୨୦ରେ ଚନ୍ଦ୍ରକକ୍ଷରେ ପହଞ୍ଚତ୍ବ ଚନ୍ଦ୍ରୟାନ-୨

ଅହମଦାବାଦ: ଭାରତର ଦ୍ୱିତୀୟ ମୁନ୍‌ ମିଶନ୍‌ ‘ଚନ୍ଦ୍ରୟାନ-୨’ ଅଗଷ୍ଟ ୨୦ରେ ଚନ୍ଦ୍ର କକ୍ଷରେ ପହଞ୍ଚତ୍ବା ଆଶା କରାଯାଉଛି। ଏହା ସେପ୍ଟେମ୍ବର ୭ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଅଧ୍ୟକ୍ଷ କେ. ଶିବନ୍‌ ପ୍ରକାଶ କରିଛନ୍ତି। ଏଠାରେ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ଡକ୍ଟର ବିକ୍ରମ ସରାଭାଇଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବରେ ଯୋଗଦେଇ ଶିବନ୍‌ ଏହା କହିଛନ୍ତି। ୩,୮୫୦ କିଲୋଗ୍ରାମ ବିଶିଷ୍ଟ ଚନ୍ଦ୍ରୟାନ-୨ ହେଉଛି ୩ ମୋଡୁଲ ବିଶିଷ୍ଟ ସ୍ପେସ୍‌କ୍ରାଫ୍ଟ। ଏଗୁଡିକ ଅର୍ବିଟର, ଲ୍ୟାଣ୍ଡର ଏବଂ ରୋଭର। ଏହାକୁ ଜୁଲାଇ ୨୨ରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ଲଞ୍ଚ୍‌ କରାଯାଇଥିଲା। ଅଗଷ୍ଟ ୧୪ ରାତି ୩ଟା ୩୦ରେ ଚନ୍ଦ୍ରୟାନ-୨ ପୃଥିବୀର କକ୍ଷପଥ ଛାଡି ଚନ୍ଦ୍ର ଅଭିମୁଖେ ଯାତ୍ରା କରିବ। ଅଗଷ୍ଟ ୨୦ରେ ଏହା ଚନ୍ଦ୍ରର କକ୍ଷପଥରେ ପହଞ୍ଚତ୍ବ। ଏହା ଚନ୍ଦ୍ରକୁ ପରିକ୍ରମା କରି ସେପ୍ଟେମ୍ବର ୭ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ। ଉକ୍ତ ଯାନର ସମସ୍ତ ସିଷ୍ଟମ ଭଲଭାବେ କାର୍ଯ୍ୟ କରୁଥିବା ଶିବନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଆର ମାଗୁଣି

ମୋ’ ବସ୍‌ ରାଜରାସ୍ତାରେ ଗଡ଼ିବା ଆରମ୍ଭ କରିଥିଲା। ବସ୍‌ ଭିତରେ ବିଶେଷ ଭିଡ଼ ନ ଥିଲା । ପଛପଟକୁ ଗୋଟେ କଡ଼ିକିଆ ସିଟ୍‌ ଅକ୍ତିଆର କରି...

ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଇସ୍ତଫା

ନୂଆଦିଲ୍ଲୀ,୮ା୯(ପି.ଟି.): ମେଘାଳୟକୁ ବଦଳି କରାଯିବାରୁ ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ବିଜୟ କେ. ତାହିଲରମଣୀ ଇସ୍ତଫା ଦେଇଛନ୍ତି। ବଦଳିର ପୁନର୍ବିଚାର ପାଇଁ ସେ କରିଥିବା ଅନୁରୋଧକୁ...

ସଂସଦ ଭବନ ଆକ୍ରମଣକୁ ପୂରିଲା ୧୯ ବର୍ଷ; ମାଷ୍ଟରମାଇଣ୍ଡ ଆଝାର ପାକିସ୍ତାନରେ

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ରବିବାର ୧୯ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫...

ପ୍ରଜାପତି: କିଛି ଜାଣିବା କଥା

ପୃଥିବୀ ପୃଷ୍ଠରେ ପ୍ରାୟ ୨୮,୦୦୦ ପ୍ରକାରର ପ୍ରଜାପତି ଦେଖାଯାଇଥାନ୍ତି। ପ୍ରତି ପ୍ରଜାପତିଙ୍କର ଆକାର ଭିନ୍ନ ଭିନ୍ନ ହୋଇଥାଏ। ପୁରୁଷ ପ୍ରଜାପତିଙ୍କ ତୁଳନାରେ ସ୍ତ୍ରୀ ପ୍ରଜାପତିମାନେ ଦେଖିବାକୁ...

ବିବେକ କୁମାର ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ନୂଆଦିଲ୍ଲୀ, ୨୦ା୭(ପି.ଟି.): ଭାରତୀୟ ବିଦେଶ ସେବା (ଆଇଏଫ୍‌ଏସ୍‌) ଅଫିସର ବିବେକ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ...

ଜ୍ୱାଇଁ ସମସ୍ତଙ୍କ ଘରେ ଅଛନ୍ତି, ହେଲେ କଂଗ୍ରେସରେ ଏହା ଏକ ବିଶେଷ ନାମ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୨ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର ରାଜ୍ୟ ସଭାରେ ବଜେଟକୁ ନେଇ ହେଉଥିବା ଚର୍ଚ୍ଚାର ଉତ୍ତର ଦେବାକୁ ଯାଇ କଂଗ୍ରେସକୁ ଟାର୍ଗେଟ କରିଛନ୍ତି ।...

କରୋନା ଟିକା ନ ନେଲେ ନିଆଯିବ ଆଇନଗତ କାର୍ଯ୍ୟାନୁଷ୍ଠାନ

ପଣ୍ଡିଚେରୀ,୫ ।୧୨: ଏବେ କରୋନା ଭାଇରସର ତୃତୀୟ ଲହର ଆସିବା ଆଶଙ୍କା କରାଗଲାଣି । ଏହାକୁ ଦୃଷ୍ଟିରେ ରଖି ସାରା ଦେଶ ପ୍ରସ୍ତୁତି ଆରମ୍ଭ କରିଦେଇଛି...

ମୁଲାୟମଙ୍କ ଜନ୍ମଦିନ, ଲକ୍ଷ୍ନୌରେ କେକ କାଟିବେ ଅଖିଳେଶ

ଲକ୍ଷ୍ନୌ,୨୨ ।୧୧: ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂ ଯାଦବ ୮୩ ବର୍ଷରେ ପଦାର୍ପଣ କରିଛନ୍ତି । ତାଙ୍କ ଜନ୍ମଦିନ ପାଳନ କରିବାକୁ ମୁଲାୟମଙ୍କ ଭାଇ...

Advertisement


Archives

Model This Week