୨ଲକ୍ଷ ରାପିଡ୍‌ ଟେଷ୍ଟିଂ ପାଇଁ ଚାଲିଛି କିଟ୍‌ ସଂଗ୍ରହ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଟି ପ୍ରମୁଖ ଅସ୍ତ୍ର ରହିଛି। ଗୋଟିଏ ହେଉଛି ସତର୍କତା ଏବଂ ଅନ୍ୟଟି ହେଉଛି ନମୁନା ପରୀକ୍ଷା କରି ଆକ୍ରାନ୍ତଙ୍କୁ ଚିହ୍ନଟ କରିବା। ଏହି ୨ଟିକୁ ଯଦି ଆମେ ସତର୍କତାର ସହ ପାଳନ କରିବା ତେବେ କରୋନା ସଂକ୍ରମଣକୁ ରୋକିବାରେ ସଫଳ ହୋଇପାରିବା ବୋଲି ଶୁକ୍ରବାର ଡିଏମ୍‌ଇଟି ପ୍ରଫେସର ସି.ବି.କେ ମହାନ୍ତି କହିଛନ୍ତି। କରୋନା ମୁକାବିଲା ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ଆମେ ଯେତିକି ସଂଖ୍ୟାରେ ନମୁନା ପରୀକ୍ଷା କରିପାରିବା, ସେତିକି ଭଲ ହେବ। ଖୁବ୍‌ଶୀଘ୍ର ୨ଲକ୍ଷ ରାପିଡ ଟେଷ୍ଟିଂ ପାଇଁ କିଟ୍‌ ସଂଗ୍ରହ କରାଯାଉଛି ବୋଲି ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଭ ଦେବନି ଆର୍‌ବିଆଇ ଘୋଷଣା

ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନା ପ୍ରଭାବରେ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଫଳରେ ଏବେ ସରକାରୀ, ବେସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭକରି ଛୋଟ, ବଡ଼ ଦୋକାନ ବଜାର...

ଆରମ୍ଭ ହେଲା ଘୋଷଯାତ୍ରା: ଭକ୍ତମୟ ପୁରୀ; ପହଣ୍ଡି ବିଜେରେ ଆସିଲେଣି ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା, ପଛରେ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୪।୭: ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। ଥିଲା ମହାପ୍ରଭୁଙ୍କୁ ଅପେକ୍ଷା। ଶେଷରେ ଅପେକ୍ଷାର ଅନ୍ତ ଘଟାଇ ଭକ୍ତମାନଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସୁଛନ୍ତି...

ଏବେ ବି ଉତ୍ତର କୋରିଆରେ ପହଞ୍ଚିନି କରୋନା ମହାମାରୀ !

ସିଓଲ,୨।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ଏହା ୨୦୫ଟି ଦେଶରେ ମହାମାରୀ ରୂପ ନେଇଛି। ତେବେ ଉତ୍ତରକୋରିଆ ଏବେ...

ଫେରୁଥିବା ରାଜ୍ୟରୁ ଅନୁମତି ଆଣିବା ବାଧ୍ୟତାମୂଳକ

ଭୁବନେଶ୍ୱର,୫ା୫(ବ୍ୟୁରୋ): ଯେଉଁ ରାଜ୍ୟରୁ ଲୋକମାନେ ଓଡ଼ିଶାକୁ ଫେରୁଛନ୍ତି ସେଠାରୁ ସେମାନେ ଅନୁମତିପତ୍ର ଆଣିବା ସହିତ ଯାନବାହନର ସମ୍ପୂର୍ଣ୍ଣ ବିବରଣୀ ରାଜ୍ୟ ସରକାରଙ୍କ କୋଭିଡ୍‌ ପୋର୍ଟାଲରେ ପଞ୍ଜୀକରଣ...

ବଣ୍ଡାଘାଟିରେ ଜଳକଷ୍ଟ: ବର୍ଷାଦିନେ ବି ଚୁଆପାଣି ଭରସା

ଗୋବିନ୍ଦପାଲି,୨୨ା୭(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖିବାକୁ ମିଳିଛି। ବର୍ଷାଦିନେ ମଧ୍ୟ ଲୋକେ ଚୁଆପାଣି ଉପରେ ନିର୍ଭର କରୁଛନ୍ତି।...

ସମବାୟ ସଂସ୍ଥା ଦ୍ୱାରା କୃଷି ଋଣ ପ୍ରଦାନ ପାଇଁ ପ୍ରସ୍ତୁତ ହେବ ରୋଡ୍‌ ମ୍ୟାପ୍‌: ରଣେନ୍ଦ୍ର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ)- ରାଜ୍ୟରେ ସମବାୟ ସଂସ୍ଥା ମାଧ୍ୟମରେ ଋଣ ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ରୋଡ଼ ମ୍ୟାପ୍‌ ପ୍ରସ୍ତୁତ କରାଯିବ । କୃଷି କ୍ଷେତ୍ରରେ...

‘ମୁଁ ସଫେଇବାଲା’ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ପରିଚ୍ଛନ୍ନତା ଏକ ମାନସିକତା। ଆସନ୍ତୁ ଶପଥ ନେବା, ନିଜ ପରିବେଶ ଓ ସହରକୁ ସଫାସୁତୁରା ରଖିବା। ସ୍ବଚ୍ଛତାରେ ସାମୂହିକ ପରିବର୍ତ୍ତନ ଆଣିବା ଲାଗି...

ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଲୋକସେବା ଭବନ ବିଭିନ୍ନ କିସମର ଶୀତଦିନିଆ ଫୁଲର ସମ୍ଭାରରେ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି। ସର୍ବସାଧାରଣ ଜାନୁୟାରୀ ୧୧(ଦ୍ୱିତୀୟ ଶନିବାର),୧୨(ରବିବାର), ୧୯(ରବିବାର), ୨୫(ଚତୁର୍ଥ...

Coronavirus Update

Archives

Model This Week

Why Dharitri