୨୦୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା

କାମାକ୍ଷାନଗର, ୬।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ୨୦୦ରୁ ଊର୍ଦ୍ଧ୍ୱ ଛତିଶଗଡ଼ ଶ୍ରମିକଙ୍କ ସୋମବାର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଡାକ୍ତରୀ ଦଳ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିଛନ୍ତି। ଏଥିସହ ସେମାନଙ୍କୁ ସାବୁନ ବଣ୍ଟନ କରାଯିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଛି। ଲକ୍‌ଡାଉନ୍‌ ପରେ ସମ୍ପୃକ୍ତ ଶ୍ରମିକମାନେ ବିଭିନ୍ନ ସ୍ଥାନରେ ଫସି ରହିଥିଲେ। ସେମାନଙ୍କୁ ଉଦ୍ଧାର କରି ଆଳତୁମା ହାଇସ୍କୁଲ ଏବଂ ପ୍ରାଥମିକ ବିଦ୍ୟାଳୟରେ ଥଇଥାନ କରାଯାଇଛି। ସେଠାରେ ସେମାନଙ୍କ ଖାଇବାପିଇବା ବ୍ୟବସ୍ଥା କରାଯାଇଛି। ସ୍ବାସ୍ଥ୍ୟ ଯାଞ୍ଚ ବେଳେ ନିର୍ବାହୀ ଅଧିକାରୀ ବିରଜା ପ୍ରସାଦ ରଥ, ଉପଖଣ୍ଡ ମେଡିକାଲ ଅଧିକାରୀ ଡ. ରତ୍ନାକର ସାମଲ, ଡା. ସିଦ୍ଧାର୍ଥ ଶଙ୍କର ବେଉରା, ଫର୍ମାସିଷ୍ଟ ବିପିନ ବିହାରୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ନାହିଁ ରୋହିତ ଶର୍ମା! ‘ହିଟମ୍ୟାନ’ଙ୍କୁ ନେଇ ଏମିତି କହିଦେଲେ କୋଚ

ନୂଆଦିଲ୍ଲୀ,୧୭।୭: ଦ୍ୱିତୀୟ ଦିନିକିଆରେ ପୁଣି ଥରେ ବିଫଳ ହେବା ପରେ, ତୃତୀୟ ମ୍ୟାଚ ରୋହିତ ଶର୍ମାଙ୍କ ଶେଷ ହୋଇପାରେ ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ…

ଆନ୍ଧ୍ରପ୍ରଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ୪, ହାଇ ଆଲର୍ଟରେ…

ଅମରାବତୀ,୧୭।୭: ଆନ୍ଧ୍ରରେ ମାଡୁଛି କରୋନା ଭାଇରସ୍ । ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରାପାଣ୍ଡିଆନ୍ କହିଛନ୍ତି ଯେ ଜୁନ୍ ୨୬ ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ…

ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ…

ପରସ୍ପର କଥା ହେଉନାହାନ୍ତି କି କୋହଲି-ଗମ୍ଭୀର: କୋଚ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୭।୭: ବିରାଟ କୋହଲି ଏବଂ ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ ସମ୍ପର୍କକୁ ନେଇ ବହୁତ ସମୟ ଧରି କଳ୍ପନାଜଳ୍ପନା ଚାଲିଛି। ଗତ ବର୍ଷ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri