୨୦ରୁ ଇ-କମର୍ସରେ ମିଳିବ ମୋବାଇଲ,ଟିଭି, ଫ୍ରିଜ୍‌

ନୂଆଦିଲ୍ଲୀ,୧୭।୪ : ଇ-କମର୍ସ କମ୍ପାନୀଗୁଡ଼ିକୁ ସରକାର ପ୍ରାଥମିକ ପର୍ଯ୍ୟାୟରେ କିଛିଟା ଆଶ୍ୱସ୍ତି ଦେଇଛନ୍ତି। ଚଳିତ ମାସ ୨୦ରୁ ଇ-କମର୍ସ ସାଇଟଗୁଡିକରେ ଲୋକମାନେ ମୋବାଇଲ, ଟିଭି ଏବଂ ଫ୍ରିଜ୍‌ ଭଳି ସାମଗ୍ରୀ କ୍ରୟ କରିବାର ସୁବିଧା ପାଇପାରିବେ। ସରକାର କମ୍ପାନୀଗୁଡିକୁ ଏ ଦିଗରେ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସାମଗ୍ରୀ ଡେଲିଭରି କରିବାକୁ ଥିବା ବ୍ୟକ୍ତିବିଶେଷଙ୍କୁ ଏଥିଲାଗି ସ୍ଥାନୀୟ କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ନେବାକୁ ପଡିବ। ସୂଚନାଯୋଗ୍ୟ ବର୍ତ୍ତମାନ ଇ-କମର୍ସ କମ୍ପାନୀଗୁଡ଼ିକ କେବଳ ଜରୁରୀ ସାମଗ୍ରୀ ହୋମ୍‌ ଡେଲିଭରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକ ସାମଗ୍ରୀ ପରିବହନରେ ରେଲଓ୍ବେ

ଭୁବନେଶ୍ୱର,୧୨।୪: ଲକ୍‌ଡାଉନ ସ୍ଥିତିରେ ଆବଶ୍ୟକ ସାମଗ୍ରୀ ପରିବହନ ଲାଗି ରେଲଓ୍ବେ ପକ୍ଷରୁ ନିରନ୍ତର ସେବା ଯୋଗାଣ ହେଉଛି। ଶନିବାର ସକାଳୁ ବିଶାଖାପାଟଣା ରେଳଷ୍ଟେଶନରୁ ସ୍ବତନ୍ତ୍ର ପାର୍ସଲ...

ସିଦ୍ଧାର୍ଥ ଏଲ୍‌ଆଇସିର ନୂଆ ଚେୟାରମ୍ୟାନ

ନୂଆଦିଲ୍ଲୀ,୨୯।୪: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ନୂତନ ଚେୟାରମ୍ୟାନ ଭାବେ ବରିଷ୍ଠ ବୀମା ଅଧିକାରୀ ସିଦ୍ଧାର୍ଥ ମହାନ୍ତିଙ୍କୁ ଶୁକ୍ରବାର ଭାରତ ସରକାର ନିଯୁକ୍ତ କରିଛନ୍ତି। ସେ...

୧.୨୯ ଲକ୍ଷ କୋଟି ଟଙ୍କା ରିଫଣ୍ଡ ଦେଲା ସିବିଡିଟି

ନୂଆଦିଲ୍ଲୀ: କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ୧.୨୯ ଲକ୍ଷ କୋଟି ଟଙ୍କା ଟିକସଦାତାଙ୍କୁ ରିଫଣ୍ଡ ପ୍ରଦାନ କରାଯାଇଛି। ଏପ୍ରିଲରୁ ନଭେମ୍ବର ମଧ୍ୟରେ ୩୯.୪୯ ଲକ୍ଷ...

ଜୁଲାଇ-ସେପ୍ଟେମ୍ବର ଜିଡିପି ନମ୍ବର ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ,୧୩-୧୧: ନଭେମ୍ବର ୨୯ରେ ଜିଡିପି ତଥ୍ୟ ସମ୍ପର୍କରେ ଘୋଷଣା ହେବ। ଭାରତର ଜିଡିପି ୬ ବର୍ଷର ସବୁଠାରୁ ନିମ୍ନ ସ୍ତରରେ ଥିବାରୁ ଏହି ଘୋଷଣା ଗୁରୁତ୍ୱପୂର୍ଣ୍ଣ...

ଅକ୍ଟୋବରରେ ୮ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୮-୯: ଆସନ୍ତା ମାସରେ ବ୍ୟାଙ୍କରେ ଜରୁରୀ କାମ କରିବା ଲାଗି ଯୋଜନା ପ୍ରସ୍ତୁତ କରିବା ପୂର୍ବରୁ ସାମାନ୍ୟ ଭାବିବା ଉଚିତ୍‌ ହେବ। କାରଣ ଅକ୍ଟୋବରରେ ଦଶହରା,...

ବାଇଡେନ ଟ୍ରାଞ୍ଜିଶନ: ରେକର୍ଡ ସ୍ତରରେ ୟୁଏସ୍‌ ଶେୟାର ବଜାର

ନୂଆଦିଲ୍ଲୀ: ନୂଆ କରି ରାଷ୍ଟ୍ରପତି ଭାବେ ନିର୍ବାଚିତ ବାଇଡେନଙ୍କ ଟ୍ରାଞ୍ଜିଶନ ଖବର ଆସିବା ପରେ ଆମେରିକାର ଶେୟାର ବଜାର ରେକର୍ଡ ସ୍ତରରେ ବନ୍ଦ ହୋଇଛି। ବର୍ତ୍ତମାନର...

ପୁଣି ଆକ୍ସନରେ ମୋଦି ସରକାର;୧୫ ବରିଷ୍ଠ ଆୟକର ଅଧିକାରୀ ଜବରଦସ୍ତ ବିଦା

ନୂଆଦିଲ୍ଲୀ,୨୮-୯: ଅପାରଗ ଅଧିକାରୀଙ୍କ ବିରୋଧରେ ପୁନର୍ବାର ମୋଦି ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଦୁର୍ନୀତି, ସିବିଆଇ ମାମଲା ଓ ଅନ୍ୟ କେତେକ କାରଣ ଯୋଗୁ ସରକାର...

ପର୍ଯ୍ୟଟନ ଲାଗି ଲିଜ୍‌ରେ କୋଚ୍‌ ଦେବ ରେଲଓ୍ବେ

ନୂଆଦିଲ୍ଲୀ,୧୩।୯: ରେଲଓ୍ବେ ଦ୍ୱାରା ସାରା ଦେଶରେ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବା ଲାଗି ସରକାର ଯୋଜନା ରଖିଛନ୍ତି। ସ୍ପେଶାଲ ଥିମ୍‌ ବିଶିଷ୍ଟ ସାଂସ୍କୃତିକ, ଧାର୍ମିକ ଏବଂ ଟୁରିଷ୍ଟ ସର୍କିଟ...

Advertisement
Archives

Model This Week