୨୦୦ ଫୁଟ୍‌ ତଳକୁ ଖସିଲା ବସ୍‌: ୧୯ ଯାତ୍ରୀ ମୃତ

ଇସ୍‌ଲାମାବାଦ୍‌, ୩।୭: ପାକିସ୍ତାନର ବେଲୁଚିସ୍ତାନର ଶିରାନୀ ଜିଲାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପାହାଡିଆ ରାସ୍ତାରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଭାରସମ୍ୟା ହରାଇ ୨୦୦ ଫୁଟ୍‌ ତଳକୁ ଖସି ପଡିଛି। ଦୁର୍ଘଟଣାରେ ୧୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମହତାବ ଶାହ ଏହି ସୂଚନା ଦେଇଛନ୍ତି। ବସ୍‌ରେ ୩୫ ଜଣ ଯାତ୍ରୀ ଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପ୍ରବଳ ବର୍ଷା କାରଣରୁ ବସ୍‌ଟି ନିୟନ୍ତ୍ରଣ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସୁବିଧାରେ ପଡ଼ିପାରନ୍ତି ଟ୍ରମ୍ପ

ଓ୍ବାଶିଂଟନ,୨୪ା୫: ୨୦୧୬ ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ସମୟରେ ଜଣେ ପର୍ନଷ୍ଟାରଙ୍କୁ ନୀରବ ରହିବା ପାଇଁ ଅର୍ଥ ଦେବା ଅପରାଧିକ ମାମଲାରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ...

ନେପାଳ ପ୍ରଧାନମନ୍ତ୍ରୀ ଅସୁସ୍ଥ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

କାଠମାଣ୍ଡୁ,୨୭।୩: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଅଲୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ରାତିରେ ୬୯ ବର୍ଷୀୟ ଅଲୀଙ୍କ ହୃଦ୍‌ସ୍ପନ୍ଦନ ବଢ଼ିଯିବା...

କିଭ୍‌ରେ ଡ୍ରୋନ୍‌ ଆକ୍ରମଣ: ୬ ନିହତ

କିଭ୍‌, ୧୮ା୧୦: ମିଶାଇଲ ମାଡ଼ର କିଛି ଦିନ ପରେ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ରୁଷିଆ ସୋମବାର ଘନଘନ ଡ୍ରୋନ ଆକ୍ରମଣ କରିଛି। ଏହାସହ ପୂର୍ବ...

ଆତଙ୍କ ଖେଳାଉଛି ବାଇଡେନଙ୍କ କୁକୁର

ଓ୍ବାଶିଂଟନ,୩୧।୩: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ କୁକୁର ପାଳିବାରେ ଭାରି ସଉକ। କିନ୍ତୁ ବାଇଡେନଙ୍କ ଏହି ସଉକ ଲୋକଙ୍କୁ କ୍ଷତି ପହଞ୍ଚାଉଛି। ଜୋ ବାଇଡେନଙ୍କ କୁକୁର...

ଟ୍ରାଫିକ୍‌ ନିୟମ ଭଙ୍ଗକାରୀଙ୍କୁ ଅଣ୍ଡା, ଟମାଟର ମାଡ଼ କରନ୍ତି ଏହି ବ୍ୟକ୍ତି

ଟ୍ରାଫିକ୍‌ ନିୟମ ସମସ୍ତଙ୍କ ପାଇଁ ଲାଗୁ ହୋଇଥାଏ। କିନ୍ତୁ କିଛି ଲୋକ ଥାନ୍ତି ଏହାକୁ ମାନନ୍ତି ନାହିଁ। ଟ୍ରାଫିକ୍‌ ନିୟମ ଭାଙ୍ଗୁଥିବା ଲୋକଙ୍କଠାରୁ ସରକାର ଜରିମାନା...

ସତର୍କ କରାଇଥିଲେ ସୁ ଚୀ

ୟାଙ୍ଗୁନ, ୩।୨: ମ୍ୟାନ୍‌ମାରରେ ଗଣତାନ୍ତ୍ରିକ ସଂସ୍କାର ସଫଳ ହେବ ଯଦି ଦେଶର ପ୍ରଭାବଶାଳୀ ସୈନ୍ୟବାହିନୀ ପରିବର୍ତ୍ତନକୁ ଗ୍ରହଣ କରିନିଏ। ପାଞ୍ଚ ଦଶନ୍ଧିର ସାମରିକ ଶାସନ ପରେ...

ଦିନ ଗଡ଼ୁଛି, ଚିନ୍ତା ବଢ଼ୁଛି

ଓ୍ବାଶିଂଟନ/ମସ୍କୋ/ବ୍ରାଜିଲିଆ,୨୩ା୫: ଦିନକୁ ଦିନ ମହାମାରୀ କରୋନା ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ଦିନ ଗଡ଼ିବା ସହ ଲୋକଙ୍କ ଚିନ୍ତା ଏଥିଲାଗି ବଢ଼ିବାରେ ଲାଗିଛି। ବର୍ତ୍ତମାନ...

ପ୍ରି-ଓ୍ବେଡିଂ ଫଟୋ ଶୁଟ୍‌ କରୁଥିଲେ କପଲ, ହଠାତ୍‌ ଲାଗିଗଲା କରେଣ୍ଟ୍‌; ଆଉ ତା’ ପରେ…

ବ୍ରାସିଲିଆ,୮ା୮: ଜଣେ ଯୁବ ଡାକ୍ତର ବିବାହ ପୂର୍ବରୁ ଭାବି ସ୍ତ୍ରୀଙ୍କ ସହ ଫଟୋ ଶୁଟ୍‌ କରୁଥିବାବେଳେ ହଠାତ୍‌ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ। ଫଳରେ ଦୁଇଜଣଙ୍କ ଘଟଣାସ୍ଥଳରେ...

Advertisement
Archives

Model This Week