Posted inଜାତୀୟ

୨୦୧୬ ସେପ୍ଟେମ୍ବରରେ ହୋଇଥିଲା ପ୍ରଥମ ସର୍ଜିକାଲ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ,୨୧।୫: ସେନା ପକ୍ଷରୁ ପ୍ରଥମ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ୨୦୧୬ ସେପ୍ଟେମ୍ବର ମାସରେ କରାଯାଇଥିଲା। ଉରି ଗ୍ୟାରିଶନ୍‌ ଆକ୍ରମଣର ପ୍ରତିଶୋଧ ନେବା ଲାଗି ସେନା ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିଲା ବୋଲି ଜେନେରାଲ୍‌ ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌, ନର୍ଦନ କମାଣ୍ଡ୍‌ ଲ୍ୟୁଟ୍‌ନାଣ୍ଟ ଜେନେରାଲ୍‌ ରଣବୀର ସିଂ ସୋମବାର ପ୍ରକାଶ କରିଛନ୍ତି।
ପ୍ରକାଶଥାଉ କି, କିଛିଦିନ ପୂର୍ବରୁ ଡିଜିଏମ୍‌ଓ ଆର୍‌ଟିଆଇ ଉତ୍ତରରେ ଏଭଳି ତଥ୍ୟ ଦେଇଥିଲା। ବାଲାକୋଟ୍‌ରେ ଭାରତୀୟ ବାୟୁସେନାର ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ସବୁଠାରୁ ସଫଳ ଥିଲା ବୋଲି ସେ କହିଛନ୍ତି। ଫେବୃୟାରୀ ୨୭ରେ ସେନା ପକ୍ଷରୁ ଜେଇଏମ୍‌ ଆତଙ୍କବାଦୀ ଆଡ୍ଡାକୁ ଟାର୍ଗେଟ କରି ଆକ୍ରମଣ କରାଯାଇଥିଲା। ପାକିସ୍ତାନ ବାୟୁ ସେନା ଭାରତ ଉପରେ ପ୍ରତିଆକ୍ରମଣ ଲାଗି ପ୍ରୟାସ କରି ଶେଷରେ ବିଫଳ ହେଲା। ପ୍ରକାଶଥାଉ କି, କିଛିଦିନ ପୂର୍ବରୁ କଂଗ୍ରେସ ପକ୍ଷରୁ ଭାରତୀୟ ସେନା ୬ଥର ସର୍ଜିକାଲ୍‌ ଷ୍ଟ୍ରାଇକ୍‌ କରିସାରିଛି ବୋଲି କହିଥିଲା। ଉପା ସରକାରବେଳେ ଏହା ସଫଳତାର କରାଯାଇଥିଲା ବୋଲି ଦାବି କରାଯାଇଥିଲା। ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ରାଜୀବ ଶୁକ୍ଳା କେବେ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ହୋଇଥିଲା ତା’ର ବିବରଣୀ ପ୍ରଦାନ କରିଥିଲେ। ଅଟଳ ବିହାରୀ ବାଜପେୟୀଙ୍କ ପ୍ରଧାନମନ୍ତ୍ରୀତ୍ୱ କାଳରେ ମଧ୍ୟ ୨ ଥର ଏଭଳି ସର୍ଜିକାଲ୍‌ ଷ୍ଟ୍ରାଇକ୍‌ କରାଯାଇଥିବା ଦର୍ଶାଯାଇଥିଲା। ହେଲେ ଏଥିରୁ ଫାଇଦା ନେବାଲାଗି ମନମୋହନ ସିଂ କିମ୍ବା ବାଜପେୟୀ ସାମ୍ବାଦିକ ସମ୍ମିଳନୀ କରି ନ ଥିଲେ ବୋଲି ଶୁକ୍ଳା ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣାଣିରୁ ଓହରିଲେ ୨ ବିଚାରପତି

ନୂଆଦିଲ୍ଲୀ,୧୪।୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଥିଲେ।...

ନୌସେନା ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ ।୧୨: ଦେଶ ଶୁକ୍ରବାର ପାଳନ କରୁଛି ନୌସେନା ଦିବସ । ଦେଶର ବୀର ଯବାନଙ୍କୁ ମନେ ପକାଇ ଏହି ଦିବସ ପାଳନ କରାଯାଉଛି ।...

ଅନନ୍ତନାଗରେ ପିଡିପି ନେତାଙ୍କ ପିଏସ୍‌ଓଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର,୧୯।୭: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାର ବିଜବେହରା ଅଞ୍ଚଳରେ ଶୁକ୍ରବାର ସଜ୍ଜାଦ ମୁଫତିଙ୍କ ପିଏସ୍‌ଓଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପିପୁଲ୍ସ୍‌ ଡେମୋକ୍ରେଟିକ୍‌ ପାର୍ଟି (ପିଡିପି)ର...

କଲ୍ୟାଣକାରୀ ଯୋଜନାର ଆବଶ୍ୟକତା ପୂରଣ ପାଇଁ ଭାରତ ପାଖରେ ରହିଛି ପ୍ରର୍ଯ୍ୟାପ୍ତ ଖାଦ୍ୟ ଭଣ୍ଡାର…

ନୂଆଦିଲ୍ଲୀ,୧୭।୧୨ : ଦେଶର ଜନସାଧାରଣଙ୍କର ଆବଶ୍ୟକତା ପୂରଣ ପାଇଁ ଜାରି ରହିଥିବା କଲ୍ୟାଣକାରୀ ଯୋଜନା ଲାଗି ଭାରତ ପାଖରେ ପ୍ରର୍ଯ୍ୟାପ୍ତ ଖାଦ୍ୟ ଭଣ୍ଡାର ରହିଛି ରହିଛି...

‘କାଫେ ନିର୍ମଳା ତାଇ’ରେ ନାହିଁ ପିଆଜ ମେନ୍ୟୁ: କଂଗ୍ରେସ ଟୁଇଟ୍‌

ନୂଆଦିଲ୍ଲୀ,୫।୧୨: ପିଆଜ ଦାମ ବୃଦ୍ଧି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣଙ୍କୁ କଂଗ୍ରେସ ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। ନିର୍ମଳା ଲୋକ ସଭାରେ କହିଥିଲେ ଯେ,...

ଜାହାଙ୍ଗିରପୁରୀ ହିଂସାକାଣ୍ଡ: ଆଉ ୬ ଗିରଫ

ନୂଆଦିଲ୍ଲୀ,୧୭।୪: ଦିଲ୍ଲୀ ଆଉ ୬ ଜଣଙ୍କୁ ଗିରଫ ହିଂସା ମାମଲାରେ ରବିବାର ପୋଲିସ ଆଉ ୬ ଜଣଙ୍କୁ ଗିରଫ କରିଛି। ଏହାକୁ ମିଶାଇ ଏହି ଘଟଣାରେ...

୨ ଯୁବକଙ୍କୁ ବିବାହ କରି କୋଟିଏ ୪୫ ଲକ୍ଷ ଠକିନେଲେ କନ୍ୟା: ଏବେ ତୃତୀୟ ବିବାହ କରି ବିଦେଶକୁ ଉଡ଼ନ ଛୁ…

ନୂଆଦିଲ୍ଲୀ, ୯।୮: ଜଣେ ନୁହେଁ ଦୁଇ ଦୁଇ ଜଣ ଯୁବକଙ୍କୁ ବିବାହ କରି ସେମାନଙ୍କଠାରୁ କୋଟିଏ ୪୫ ଲକ୍ଷ ଟଙ୍କା ଠକି ନେଇଛନ୍ତି ଜଣେ କନ୍ୟା।...

ଓ୍ବିପ୍ରୋର ନୂଆ ଅଧ୍ୟକ୍ଷ ହେବେ ରିଶଦ୍‌ ପ୍ରେମ୍‌ଜୀ: ଅଜୀମ୍‌ ପ୍ରେମ୍‌ଜୀ ନେବେ ଅବସର

ନୂଆଦିଲ୍ଲୀ,୩୦।୭: ଆଇଟି କମ୍ପାନୀ ଓ୍ବିପ୍ରୋର ନୂତନ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଅଜୀମ୍‌ ପ୍ରେମ୍‌ଜୀଙ୍କ ପୁଅ ରିଶଦ୍‌ ପ୍ରେମ୍‌ଜୀ ଦାୟିତ୍ୱ ଗ୍ରହଣ କରିବେ। ମଙ୍ଗଳବାର...

Advertisement
Archives

Model This Week