ଥନୀତି, ସାମାଜିକ ସଦ୍‌ଭାବନା, ସମ୍ବଳର ସନ୍ତୁଳନ ବାଧାପ୍ରାପ୍ତ ହେଉଛି। ଧାର୍ମିକ ବ୍ୟବସ୍ଥାର ଆଳ ଦେଖାଇ ଜନ୍ମ ନିୟନ୍ତ୍ରଣ କରାଯାଉ ନାହିଁ ବୋଲି ମୁସଲମାନମାନଙ୍କୁ ଲକ୍ଷ୍ୟ କରି କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ଏହାକୁ ନେଇ ଭାରତ ଆଉ ଏକ ସାଂସ୍କୃତିକ ବିଭାଜନ ଆଡକୁ ମୁହାଁଉଥିବା ଜଣାପଡୁଛି। ଜନ୍ମ ନିୟନ୍ତ୍ରଣ ଆଇନ ଆଣିବା ପାଇଁ ସବୁ ରାଜନୈତିକ ଦଳ ଆଗେଇ ଆସିବାକୁ ସେ ଆହ୍ବାନ ଦେଇଛନ୍ତି। ଜନସଂଖ୍ୟା ନିୟନ୍ତ୍ରଣ ଲାଗି ୨ରୁ ଅଧିକ ପିଲା ଥିବା ସବୁ ଧର୍ମର ଦମ୍ପତିଙ୍କ ମତାଧିକାର ରଦ୍ଦ କରିବାକୁ ସେ ଯୁକ୍ତି ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରର ଏହି ଦୁଇ ସହର ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌

ମୁମ୍ବାଇ,୨୧।୨: ମହାରାଷ୍ଟ୍ରରେ ପୁଣି ଥରେ କରୋନା ସଂକ୍ରମଣ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ଅମରାବତୀ ସହର ଏବଂ ଅଚଲପୁରରେ ସପ୍ତାହକ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଇଛି।...

ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ବ ତୀବ୍ର

ଜୟପୁର/ନୂଆଦିଲ୍ଲୀ, ୧୪।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିଦ୍ରୋହର ପ୍ରାୟ ବର୍ଷେ ପରେ ପୁଣିଥରେ ଦଳରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର...

୧୨ ମାଓବାଦୀ କଲେ ଆତ୍ମସମର୍ପଣ

ବିଶାଖାପଟ୍ଟନମ୍‌, ୬।୧୨: ଆନ୍ଧ୍ରପ୍ରଦେଶରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବିଶାଖାପଟ୍ଟନମ୍‌ ଜିଲାର ଚିନ୍ତାପାଲେ ଅଞ୍ଚଳରେ ମାଓବାଦୀମାନେ ରାଜ୍ୟ ପୋଲିସ ବିଭାଗ ଉଚ୍ଚ ଅଧିକାରୀଙ୍କ ଉପସ୍ଥିତିରେ ଆତ୍ମସମର୍ପଣ...

ପଶ୍ଚିମବଙ୍ଗରେ ୮୦.୪୩, ଆସାମରେ ୭୩.୦୩ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୧।୪: ଆସାମ ଓ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଥିବା ନିର୍ବାଚନ ଆୟୋଗ (ଇସି) ପକ୍ଷରୁ କୁହାଯାଇଛି। ଦୁଇଟି...

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ...

ପୋଲିସ ହେପାଜତରେ ପ୍ରିୟଙ୍କା: ରାଷ୍ଟ୍ରପତିଙ୍କୁ ଭେଟିଲେ ରାହୁଲଙ୍କ ସମେତ ୩ ନେତା

ନୂଆଦିଲ୍ଲୀ,୨୪।୧୨: କୃଷି ଆଇନ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଲଗାତାର ଘେରିବା ଉଦ୍ୟମ ଜାରି ରହିଛି। ଅନ୍ନଦାତାଙ୍କୁ ସମର୍ଥନ କରି କଂଗ୍ରେସ...

‘ଜନତା କର୍ଫ୍ୟୁ’: ବାତିଲ ହେଲା ୩ହଜାର ୭ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏହାକୁ ନେଇ ଏବେ ସାରା ବିଶ୍ୱ ଏକ ପ୍ରକାର ସ୍ଥାଣୁ ପାଲଟି...

ଝିଅଙ୍କ ବିବାହ ବୟସରେ ହେବ ପରିବର୍ତ୍ତନ: ମୋଦି ଦେଲେ ସୂଚନା

ନୂଆଦିଲ୍ଲୀ,୧୫।୮: ଦେଶରେ ମାତୃ ମୃତ୍ୟୁ ହାର କମାଇବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହା ଅନ୍ତର୍ଗତ ଝିଅଙ୍କ ବିବାହ ବୟସ ଏବେ ୧୮...

Advertisement
Archives

Model This Week