Posted inଜାତୀୟ

୨୦୦୮ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଆକ୍ରମଣ ମାମଲା: ୩ ପାକିସ୍ତାନୀ ସମେତ ୬ ଦୋଷୀ

ରାମପୁର(ଉତ୍ତରପ୍ରଦେଶ),୨ା୧୧(ଆଇଏଏନ୍‌ଏସ୍‌): ୧୨ ବର୍ଷ ତଳର ସିଆର୍‌ପିଏଫ୍‌ କ୍ୟାମ୍ପ ଆକ୍ରମଣ ଘଟଣାରେ ୮ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ରାମପୁରର ଅତିରିକ୍ତ ଜିଲା ଜଜ୍‌ କୋର୍ଟ ଦୋଷୀସାବ୍ୟସ୍ତ କରିଛନ୍ତି। ପ୍ରମାଣ ଅଭାବରୁ ଅନ୍ୟ ୨ ଜଣଙ୍କୁ ନିର୍ଦ୍ଦୋଷରେ ମୁକ୍ତ କରାଯାଇଛି। ଦୋଷୀସାବ୍ୟସ୍ତ ୬ ଆତଙ୍କବାଦୀଙ୍କ ମଧ୍ୟରୁ ୩ ଜଣ ପାକିସ୍ତାନୀ ନାଗରିକ। ଶନିବାର ଦଣ୍ଡ ଶୁଣାଣି ହେବ ବୋଲି ଅଦାଲତ କହିଛନ୍ତି। ୨୦୦୮ ଜାନୁୟାରୀ ୧ ଭୋର ସମୟରେ ରାମପୁରସ୍ଥିତ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏଥିରେ ୭ ଯବାନ ଶହୀଦ ହେବା ସହ ଜଣେ ରିକ୍ସାଚାଳକ ନିହତ ହୋଇଥିଲେ। ଅଭିଯୁକ୍ତମାନେ ଏବେ ଲକ୍ଷ୍ନୌ ଓ ବରେଲି ଜେଲ୍‌ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri