୨୦ହଜାର ଲୁଟ୍‌ ଘଟଣା: ଜେଲ୍‌ ଗଲେ ୨ ଅଭିଯୁକ୍ତ

ରୂପ୍‌ସା, ୧୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଆଙ୍କୋ ମାର୍କେଟ୍‌ ଛକରୁ ଧରାପଡ଼ିଥିବା ୨ଲୁଟେରାଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।

ଗତ ୧୬ତାରିଖ ଅପରାହ୍ନରେ ଆଙ୍କୋ ଗ୍ରାମର ରନତ୍ାକର ବେହେରା ସ୍ଥାନୀୟ ୟୁନାଇଟେଡ଼ ବ୍ୟାଙ୍କ ଅଫ୍‌ ଇଣ୍ଡିଆରୁ ୨୦ହଜାର ଟଙ୍କା ଉଠାଇ ସାଇକେଲ ଯୋଗେ ଘରକୁ ଫେରୁଥିଲେ। ଗଞ୍ଜାମ ଜିଲା ଆସିକା ଥାନା ଅଞ୍ଚଳର ପି. ଅଜୟ ଓ କୋଦଳା ଥାନା ଅଞ୍ଚଳର ପି. ସୁଭାଷ ଏକ ବାଇକ୍‌ ଯୋଗେ ତାଙ୍କୁ ପିଛା କରି ଆଙ୍କୋ ୟୁପି ସ୍କୁଲ ନିକଟରୁ ଟଙ୍କା ଲୁଟ୍‌ କରି ଦ୍ରୁତବେଗରେ ପଳାଉଥିଲେ। ମାତ୍ର ଭାରସାମ୍ୟ ହରାଇ ଛକ ନିକଟରେ ପଡ଼ିଯିବାରୁ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ କାବୁ କରିଥିଲେ। ଲୁଟେରାଦ୍ୱୟଙ୍କୁ ସ୍ଥାନୀୟ ଲୋକେ ନିର୍ଧୁମ ମାଡ଼ ମାରି ପୋଲିସଙ୍କୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ଆହତଦ୍ୱୟଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଏନେଇ ମାମଲା (ନଂ. ୮୪/୧୯) ସୋମବାର ସେମାନଙ୍କୁ ଚିକିତ୍ସାଳୟରୁ ଅଣାଯାଇ ପଚରାଉଚୁରା କରାଯାଇଥିଲା। ଅଭିଯୁକ୍ତଙ୍କଠାରୁ ଚୋରି ଟଙ୍କା ଓ ବାଇକ ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗାଡିକୁ ଧରି ଚମ୍ପଟ ମାରିଲେ ଦୁର୍ବୃତ୍ତ

କୋଟଗଡ଼,୧୯।୧୦(ଡି.ଏନ.ଏ.): ବନ୍ଧୁକ ଦେଖାଇ ଲୁଟିନେଲେ ଅମୃତଭଣ୍ଡା ବୋଝେଇ ପିକଅପ୍‌ ଭ୍ୟାନ୍‌। କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧୀନରେ ଥିବା ଜକିକିଆ ସ୍ଥାନରୁ ଏଭଳି ଏକ ଖବର...

ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଧରି ଚମ୍ପଟ ମାରିଲେ ଲୁଟେରା

ଠାକୁରମୁଣ୍ଡା,୩୧।୫(ଡି.ଏନ.ଏ.): କାର୍‌ ଭିତରୁ ଲୁଟି ନେଲେ ଟଙ୍କା ବ୍ୟାଗ୍‌। ଠାକୁରମୁଣ୍ଡା ବଜାରରେ କାର୍‌ ଛିଡା କରି ଜଳଖିଆ ଖାଉଥିବାବେଳେ କାର୍‌ ଭିତରେ ବସିଥିବା ମହିଳାଙ୍କ ନିକଟରୁ...

ରକ୍ତ ନମୁନା ସଂଗ୍ରହ, ଔଷଧ ବଣ୍ଟନ

ଭୁବନ, ୨୮ା୫(ଡି.ଏନ୍‌.ଏ.)ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ଓ୍ବାର୍ଡରେ ଜଣ୍ଡିସ ରୋଗ ବ୍ୟାପୁଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଏହାର ନିୟନ୍ତ୍ରଣ ପାଇଁ ଜିଲା...

କେନ୍ଦୁଝର ଜିଲାପାଳଙ୍କୁ ପୁଣି ସମନ

କେନ୍ଦୁଝର, ୨୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶିଷ୍‌ ଠାକରେଙ୍କୁ ପୁଣି ସମନ କରିଛନ୍ତି ଜାତୀୟ ଜନଜାତି କମିଶନ। କମିଶନଙ୍କ ସଦସ୍ୟ ଅନନ୍ତ ନାୟକଙ୍କ ଇଜ୍‌ଲାସରେ ମେ’୯ ଦିନ...

ମକା ବିକ୍ରି ପାଇଁ ମଣ୍ଡି ନାହିଁ, ଚାଷୀ ହତାଶ

ଆର.ଉଦୟଗିରି,୧୪ା୧୨(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ ଓ ମୋହନା ବ୍ଲକ ଅଞ୍ଚଳରେ ବ୍ୟାପକ ମକା ଚାଷ ହେଉଛି। ସରକାର ଚାଷୀମାନଙ୍କଠାରୁ ମକା କ୍ରୟ କରୁ ନ ଥିବାବେଳେ...

ସିନାପାଲି: ଉଦନ୍ତୀର ଦୁଇ କୂଳ ମୁକୁଳା :ବନ୍ୟା ଜଳରେ ତଟବର୍ତ୍ତୀ ଗଁ। କ୍ଷତିଗ୍ରସ୍ତ

ସିନାପାଲି,୭।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲି ଦେଇ ପ୍ରବାହିତ ଉଦନ୍ତୀ ନଦୀରେ ବନ୍ୟା ଜଳ ଆସି ୨ କୂଳର ଅନେକ ଚାଷ ଜମି ନଷ୍ଟ ହେଉଥିବା ବେଳେ...

ବଢୁଛି ଅଭିଯୋଗ, ଶୁଣିବାକୁ ନାହାନ୍ତି ଅଧିକାରୀ

କେନ୍ଦ୍ରାପଡ଼ା ଅଫିସ, ୨୩ା୭: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଏରଡଙ୍ଗ ପଞ୍ଚାୟତ ଅଞ୍ଚଳରେ ୫ଟି ପ୍ରକଳ୍ପରେ ଅନିୟମିତତା ହୋଇଥିବା ନେଇ ଜିଲା ପ୍ରଶାସନ ନିକଟରେ ଶୁକ୍ରବାର...

କଟକରେ ୫ଟି ସଚିବ: ବିଭିନ୍ନ ପ୍ରକଳ୍ପର କଲେ ଅନୁଧ୍ୟାନ

କଟକ ଅଫିସ,୨୨।୧: କଟକରେ ପହଞ୍ଚିଛନ୍ତି ୫ଟି ସଚିବ ଭି.ପାଣ୍ଡିଆନ। ବୁଧବାର ସକାଳ ୫ଟାରେ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ମୁଖ୍ୟତଃ...

Advertisement
Archives

Model This Week