Posted inଜାତୀୟ

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୧ କୋଟି ଯୁବକଙ୍କ ପାଇଁ ଆସିବ ସ୍କିଲ ଯୋଜନା

ନୂଆଦିଲ୍ଲୀ, ୫।୭: ଶିକ୍ଷା ପାଇଁ ଚଳିତ ବଜେଟରେ କେନ୍ଦ୍ର ସରକାର ନୂଆ ଯୋଜନାମାନ ଆପଣାଇଛନ୍ତି।

ବଜେଟ୍‌ ମୁଖ୍ୟାଂଶ

-ଉଚ୍ଚଶିକ୍ଷା ପାଇଁ ୪୦୦ କୋଟିର ବ୍ୟୟ ବରାଦ, କୌଶଳ ବିକାଶ ଯୋଜନାରେ ୧ କୋଟି ଯୁବକଙ୍କୁ ତାଲିମ

-୧ କୋଟି ଯୁବକଙ୍କ ପାଇଁ ସ୍କିଲ ଯୋଜନା

-ବିଦେଶରେ ଚାକିରି ପାଇଁ ଜରୁରୀ ପ୍ରଶିକ୍ଷଣ ଦେବେ ସରକାର

-ଖେଲୋ ଭାରତ ଯୋଜନାର ବିସ୍ତାର ହେବ

-କ୍ରୀଡ଼ାର ବିକାଶ ପାଇଁ ସବୁ ଉଦ୍ୟମ ହେବ, ଶ୍ରମିକଙ୍କ ପାଇଁ ଗଠନ ହେବ ଆଉ ୪ଟି କୋର୍ଟ

-ଷ୍ଟାର୍ଟ ଅପ ପାଇଁ ଦୂରଦର୍ଶନରେ ନୂଆ କାର୍ଯ୍ୟକ୍ରମ

-ଅକ୍ଟୋବର ୨ରେ ସ୍ବଚ୍ଛତା କେନ୍ଦ୍ରର ଉଦଘାଟନ

-ଦିଲ୍ଲୀ ରାଜଘାଟରେ ହେବ ରାଷ୍ଟ୍ରୀୟ ସ୍ବଚ୍ଛତା କେନ୍ଦ୍ର

-ଏନଆରଆଇଙ୍କ ପାଇଁ ବି ଆଧାର କାର୍ଡ ପ୍ରସ୍ତାବ

-ରେଲୱେ ଷ୍ଟେସନ ଗୁଡ଼ିକର ଆଧୁନିକୀକରଣ କରାଯିବ

-ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ବ୍ୟାପକ କରାଯାଉଛି


Enter your email to get our daily news in your inbox.

All Right Reserved By Dharitri.Com

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri