Posted inଖେଳ

୨୦୧୩ଠାରୁ ଭାରତୀୟ ଦଳ ଜିତିପାରୁନାହିଁ ଆଇସିସି ଇଭେଣ୍ଟ

ଭାରତୀୟ ମହିଳା ଦଳ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଶୋଚନୀୟ ପରାଜୟ ବରଣ କରି ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଟାଇଟଲ ହାତେଇବାରେ ସଫଳ ହୋଇନାହିଁ। ଫଳରେ ୨୦୧୩ଠାରୁ ଚାଲିଥିବା ଧାରା ଅବ୍ୟାହତ ରହିଛି। ଦୀର୍ଘ ୮ ବର୍ଷ ହେଲା ଭାରତୀୟ କ୍ରିକେଟ ଦଳ ସମସ୍ତ ଆଇସିସି ଇଭେଣ୍ଟର ସେମିଫାଇନାଲ କିମ୍ବା ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଥିଲେ ମଧ୍ୟ ଟାଇଟଲ ହାତେଇ ପାରିନାହିଁ। ୨୦୧୩ରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଭାରତୀୟ ପୁରୁଷ ଦଳ ୨୦୧୩ ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିଥିଲା। ଏହାର ପରବର୍ଷ ଭାରତୀୟ ଦଳ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଶ୍ରୀଲଙ୍କାଠାରୁ ହାରିଥିଲା। ସେହିଭଳି ୨୦୧୫ରେ ଆଇସିସି ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲ ଅତିକ୍ରମ କରିପାରି ନ ଥିଲା ଟିମ୍‌ ଇଣ୍ଡିଆ। ୨୦୧୬ ବର୍ଷ ଆଇସିସି ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ଭାରତକୁ ଓ୍ବେଷ୍ଟଇଣ୍ଡିଜ ହରାଇ ଥିଲା। ପୁଣି ୨୦୧୭ରେ ଡିଫେଣ୍ଡିଂ ଚାମ୍ପିୟନ ଭାରତକୁ ଆଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ହରାଇ ଦେଇଥିଲା। ୨୦୧୮ରେ ମହିଳା ଟି୨୦ ବିଶ୍ୱକପ୍‌ରେ ଭାରତୀୟ ମହିଳା ଦଳ ସେମିଫାଇନାଲରେ ହାରିଥିଲା। ୨୦୧୯ ଆଇସିସି ବିଶ୍ୱକପ୍‌ରେ ଭାରତ ସେମିଫାଇନାଲରେ ପରାସ୍ତ ହୋଇଥିଲା। ଏହି ୮ ବର୍ଷ ମଧ୍ୟରେ ଉଭୟ ପୁରୁଷ ଓ ମହିଳା ଭାରତୀୟ ଦଳ ୮ ଆଇସିସି ଇଭେଣ୍ଟର ନକଆଉଟ୍‌ ପର୍ଯ୍ୟାୟରୁ ବିଦାୟ ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri