୨୦୦ କୋଟି କ୍ଲବ୍‌ରେ ସାମିଲ ହେଲା ‘ଗୁଡନ୍ୟୁଜ’

ଅକ୍ଷୟ କୁମାର ଓ କରୀନା କପୁରଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗୁଡନ୍ୟୁଜ’ ବକ୍ସ ଅଫିସରେ ଜବରଦସ୍ତ ପ୍ରଦର୍ଶନ କରିଛି। ଏହି ଚଳଚ୍ଚିତ୍ର ୨୦୦ କୋଟି କ୍ଲବ୍‌ରେ ସାମିଲ ହୋଇଛି। ଏପର୍ଯ୍ୟନ୍ତ ଚଳଚ୍ଚିତ୍ର ମୋଟ ୨୦୧.୧୪ କୋଟି ଟଙ୍କାର ବ୍ୟବସାୟ କରିଛି। ୨୦୧୯ରେ ପରଦାକୁ ଆସିଥିବା ଏହି ଚଳଚ୍ଚିତ୍ର ଅକ୍ଷୟଙ୍କ ଚତୁର୍ଥ ହିଟ ଚଳଚ୍ଚିତ୍ର ପାଲଟିଛି। କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଏହା ଉଲ୍ଲେଖନୀୟ ଆୟ କରୁଛି। ଭାରତରେ ଏହି ଚଳଚ୍ଚିତ୍ର ମୁକ୍ତିଲାଭର ପ୍ରଥମ ଦିନରେ ୧୭.୫୬ କୋଟି ଟଙ୍କା ଆୟ କରିଥିଲା। ‘ଗୁଡନ୍ୟୁଜ’ରେ ଅକ୍ଷୟ ଓ କରୀନାଙ୍କ ବ୍ୟତୀତ ଦିଲଜିତ୍‌ ଦୋସାଂଝ ଓ କିଆରା ଆଡଭାନୀ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ରାଜ ମେହତା ଏହାର ନିର୍ଦ୍ଦେଶନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ ଭୟ: ସ୍ଥଗିତ ରହିଲା ଆଇଫା ଆଓ୍ବାର୍ଡ ଉତ୍ସବ

ମୁମ୍ବାଇ,୬।୩: ସାରା ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରରେ ଆୟୋଜିତ ହେବାକୁ ଥିବା ଇଣ୍ଟରନ୍ୟାଶନାଲ ଇଣ୍ଡିଆନ ଫିଲ୍ମ...

ଲକ୍‌ଡାଉନ୍‌ ପାଇଁ ଅଟକିଥିଲା ତେଲୁଗୁ ହିରୋ ନିତିନଙ୍କ ବିବାହ: ହୋଇପାରେ ଜୁଲାଇ ଶେଷ ସୁଦ୍ଧା

ଟଲିଉଡ ତାରକା ନିତିନ୍‌ ଏବଂ ଶାଲିନିଙ୍କ ବିବାହ ଖବର କିଛି ଦିନ ଧରି ଚର୍ଚ୍ଚାରେ ରହିଆସୁଛି। ଫେବୃୟାରୀରେ ଦୁହିଁଙ୍କ ନିର୍ବନ୍ଧ ହୋଇଥିବା ବେଳେ ଏପ୍ରିଲରେ ବିବାହ...

ଆସନ୍ତା ୯ରେ ମୁମ୍ବାଇ ଯାଉଛି, କାହା ବାପାର ସାହାସ ଅଛି ମୋତେ ଅଟକାଇବ: କଙ୍ଗନା

ମୁମ୍ବାଇ,୪।୯-ବଲିଉଡ ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ୍‌ ଅନେକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏହି ହାଇପ୍ରୋଫାଇଲ ମୃତ୍ୟୁ ମାମଲାରେ ଦିନକୁ...

ଯବାନଙ୍କ ପାଇଁ ରୁଟି ପ୍ରସ୍ତୁତ କଲେ ବିକି କୌଶଲ

ଅଭିନେତା ବିକି କୌଶଲ ଭାରତୀୟ ଯବାନଙ୍କ ପାଇଁ ରୁଟି ପ୍ରସ୍ତୁତ କରିଛନ୍ତି। ଭାରତ-ଚାଇନା ବର୍ଡରରେ ଗସ୍ତ କରି ସୋସିଆଲ ମିଡିଆରେ ଫଟୋ ଶେୟାର୍‌ କରିଛନ୍ତି ବିକି।...

ଆମିରଙ୍କ ପାଇଁ କାନ୍ଦିବାକୁ ପଡ଼ିଥିଲା ଦିବ୍ୟାଙ୍କୁ

ବଲିଉଡ୍‌ରେ ମିଷ୍ଟର ପରଫେକ୍ଟ ଭାବେ ପରିଚିତ ଆମିର ଖାଁ ସୁନ୍ଦର ଅଭିନୟ ଏବଂ ଫିଲ୍ମ ଚୟନ କ୍ଷମତା ପାଇଁ ଅନ୍ୟ କଳାକାରଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। ବ୍ୟକ୍ତିଗତ...

ସୁଶାନ୍ତଙ୍କ ଟଙ୍କାରେ ୟୁରୋପ ଯାତ୍ରା କରିଛନ୍ତି ଏହି ଅଭିନେତ୍ରୀ, ଏବେ ଦେଲେ ଏମିତି ଉତ୍ତର

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀଙ୍କୁ ଏହି ଘଟଣାର...

୧୪ରେ ରିଲିଜ ହେବ ‘ଗେମ୍‌ ଓଭର’

ମୁମ୍ବାଇ: ଆଗାମୀ ବହୁଭାଷିକ ଥ୍ରିଲର ‘ଗେମ୍‌ ଓଭର’ ରିଲିଜ ଅପେକ୍ଷାରେ ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ। । ଏଥିରେ ସେ ଜଣେ ଭିନ୍ନକ୍ଷମ ଚରିତ୍ରରେ ଅଭିନୟ...

ଅଜୟ-ସୈଫ୍‌ଙ୍କ ‘ତାନାଜୀ’ର ରେକର୍ଡ, ସପ୍ତାହେ ନ ପୂରୁଣୁ ଶହେ କୋଟି କ୍ଲବରେ ସାମିଲ

ବମ୍ବେ: ରିଲିଜର ଗୋଟିଏ ସପ୍ତାହ ନ ପୂରୁଣୁ ଶହେ କୋଟି କ୍ଲବରେ ସାମିଲ ହୋଇଛି ଫିଲ୍ମ ‘ତାନାଜି-ଦ ଅନ୍‌ସଙ୍ଗ ଓ୍ବାରିୟର’। ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ...

Coronavirus Update


Archives

Model This Week

Why Dharitri