୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ: ୨ ଅଟକ

ଜୟପୁର,୨।୩(ଡି.ଏନ୍‌.ଏ.): ହାଇଦ୍ରାବାଦରୁ ଏକ କ୍ୟାଣ୍ଟନରରେ ୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ମାଲକାନଗିରି ଜିଲାର କୋରୁକୋଣ୍ଡା ବ୍ଲକ ଅଞ୍ଚଳକୁ ଚାଲାଣ ବେଳେ ସୋମବାର ଭୋର୍‌ରୁ ଜୟପୁର ଟାଉନ ପୋଲିସ ଜବତ କରିଛି। ଏନେଇ ଡ୍ରାଇଭର ଏବଂ ହେଲପରଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇସ୍କୁଲରେ ପାଠପଢାଇଲେ ମନ୍ତ୍ରୀ ପ୍ରତାପ ଜେନା

କୁଆଁରମୁଣ୍ଡା,୨୩।୯(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ କୁମଝରିଆ ହାଇସ୍କୁଲକୁ ପଞ୍ଚାୟତିରାଜ, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୋମବାର ଅଚାନକ ପରିଦର୍ଶନ କରିଥିଲେ।...

ବିଭିନ୍ନ ସମସ୍ୟା ନେଇ ସିପିଆଇର ଗଣବିକ୍ଷୋଭ

ଏରସମା,୨୭ା୫(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟସ୍ଥିତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ସିପିଆଇ ରାଜ୍ୟ ପରିଷଦ ଓ କୃଷକ ସଭାର ସର୍ବଭାରତୀୟ ପ୍ରତିବାଦ ଦିବସ ଅବସରରେ ବିଭିନ୍ନ...

କେନ୍ଦ୍ରୀୟ ଆୟୁର୍ବେଦ ଅନୁସନ୍ଧାନ ପରିଷଦର ମହାନିର୍ଦ୍ଦେଶକ ପଦବୀରେ ପ୍ରଥମ ଓଡ଼ିଆ

ରଘୁନାଥପୁର,୧୭ା୨(ଡି.ଏନ୍‌.ଏ.):କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ (ସିସିଆର୍‌ଏଏସ୍‌)ର ମହାନିର୍ଦ୍ଦେଶକ ରୂପେ ପ୍ରଫେସର ରବିନାରାୟଣ ଆଚାର୍ଯ୍ୟଙ୍କୁ ନିଯୁକ୍ତି ଦିଆଯାଇଛି। ଭାରତ ସରକାରଙ୍କ ଆୟୁଷ ମନ୍ତ୍ରାଣାଳୟ ଅଧୀନ ଏହି...

କରୋନା ପଜିଟିଭ୍‌ଙ୍କ ନାଁରେ ଏତଲା

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଏନ୍‌ଏସିର ଭବାନୀ ଶଙ୍କର ପାତ୍ର ୧୮ ତାରିଖରେ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ୨୮ ଦିନ ହୋମ୍‌...

ଟାଙ୍ଗିଆରେ ମା’ଙ୍କୁ ହତ୍ୟା

ଚୌଦ୍ୱାର, ୧୬। ୭(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ କଖଡି ପଞ୍ଚାୟତ ଗୋପୀନାଥପଡା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକ ନିଜ ମା’ଙ୍କୁ ଟାଙ୍ଗିଆରେ ହାଣି...

ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଶୋଭାଯାତ୍ରା

ଖୋର୍ଦ୍ଧା ଅଫିସ,୧୩।୭: ଦେଶରେ କରୋନାର ଦ୍ବିତୀୟ ଲହର ଜାରି ରହିଛି। ଗତ ଦୁଇ ବର୍ଷ ହେଲା କରୋନା ପ୍ରଭାବରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି।...

ବୀରଗୋବିନ୍ଦପୁରର ଉନ୍ନତି ପାଇଁ ୨.୪୦ କୋଟି

ସାକ୍ଷୀଗୋପାଳ,୪ା୬(ଡି.ଏନ୍‌.ଏ.): କେନ୍ଦ୍ରରେ ମୋଦି ସରକାରଙ୍କ ଅଷ୍ଟମ ବର୍ଷ ପୂର୍ତ୍ତି ସମାରୋହ ପୁରୀ ଜିଲା ସତ୍ୟବାଦୀ ବ୍ଲକର ବୀରଗୋବିନ୍ଦପୁର ଗ୍ରାମରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମାରୋହର ମୁଖ୍ୟ...

ଇଡ୍‌କୋର ଜମି ବ୍ୟାଙ୍କ ପାଇଁ ଜନଶୁଣାଣି

ପାରାଦୀପ,୩୦ା୧୨(ସ୍ବ.ପ୍ର.): ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାର ୧୧୧ଟି ଗ୍ରାମ ସୀମାରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ନିଗମ (ଇଡ୍‌କୋ) ୨୮୪.୧୫ ଲକ୍ଷ ବର୍ଗ ମିଟର ବା ୨୮,୪୧୪...

Advertisement
Archives

Model This Week