Posted inଜାତୀୟ

୨୦୧୮-୧୯ରେ ଭାରତର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଛି: ସିସ୍କୋ

ନୂଆଦିଲ୍ଲୀ,୧୯।୮: ଭାରତରେ ସାଇବର ଆକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିଚାଲିଛି। ୨୦୧୮-୧୯ରେ ଦେଶର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଥିବା ନେଇ ସିସ୍କୋ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ସମୟରେ ବ୍ୟାଙ୍କିଙ୍ଗ୍‌, ବିଭିନ୍ନ ଅର୍ଥସଂସ୍ଥା, ବିଭିନ୍ନ ସରକାରୀ ସଂସ୍ଥା ତଥା ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଏଭଳି ଆକ୍ରମଣ ହୋଇଛି। ସେଥିମଧ୍ୟରୁ ସର୍ବାଧିକ ୨୦.୧ ପ୍ରତିଶତ ଆକ୍ରମଣ ବ୍ୟାଙ୍କିଙ୍ଗ୍‌ ଏବଂ ବିଭିନ୍ନ ଅର୍ଥସଂସ୍ଥା ଉପରେ ହୋଇଛି। ସେହିପରି ସରକାରୀ ସଂସ୍ଥା ଉପରେ ୧୯.୬ ପ୍ରତିଶତ ଆକ୍ରମଣ ହୋଇଛି। ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ୧୫.୧ ପ୍ରତିଶତ ଆକ୍ରମଣ ହୋଇଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri