Posted inଜାତୀୟ

୨୦୨୦ରେ ଚନ୍ଦ୍ରୟାନ-୩ ପ୍ରେରଣ

ନୂଆଦିଲ୍ଲୀ,୧ା୧: ୨୦୨୦ରେ ଚନ୍ଦ୍ରୟାନ-୩ ଲଞ୍ଚ କରାଯିବ ବୋଲି କେନ୍ଦ୍ର ମହାକାଶ ବିଭାଗ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଚନ୍ଦ୍ରୟାନ-୧, ଚନ୍ଦ୍ରୟାନ-୨ ପରେ ଚନ୍ଦ୍ରୟାନ-୩ ପ୍ରେରଣ ହେବ ବୋଲି ସେ ପ୍ରକାଶ କରିଛନ୍ତି। ଅର୍ବିଟର ଏବେ ବି ଚନ୍ଦ୍ରରେ ଅଛି ଓ କେବଳ ଲ୍ୟାଣ୍ଡର ସେଠାକୁ ପଠାଯିବାର ବ୍ୟବସ୍ଥା କରାଯିବ। ବିକ୍ରମ ଲ୍ୟାଣ୍ଡର ହାର୍ଡ ହିଟ୍‌ କରିବାରୁ ତାହା କାର୍ଯ୍ୟ କରିପାରିଲାନି। ତେଣୁ ଏବେଠାରୁ ଚନ୍ଦ୍ରୟାନ-୩ ସଫଳ ଲାଗି ଇସ୍ରୋ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri