୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର ହେବନି

ନୂଆଦିଲ୍ଲୀ,୧୧-୧୨: ୨୦୦୦ ଟଙ୍କିଆ ନୋଟ ବଜାରରୁ ପ୍ରତ୍ୟାହାର ନେଇ ରହିଥିବା ଖବରକୁ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର ଖାରଜ କରିଦେଇଛନ୍ତି। ଏହାକୁ ନେଇ ଚିନ୍ତା କରିବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି। ସମାଜବାଦି ପାର୍ଟି ଏମ୍‌ପି ବିଶ୍ୱମ୍ବର ପ୍ରଶାଦ ନିଷାଦଙ୍କ ୨୦୦୦ ଟଙ୍କିଆ ବନ୍ଦ କରି ନୂଆ ୧୦୦୦ ଟଙ୍କିଆ ଆଣିବା ନେଇ ଏକ ପ୍ରଶ୍ନ କରିଥିଲେ। ରାଜ୍ୟ ସଭାରେ ତାର ଉତ୍ତର ରଖି ଅର୍ଥରାଷ୍ଟ୍ରମନ୍ତ୍ରୀ ଠାକୁର କହିଛନ୍ତି ଯେ, ସରକାର ବିମୁଦ୍ରୀକରଣ ଦ୍ୱାରା କଳା ଟଙ୍କାକୁ ହଟାଇବା ଦିଗରେ ପଦକ୍ଷେପ ନେଇଥିଲେ। ଏହା ବାଦ ନକଲି ନୋଟ କାରବାର ଏବଂ ଟେରର ଫଣ୍ଡିଂର ହ୍ରାସ ଏବଂ ଡିଜିଟାଲ କାରବାର ବୃଦ୍ଧି ଭଳି ପ୍ରସଙ୍ଗକୁ ବିଚାର କରାଯାଇଥିଲା। ସଂସଦକୁ ଦିଆଯାଇଥିବା ତଥ୍ୟ ମୁତାବକ ୨୦୧୬ ନଭେମ୍ବର ୪ରେ ସାରା ଦେଶରେ ୧୭.୭୪ ଲକ୍ଷ କୋଟି ଟଙ୍କା ପ୍ରଚଳନରେ ଥିଲା। ଚଳିତ ବର୍ଷ ଡିସେମ୍ବର ୨ ସୁଦ୍ଧା ଏହା ୨୨.୩୫ ଲକ୍ଷ କୋଟି ଟପିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri