Posted inଜାତୀୟ

୨୦୦୦ କେନ୍ଦ୍ରୀୟ ପୋଲିସ ମଗାଇଲା ମହାରାଷ୍ଟ୍ର

ମୁମ୍ବାଇ,୧୪ା୫: ମହାରାଷ୍ଟ୍ର ସରକାର ୨୦ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ (ସିଏପିଏଫ୍‌)ଯୋଗାଇଦେବା ଲାଗି କେନ୍ଦ୍ରକୁ ଅନୁରୋଧ କରିଛନ୍ତି। ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ କହିଛନ୍ତି, କରୋନା ମୁକାବିଲା ପାଇଁ ମାର୍ଚ୍ଚ ୨୨ରୁ ରାଜ୍ୟରେ ଲକ୍‌ଡାଉନ କାର୍ଯ୍ୟକାରୀ ହୋଇଥିଲା। ଆଗକୁ ଇଦ୍‌ ଥିବାରୁ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ପଡ଼ିବ। ଏଥିସହିତ ରାଜ୍ୟ ପୋଲିସ କର୍ମଚାରୀମାନଙ୍କୁ ବିଶ୍ରାମ ଦେବା ଲାଗି ୨୦୦୦ କେନ୍ଦ୍ରୀୟ ପୋଲିସ ମଗାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଗନୟାନ ରକେଟ ବୁଷ୍ଟରର ସଫଳ ପରୀକ୍ଷା

ଚେନ୍ନାଇ,୧୩।୫: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହାର ପ୍ରଥମ ମାନବ ପ୍ରେରଣ ମିଶନ ଗଗନୟାନକୁ ଶୁକ୍ରବାର ଆଉ ଏକ ସଫଳତା ମିଳିଛି। ଏହାର କଠିନ...

ସିବିଆଇ ମୁଖ୍ୟ ଲାଗି ସଂକ୍ଷିପ୍ତ ତାଲିକାରେ ୩ ଅଧିକାରୀ

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ମୁଖ୍ୟ ଚୟନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା।...

ତୀର୍ଥଯାତ୍ରୀଙ୍କ ଉପରେ କାର୍‌ ମାଡିଯିବା ଘଟଣା: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ, ୨।୯: ଗୁଜୁରାଟର ଆରାଭାଲୀ ଜିଲାର ଅମ୍ବାଜୀରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ଜୀବନ ସାୟାହ୍ନରେ ଅବହେଳିତ: ଦେଶର ୮୯ ପ୍ରତିଶତ ଲୋକ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି

ନୂଆଦିଲ୍ଲୀ,୧୫।୬: ପ୍ରତିବର୍ଷ ଜୁନ୍‌ ୧୫ରେ ବିଶ୍ୱସ୍ତରରେ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର ସଚେତନତା ଦିବସ( ଓ୍ବାଲ୍ଡ ଏଲଡର ଆବ୍ୟୁଜ୍‌ ଆଓ୍ବାରନେସ୍‌ ଡେ) ପାଳନ କରାଯାଇଥାଏ। ୨୦୧୨ରେ...

ଗଡସେଙ୍କ ମନ୍ତବ୍ୟ ଉପରେ ୧୦ ଦିନ ମଧ୍ୟରେ ୩ ଭାଜପା ନେତାଙ୍କଠାରୁ ଜବାବ ମାଗିଲେ ଶାହ

ନୂଆଦିଲ୍ଲୀ,୧୭।୫: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ ରାଜନେତା କମଲ ହାସନଙ୍କ ବିବାଦୀୟ ବୟାନ ପରେ ରାଜନୀତି ହୋଇଛି ସରଗରମ। କମଲ ହାସନ ଗଡସେଙ୍କୁ...

ନଡ୍ଡା ହେଲେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୦।୧: କେନ୍ଦ୍ରର ଶାସନ ଗାଦିରେ ବସିଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଦୀର୍ଘ ୬ ବର୍ଷ ପରେ ଏବେ ମିଳିଛି ନୂଆ ଅଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ...

ପ୍ରତିଷ୍ଠିତ ବ୍ୟବସାୟୀ ପାଲୋଞ୍ଜୀ ମିସ୍ତ୍ରୀଙ୍କ ପରଲୋକ

ମୁମ୍ବାଇ,୨୮।୬: ଶାପୁରଜୀ ପାଲୋଞ୍ଜୀ ଗ୍ରୁପ୍‌ର ଚେୟାରମ୍ୟାନ ପାଲୋଞ୍ଜୀ ମିସ୍ତ୍ରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ବୟସରେ ମୁମ୍ବାଇରେ ଦେହାନ୍ତ ହୋଇଛି।...

ମୋଦିଙ୍କ ଆତ୍ମନିର୍ଭର ଅଭିଯାନ: ସିଏପିଏଫ୍‌ କ୍ୟାଣ୍ଟିନ୍‌ରେ ଜୁନ୍‌ ୧ରୁ ବିକ୍ରି ହେବ ସ୍ବଦେଶୀ ଉତ୍ପାଦ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଲକ୍‌ଡାଉନ୍‌ ଯୋଗୁ ଦେଶର ଅର୍ଥନୀତି ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives

Model This Week