Posted inଜାତୀୟ

୨୦୧୯ରେ ୩୬୫ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ହୋଇଛି: ସୋଲିସିଟର ଜେନେରାଲ

ନୂଆଦିଲ୍ଲୀ,୨୧।୧୧: ଜମ୍ମୁ-କଶ୍ମୀର ଲକ୍‌ଡ଼ାଉନ୍‌ ନେଇ ସୁପ୍ରିମ୍‌କୋର୍ଟରେ ଶୁଣାଣି ଜାରି ରହିଛି। ଏସମ୍ପର୍କରେ ସୋଲିସିଟର ଜେନେରାଲ ତୁଷାର ମେହଟ୍ଟା କହିଛନ୍ତି ଯେ, ୨୦୧୯ରେ ଜମ୍ମୁ-କଶ୍ମୀରରେ ୩୬୫ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ହୋଇଛି। ପରିସ୍ଥିତି ଉପରେ ନିୟନ୍ତ୍ରଣ ପାଇଁ କେତେକ କଟକଣା ଜାରି କରିବାର ଆବଶ୍ୟକତା ରହିଛି। ଜମ୍ମୁ-କଶ୍ମୀରରେ ମୋଟ ୭୧ ହଜାର ୩୮ ଆତଙ୍କବାଦୀ ସକ୍ରିୟ ଥିଲେ। ସେମାନଙ୍କର ବିଭିନ୍ନ ଆତଙ୍କବାଦୀ ଆକ୍ରମଣ ଯୋଗୁ ୧୪ ହଜାରରୁ ଅଧିକ ଲୋକ ଏବଂ ୫ ହଜାର ୨ ଶହ ୯୨ ଯବାନ ଶହୀଦ୍‌ ହୋଇଛନ୍ତି। ସ୍ବାଧୀନତା ପରେ ପଶ୍ଚିମ ପାକିସ୍ତାନରୁ ୨୦ ହଜାର ଲୋକ ଏଠାକୁ ଆସିଥିଲେ। ଏବେ ସେମାନଙ୍କ ପାଖରେ ସାଧାରଣ ସୁବିଧା ସୁଯୋଗ ପହଞ୍ଚିବାରେ ଲାଗିଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଅଗଷ୍ଟ ୫ଠାରୁ ଲାଗିଥିବା କେତେକ କଟକଣା ଅଗଷ୍ଟ ୧୭ଠାରୁ କୋହଳ ହୋଇଥିବା ସେ କୋର୍ଟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?