୨ଶହ କୋଟି କ୍ଲବରେ ସାମିଲ ହେବାକୁ ଯାଉଛି ‘ହାଉସ୍‌ଫୁଲ୍‌-୪’

ମୁମ୍ବାଇ: ଗତ ଧନତେରସରେ ରିଲିଜ ହୋଇଥିବା ବଲିଉଡ୍‌ ମୁଭି ‘ହାଉସ୍‌ଫୁଲ-୪’ ଏବେ ୨ଶହ କୋଟି କ୍ଲବରେ ସାମିଲ ହେବାକୁ ଯାଉଛି। ଅକ୍ଷୟ କୁମାର, ବବି ଦେଓଲ, ରିତେଶ ଦେଶମୁଖ, କ୍ରିତି ସାନନ, ପୂଜା ହେଗଡେ ଓ କୃତି ଖରବନ୍ଦାଙ୍କ ଭଳି କଳାକାର ଏଥିରେ ଅଭିନୟ କରିଛନ୍ତି। ସୋମବାର ଏହା ୫.୫୦ରୁ ୫.୭୫ କୋଟି ବ୍ୟବସାୟ କରିଛି। ତେବେ ୧୧ଦିନ ମଧ୍ୟରେ ଫିଲ୍ମଟି ପ୍ରାୟ ୧୭୫ କୋଟି ଆୟ କରିଥିବା ଜଣାପଡିଛି। ତେଣୁ ଏହାକୁ ଦେଖିଲେ ଲାଗୁଛି କି ଏହା ଖୁବ୍‌ଶୀଘ୍ର ୨ଶହ କୋଟି କ୍ଲବରେ ସାମିଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri