୨୦ରୁ ଆଦାୟ ହେବ ଟୋଲ୍‌ ଟାକ୍ସ

ନୂଆଦିଲ୍ଲୀ,୧୯।୪: ଚଳିତ ମାସ ୨୦ ତାରିଖରେ ଟୋଲ୍‌ ଟାକ୍ସ ସଂଗ୍ରହ ପୁଣି ଥରେ ଆରମ୍ଭ ହେବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇଛି। ସରକାରଙ୍କ ଏଭଳି ନିଷ୍ପତ୍ତିକୁ ପରିବହନ ଏବଂ ଲଜିଷ୍ଟିକ୍‌ କ୍ଷେତ୍ର ସହ ଜଡିତ ବ୍ୟକ୍ତିବିଶେଷ ବିରୋଧ କରିଛନ୍ତି। ଲକ୍‌ଡାଉନ ପାଇଁ ୨୫ ମାର୍ଚ୍ଚରୁ ସରକାର ଟୋଲ୍‌ ଟିକସ ସଂଗ୍ରହକୁ ବାଦ୍‌ ଦେଇଥିଲେ। ଜରୁରୀ ସାମଗ୍ରୀ ପରିବହନ ପାଇଁ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଥିଲେ। ୨୦ ଏପ୍ରିଲଠାରୁ କିଛି କ୍ଷେତ୍ରରେ ଆର୍ଥତ୍କ କାର୍ଯ୍ୟକଳାପକୁ ସରକାର ଅନୁମତି ପ୍ରଦାନ କରିଛନ୍ତି। ଏହାକୁ ଧ୍ୟାନରେ ରଖି ଟୋଲ୍‌ ଟିକସ ସଂଗ୍ରହ ନେଇ ନିଷ୍ପତ୍ତି ହୋଇଥିବା ପରିବର୍ତ୍ତିତ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଣ ସମାଧାନ:ଆର୍‌ବିଆଇ ଦେଇପାରେ ଅତିରିକ୍ତ ୬୦ଦିନର ସମୟ

ମୁମ୍ବାଇ,୨୬-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଅସୁଲ ହେଉ ନ ଥିବା ଋଣ(ଏନ୍‌ପିଏ) ମାମଲାର ସମାଧାନ ଲାଗି ନିୟମରେ ସଂଶୋଧନ କରିବାକୁ ପ୍ରସ୍ତୁତ ହେଉଛି। ସଂଶୋଧିତ ନିୟମରେ...

ରପ୍ତାନି, ବାଣିଜ୍ୟ ନିଅଣ୍ଟ ହ୍ରାସ

ନୂଆଦିଲ୍ଲୀ,୧୬-୭: ଦେଶର ରପ୍ତାନୀ ଜୁନ୍‌ରେ ୯.୭୧% ହ୍ରାସ ପାଇ ୨୫.୦୧ ବିଲିୟନ ଡଲାରରେ ପହଞ୍ଚତ୍ଛି। ଗତବର୍ଷ ଏହି ସମୟରେ ଏହା ୨୭.୭ ବିଲିୟନ ଡଲାର ଥିଲା।...

ମାନ୍ଦାବସ୍ଥା ମନ୍ତବ୍ୟକୁ ନେଇ ଟ୍ରୋଲ୍‌ ହେଲେ ରବିଶଙ୍କର

ନୂଆଦିଲ୍ଲୀ,୧୪-୧୦: ଅର୍ଥନୀତିରେ ମାନ୍ଦାବସ୍ଥା ନ ଥିବାରୁ ଗୋଟିଏ ଦିନରେ ରିଲିଜ ହୋଇଥିବା ୩ ସିନେମା ୧୨୦ କୋଟି ଟଙ୍କା ବ୍ୟବସାୟ କରିଥିବା କହି ସୋସିଆଲ ମିଡିଆରେ...

ଏଜିଆର୍‌ ମାମଲାରେ ପୁଣି ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯-୩: ଆଡଜଷ୍ଟେଡ୍‌ ଗ୍ରସ ରେଭିନ୍ୟୁ(ଏଜିଆର୍‌) ମାମଲାରେ ସୁପ୍ରିମକୋର୍ଟ ପୁଣି ଥରେ ଟେଲିକମ କମ୍ପାନୀଙ୍କ ଉପରେ ବର୍ଷିଛନ୍ତି। ଟେଲିକମ କମ୍ପାନୀଗୁଡିକ ନିର୍ଦ୍ଦେଶ ପାଳନ ନ ଲେ କମ୍ପାନୀଗୁଡିକର...

ରେପୋ ରେଟ୍‌ ହ୍ରାସ ପ୍ରଭାବ;୪୩୪ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୫-୧୦: ଦେଶର ଜିଡ଼ିପି ଅଭିବୃଦ୍ଧି ହାର ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି କମିବ ବୋଲି ରିଜର୍ଭ ବ୍ୟାଙ୍କ ଏହାର ମୁଦ୍ରାନୀତି କମିଟି ବୈଠକରେ ପୂର୍ବାନୁମାନ କରିଛି।...

ଅଭିବୃଦ୍ଧି ନେଇ ସରକାରଙ୍କ ଚିନ୍ତା

ନୂଆଦିଲ୍ଲୀ,୧।୫: ଲକ୍‌ଡାଉନ ପରେ ଦେଶର ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ଛିଡା କରାଇବା ଲାଗି ସରକାର ଯୋଜନା ହାତକୁ ନେଉଛନ୍ତି। ଦେଶର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବାକୁ...

ବିମାନ କମ୍ପାନୀ ରାଜସ୍ବ ୮୫.୭% କମିଛି

ନୂଆଦିଲ୍ଲୀ,୧୭।୯: ଆର୍ଥତ୍କ ବର୍ଷ ୨୦୨୦-୨୧ର ପ୍ରଥମ ତ୍ରୈମାସରେ ବିମାନ କମ୍ପାନୀଗୁଡିକର ରାଜସ୍ବ ୮୫.୭% ହ୍ରାସ ଘଟି ୩,୬୫୧ କୋଟି ରହିଛି। କୋଭିଡ୍‌-୧୯ ଯୋଗୁ ବିମାନ ସେବା...

ଟେଲିକମ କମ୍ପାନୀଗୁଡିକୁ ବଡ ଆଶ୍ୱସ୍ତି;୧୦ ବର୍ଷରେ ପଇଠ କରିବେ ଏଜିଆର୍‌ ଦେୟ

ନୂଆଦିଲ୍ଲୀ,୨।୯: ଆଡ୍‌ଜଷ୍ଟେଡ୍‌ ଗ୍ରସ ରେଭେନ୍ୟୁ (ଏଜିଆର୍‌) ମାମଲାରେ ଟେଲିକମ କମ୍ପାନୀଙ୍କୁ ବଡ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ମଙ୍ଗଳବାର ଏହି ମାମଲାର ଶୁଣାଣି କରି କମ୍ପାନୀଗୁଡିକୁ ୧୦...

Advertisement
Archives

Model This Week