Posted inଜାତୀୟ

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଦୁଇଗୁଣା ହେବ ଚାଷୀଙ୍କ ଆୟ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହୋଇଛି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଆଗତ କରିଛନ୍ତି।

ବଜେଟ୍‌ ମୁଖ୍ୟାଂଶ

-ସହରରେ ଆହୁରି ୮୧ ଲକ୍ଷ ଘର ନିର୍ମାଣ ହେବ, ପିଏମ ଆବାସ ଯୋଜନାରେ ଘର ନିର୍ମାଣ ଲକ୍ଷ୍ୟ

-ସହରରେ ୨୬ ଲକ୍ଷ ଘର ନିର୍ମାଣ ହୋଇଛି, ସମସ୍ତଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବା ଲକ୍ଷ୍ୟ

-ସହରୀକରଣ ଚ୍ୟାଲେଞ୍ଜ ନୁହେଁ ଏକ ସୁଯୋଗ, ୨ କୋଟି ଗ୍ରାମବାସୀଙ୍କୁ ଡିଜିଟାଲ ସାକ୍ଷର, ୫.୬ ଲକ୍ଷ ଗାଁ ବାହ୍ୟ ମଳତ୍ୟାଗ ମୁକ୍ତ ହୋଇଛି। ୨୦୧୪ ପରେ ୯.୬ କୋଟି ଶୌଚାଳୟ ନିର୍ମାଣ ହୋଇଛି। ୨୦୧୯ ଅକ୍ଟୋବର ୨ ସୁଦ୍ଧା ଦେଶକୁ ବାହ୍ୟମଳମୁକ୍ତ ଲକ୍ଷ୍ୟ

-ଦୁଇଗୁଣା ହେବ ଚାଷୀଙ୍କ ଆୟ

-ଜଳଶକ୍ତି ମନ୍ତ୍ରାଳୟ ଜଳ ଆବଣ୍ଟନର ବ୍ୟବସ୍ଥା କରିବ, ଗାଁରେ ସବୁ ଘର ଯାଏ ପାଣି ପହଞ୍ଚାଯିବ

-ଡାଲି ଉତ୍ପାଦନରେ ଭାରତ ଆତ୍ମନିର୍ଭରରଶୀଳ ହୋଇଛି, ଚାଷୀଙ୍କ ଜୀବନ ସହଜ କରିବା ପ୍ରାଥମିକତା, ଦୁଗ୍ଧ ଉତ୍ପାଦନ ବଢ଼ାଯିବ

-ଚାଷୀଙ୍କ ୧୦ ହଜାର ଉତ୍ପାଦକ ସଂଘ ଗଠନ ହେବ, ଅନ୍ନଦାତାଙ୍କୁ ଅଧିକ ଶକ୍ତିମାନ କରାଯିବ। ପାରମ୍ପରିକ ଉଦ୍ୟୋଗକୁ ଉନ୍ନତ କରିବାକୁ ଲକ୍ଷ୍ୟ

-ଗ୍ରାମୀଣ କ୍ଷେତ୍ରର ଆର୍ଥିକ ଓ ସାମାଜିକ ବିକାଶ ଲକ୍ଷ୍ୟ, ଗାଁକୁ ବଜାର ସହ ଯୋଡୁଥିବା ରାସ୍ତାର ବିକାଶ ଲକ୍ଷ୍ୟ

-ଦେଶର ସବୁ ପଞ୍ଚାୟତକୁ ସବୁ ପଞ୍ଚାୟତକୁ ଡିଜିଟାଲ କନେକ୍ସନ ସୁବିଧା ଯୋଗାଇଦିଆଯିବ

-ଆସିବ ନୂଆ ରାଷ୍ଟ୍ରୀୟ ଶିକ୍ଷା ନୀତି, ଛୋଟ ସହର ଭିତରେ ରେଳ ସଂଯୋଗ ଉପରେ ଗୁରୁତ୍ୱ

-୫ ବର୍ଷ ପୂର୍ବରୁ ଶ୍ରେଷ୍ଠ ୨୦୦ ଭିତରେ ଗୋଟିଏ ବି ନଥିଲେ, ବିଶ୍ବର ଶ୍ରେଷ୍ଠ ୧୦୦ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତରୁ ୩ଟି

-ପ୍ରଧାନମନ୍ତ୍ରୀ କୌଣଳ ବିକାଶ ଯୋଜନାରେ ୧୦ ନିୟୁତ ଯୁବକଙ୍କୁ ତାଲିମ ଦିଆଯିବ


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?